
ପୁରୁଷତ୍ତମପୁର (ସମୃଦ୍ଧ ଓଡିଶା) ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମ ବ୍ଲକ ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ପଣ୍ଡା ବ୍ୟକ୍ତି ଗତ କାରଣ ଦର୍ଶାଇ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ନିଜ ପଦବୀରୁ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ଏହି ଅବସରରେ ଶ୍ରୀ ପଣ୍ଡା ବିଜେଡି ଦଳର ରହିଥିଲେ ବିଜେଡି ଦଳରେ ରହିବେ ଏବଂ ଏହି ପଦବୀରେ ଯିଏ ବି ରହିବ ମୁଁ ତାଙ୍କୁ ସମର୍ଥନ କରିବି ବୋଲି ଗଣମାଧ୍ୟମକୁ ସୂଚନା ପ୍ରଦାନ କରିଛନ୍ତି ।
ରିପୋର୍ଟ : ଦକ୍ଷିଣାଞ୍ଚଳ ବ୍ୟୁରୋ ଚିଫ ନିମାଇଁ ଚରଣ ପଣ୍ଡା