

ବୁଗୁଡା (ସମୃଦ୍ଧ ଓଡିଶା) ବୁଗୁଡା ବ୍ଲକ ଅନ୍ତର୍ଗତ ପାଙ୍ଗିଡି ଗ୍ରାମର ରାମ ଗୌଡ଼ ଗତକାଲି ବାଇକ ଦୁର୍ଘଟଣାରେ ମୃତ୍ୟୁବରଣ କରିଛନ୍ତି । ପୋଲସରା ବିଧାୟକ ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ତାଙ୍କ ଗ୍ରାମକୁ ଯାଇ ପରିବାରକୁ ଭେଟି ୩୦୦୦ ଟଙ୍କା ଆର୍ଥିକ ସହାୟତା କରିବା ସହ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା