
ଢେଙ୍କାନାଳ (ସମୃଦ୍ଧ ଓଡିଶା) ଆଜି ଢେଙ୍କାନାଳ ଜିଲ୍ଲା ବିଜୁ ଛାତ୍ର ଜନତା ଦଳ ତରଫରୁ ସଭାପତି ସୁରଜ ମହାପାତ୍ରଙ୍କ ନେତୃତ୍ୱରେ ଜିଲ୍ଲା ଟାଉନ ହଲ ଠାରେ ଜୀବନ ବିନ୍ଦୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏହି ଶିବିରରେ ସ୍ଥାନୀୟ ବିଧାୟକ ସୁଧୀର କୁମାର ସାମଲ ଉପସ୍ଥିତ ରହି ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ । ଏଥିରେ ସର୍ବମୋଟ ୧୭୦ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା ।
ରିପୋର୍ଟ : ଶୁଭମ ପାଣି