

ଢେଙ୍କାନାଳ (ସମୃଦ୍ଧ ଓଡିଶା) ଢେଙ୍କାନାଳର ଗୋପବନ୍ଧୁ ଟାଉନହଲ ଠାରେ ଆଜି ବିଜୁ ଜନତା ଦଳର ପରିବର୍ଦ୍ଧିତ ଜିଲ୍ଲା କାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବିଜୁ ଜନତା ଦଳର ସଭାପତି ପ୍ରଫୁଲ୍ଲ କୁମାର ମଲ୍ଲିକ, ମହେଶ ସାହୁ, ବିଜୟ କୁମାର ନାୟକ ଓ ହିନ୍ଦୋଳ ବିଧାୟକ ସୀମା ନାୟକଙ୍କ ସମେତ ବହୁ ବିଜୁ ଜନତା ଦଳର କର୍ମୀମାନେ ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଶୁଭମ କୁମାର ପାଣି
