

ସାନଖେମୁଣ୍ଡି (ସମୃଦ୍ଧ ଓଡିଶା) ବିଜେଡି ଦଳ ଛାଡି କଂଗ୍ରେସ ଦଳରେ ସିଙ୍ଗିପୁର ପଞ୍ଚାୟତର ସକ୍ରିୟ କର୍ମୀ ସୀମାଞ୍ଚଳ ବେହେରା ଯୋଗ ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ସାନଖେମୁଣ୍ଡି ବିଧାୟକ ତଥା ଜିଲ୍ଲ କଂଗ୍ରେସ ସଭାପତି ରମେଶ ଚନ୍ଦ୍ର ଜେନାଙ୍କ ସମେତ ବହୁ କଂଗ୍ରେସ କର୍ମୀ ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା