

ଛତ୍ରପୁର (ସମୃଦ୍ଧ ଓଡିଶା) ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡ଼ମାଧପୁର ପଞ୍ଚାୟତ ପରିଦର୍ଶନରେ ଯାଇ ଗୋବା ଗ୍ରାମବାସୀଙ୍କ ଗହଣରେ ବସି ଗ୍ରାମର ବିଭିନ୍ନ ଉନ୍ନୟନ ମୂଳକ କାମର ସମୀକ୍ଷା କରିଛନ୍ତି ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା l ଏହି ବୈଠକରେ ସମସ୍ତ ନିର୍ବାଚିତ ପ୍ରତିନିଧି, ସ୍ଥାନୀୟ ନେତୃବୃନ୍ଦ ଓ ବ୍ଲକ ବିଡ଼ିଓ ଅମ୍ବିକା ପ୍ରସାଦ ଦାସଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀ ଯୋଗଦାନ କରିଥିଲେ l
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା
