
ଗଞ୍ଜାମ (ସମୃଦ୍ଧ ଓଡିଶା) ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ତାଳସର ପଞ୍ଚାୟତର ହଂସତୁଳି ଗ୍ରାମକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କଲେ ଗଞ୍ଜାମ ଜିଲ୍ଲାପାଳ ଏଥିସହ ତାଳସର ପଞ୍ଚାୟତର ଗୋପାଳପୁର, ଭାବିନୀପୁର, ତାଳସର ଓ ସଣ୍ଡମୂଳ ପଞ୍ଚାୟତର ରlହାଡା ଏବଂ ଅଙ୍ଗାରଗାଁ ପଞ୍ଚାୟତର ନୂଆଗଡ଼, ଫାରକାପଲି ଓ କୁମ୍ଭାରଗାଁ ପଞ୍ଚାୟତର ତାଳଗାଁକୁ ବଫର ଜୋନ ଭାବେ ଘୋଷଣା କଲେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ । ଏଥିସହିତ ଆଜି ହନ୍ସତୁଳି ଗ୍ରାମକୁ କୋଦଳା ଅଗ୍ନିଶମ ବିଭାଗ ପକ୍ଷରୁ ସାନିଟାଇଜ କରାଯାଇଛି ।
ଋିପୋର୍ଟ : ଡଃ କୁମୁଦ ଚଦ୍ର ବେହେରା