
ବୁଗୁଡ଼ା (ସମୃଦ୍ଧ ଓଡିଶା) ବୁଗୁଡ଼ା ଏନଏସି ଠାରେ ଜନ ସମ୍ପର୍କ ପଦଯାତ୍ରାର ଅନ୍ତିମଦିବସ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପୋଲସରା ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳର ସମସ୍ତ ଜନ ପ୍ରତିନିଧି ଓ ୩୦୦୦ରୁ ଉର୍ଦ୍ଧ୍ଵ ବିଜୁ ଜନତା ଦଳର କର୍ମୀ ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଦକ୍ଷିଣାଞ୍ଚଳ ବ୍ୟୁରୋ ଚିଫ ନିମାଇଁ ଚରଣ ପଣ୍ଡା