

ପୋଲସରା (ସମୃଦ୍ଧ ଓଡିଶା) ବୁଗୁଡା ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉନ୍ନୟନ ମୂଳକ କାର୍ଯ୍ୟ ଉପରେ ସମୀକ୍ଷା କରିଛନ୍ତି । ଏହି କାର୍ଯ୍ୟକ୍ରମରେ ବୁଗୁଡା ବ୍ଲକ ଅଧକ୍ଷା, ବିଡ଼ିଓ, ଜେଇ ଜିଲ୍ଲା ପରିଷଦ ସଭ୍ୟ/ସଭ୍ୟା ସରପଞ୍ଚ, ସମିତି ସଭ୍ୟ/ସଭ୍ୟା ଓ ବ୍ଲକର ସମସ୍ତ କର୍ମଚାରୀ ଅଂଶ ଗ୍ରହଣ କରିଛନ୍ତି ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା