

ବୁଗୁଡ଼ା (ସମୃଦ୍ଧ ଓଡିଶା) ବୁଗୁଡା ବ୍ଲକ ଅନ୍ତର୍ଗତ ବୁଦ୍ଧଖୋଲ ମହୋତ୍ସବର ଉଦଯାପିତ ହୋଇଯାଇଛି । ଏଥିରେ ବାଣିଜ୍ୟ, ପରିବହନ, ଯୋଜନା ଓ ସମନ୍ୱୟ ମନ୍ତ୍ରୀ ପଦ୍ମନାଭ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି । ଏହାସହ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ତଥା ବୁଦ୍ଧଖୋଲ ଉନ୍ନୟନ କମିଟିର ସଭାପତି ଓ ଅଧ୍ୟକ୍ଷା ଜିଲ୍ଲା ପରିଷଦ ଗଞ୍ଜାମ ଯୋଗ ଦେଇଥିଲେ । ଏହି ଅବସରରେ ଓଲିଉଡ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହିଥିଲେ ।
ରିପୋର୍ଟ : ଆଶୁତୋଷ ପଟ୍ଟନାୟକ

