

ଢେଙ୍କାନାଳ (ସମୃଦ୍ଧ ଓଡିଶା) ଆଜି ବିଶ୍ୱ ପରିବେଶ ଦିବସ । ଏହି ଅବସରରେ ବିଭିନ୍ନ ଜାଗାରେ ବୃକ୍ଷ ରୋପଣ କରି ଏହି ଦିବସକୁ ପାଳନ କରାଯାଉଥିବା ବେଳେ ଶତାୟୁ, ବ୍ରଜନାଥ ବଡ଼ଜେନା ଉଚ୍ଚ ବିଦ୍ୟାଳୟ, ଢେଙ୍କାନାଳର ବିଜ୍ଞାନ ଶିକ୍ଷକ ଡ଼ା. ଦେବୀ ପ୍ରସାଦ ମିଶ୍ର ଓ ସଂସ୍କୃତ ଶିକ୍ଷୟିତ୍ରୀ ଡ଼ଃ ଅନୁପମା ମିଶ୍ର ବିଶ୍ୱ ପରିବେଶ ଦିବସ ଅବସରରେ ଗୋଟିଏ ଗୋଟିଏ ବୃକ୍ଷ ରୋପଣ କରି ଅନ୍ୟମାନଙ୍କୁ ପ୍ରେରଣା ଦେଇଛନ୍ତି ।
ରିପୋର୍ଟ : ଶୁଭମ ପାଣି