

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଆଜି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଦିନିକିଆ ଗଞ୍ଜାମ ଗସ୍ତରେ ଆସି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ପହଞ୍ଚିଥିଲେ । ଏହାପରେ ସେଠାରେ ବିଶ୍ୱବିଦ୍ୟାଳୟର ବିଭିନ୍ନ କୋଠାର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦ୍ଘାଟନ କରିଥିଲେ । ଏହି ଅବସରରେ ବୃକ୍ଷରୋପଣର ମଧ୍ୟ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଭି.ସି. ଡକ୍ଟର ରାଜେନ୍ଦ୍ର ପ୍ରସାଦ, ପିଜି କାଉନସିଲର ଅଫ ଚେୟାରମ୍ୟାନ, ଅଲ ଡିପଟମେଣ୍ଟ ହେଡ଼, ଶିକ୍ଷକ ଓ ଶିକ୍ଷୟତ୍ରୀ, ଛାତ୍ର ଛାତ୍ରୀମାନେ ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା ଓ ତ୍ରିନାଥ ବେହେରା















