

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ବ୍ରହ୍ମପୁର ସ୍ଥିତ ସଂସ୍କୃତି ଭବନଠାରେ କଳାଞ୍ଜଳି ଆର୍ଟିଷ୍ଟ୍ରି ଟ୍ରଷ୍ଟି ତରଫରୁ ବସନ୍ତ ଉତ୍ସଵ ୨୦୧୮ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗୋପାଳପୁର ବିଧାୟକ ଡ଼. ପ୍ରଦୀପ କୁମାର ପାଣିଗ୍ରାହୀ, ବ୍ରହ୍ମପୁର ବିଧାୟକ ଡ଼. ଚ୍ୟାଉ ପଟ୍ଟନାୟକ, ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ, ଓଡ଼ିଆ ସିନେମା ଜଗତର ଅଭିନେତା ଅଭିନେତ୍ରୀ ସମେତ ବହୁ ବ୍ୟକ୍ତି ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ନିମାଇଁ ଚରଣ ପଣ୍ଡା
