




ଛତ୍ରପୁର(ସମୃଦ୍ଧ ଓଡିଶା )ବୁଗୁଡା ବ୍ଲକ ଅନ୍ତର୍ଗତ ମାଣିତରା ଗ୍ରାମପଞ୍ଚାୟତରେ ସ୍ଵାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରର ଶୁଭରାମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ମୁଖ୍ୟ ଅତିଥି ଭାବେ ଗଂଜାମ ଜିଲ୍ଲା ବିଜୁ ଶ୍ରମିକ ସାମୁଖ୍ୟ ସଭାପତି ତଥା ମାନ୍ୟବର ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁଙ୍କ କରକମଳରେ ଶୁଭରାମ୍ଭ ହୋଇଯାଇଛି। ବୁଗୁଡା ବ୍ଲକ ଅଧକ୍ଷା,ଜିଲ୍ଲା ପରିଷଦ, ସମିତି ସଭ୍ୟ, ମେଡିକାଲ ଅଫିସର, ଓ କର୍ମଚାରୀ ଏବଂ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ଗ୍ରାମବାସୀମାନେ ଉପସ୍ଥିତ ଥିଲେ।
ରିପୋର୍ଟ : ଜିଲ୍ଳା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା