

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ବ୍ଲକ ଅନ୍ତର୍ଗତ ମାଳତୀବାଡ଼ି ଗ୍ରାମ୍ୟ ପାଇପ ଜଳ ଯୋଗାଣ ପ୍ରକଳ୍ପକୁ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁଙ୍କ କରକମଳରେ ଭିତ୍ତି ପ୍ରସ୍ତର ସ୍ଥାପନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଆରଡବ୍ଲ୍ୟୁଏସଏସ ଏସଡିଓ, ସରପଞ୍ଚ ସମିତିସଭ୍ୟମାନେ ଉପସ୍ଥିତ ଥିଲେ ।
ରିପୋର୍ଟ : ଜିଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା