

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ବ୍ଲକ ଅନ୍ତର୍ଗତ ଜିଲୁଣ୍ଡା ଗ୍ରାମ ଠାରେ ଶ୍ରୀ ମା ବନଦୁର୍ଗା ଯୁବ ନାଟ୍ୟ ସଂସଦ ତରଫରୁ ୪ର୍ଥ ଅବଦାନରେ(କିଛି କଥା ରହିଗଲା ଅଧାରେ) ସାମାଜିକ ପାରିବାରିକ ନାଟକ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଛନ୍ତି । ଏହାସହ ଏହି ଅବସରରେ ପୋଲସରା ବ୍ଲକ ଅଧ୍ୟକ୍ଷ, ସରପଞ୍ଚ, ସମିତି ସଭ୍ୟ ଏବଂ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।
ରିପୋର୍ଟ : ଆଶୁତୋଷ ପଟ୍ଟନାୟକ
