

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ବ୍ଲକ ଅନ୍ତର୍ଗତ କସିପଡା ଗ୍ରାମର ମା ସିଂହାସନି ପୀଠ ପରିସରରେ ମା ସିଂହାସନି ଭୋଜନାଳୟ ଗୃହର ଶୁଭ ଉଦଘାଟନ ହୋଇଯାଇଛି । ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ମନ୍ଦିରର ଉନ୍ନୟନ କମିଟି ସଭାପତି ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁଙ୍କ ସମେତ ସରପଞ୍ଚ, ସମିତି ସଭ୍ୟ, ଓ ବହୁ ମାନ୍ୟଗଣ ବ୍ୟକ୍ତି ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା

