
ଛତ୍ରପୁର (ସମୃଦ୍ଧ ଓଡିଶା) ମୁମ୍ବାଇ ଯାଉଥିବା କୋଣାର୍କ ଏକ୍ସପ୍ରେସରେ କୁସୁ ରବି ଦାସ ଭିକାର, ଦକ୍ଷିଣ ଜିନପୁର, କଲିକତା, ମୁମ୍ବାଇ ଯାଉଥିବା ବେଳେ ଟ୍ରେନରୁ ଖସିପଡି ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ଗଞ୍ଜାମ ରେଳ ଷ୍ଟେସନରୁ ୧୦୮ ଆମ୍ବୁଲାନ୍ସ ଯୋଗେ ପ୍ରଥମେ ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟକୁ ଅଣାଯାଇଥିଲା ଗୁରୁତର ଥିବାରୁ ତାକୁ ବ୍ରହ୍ମପୁର ମେଡିକଲକୁ ସ୍ଥାନାନ୍ତର କରାଯାଇଥିଲା ସେଠାରେ ଚିକିତ୍ସିତ ହେଉଛନ୍ତି ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା





