

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ସୋନପୁର ଜିଲ୍ଲା ମୂର୍ଷୁଣ୍ଡି ଠାରେ ୩୭ତମ ଗଜଲକ୍ଷ୍ମୀ ପୁଜା ଓ ମୁରାସୁରୁ ମହାରାଜଙ୍କ ଦରବାର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ପୋଲସରା ବିଧାୟକ ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ଯୋଗ ଦେଇଥିଲେ । ଏହାସହ ଏହି ଅବସରରେ ବହୁ ମନ୍ୟଗଣ୍ୟ ବ୍ୟକ୍ତିମାନେ ମଧ୍ୟ ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଦକ୍ଷିଣାଞ୍ଚଳ ବ୍ୟୁରୋ ଚିଫ ନିମାଇଁ ଚରଣ ପଣ୍ଡା ଓ ଆଶୁତୋଷ ପଟ୍ଟନାୟକ


