

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ମୌଲାଭଞ୍ଜା ପଞ୍ଚାୟତ ପୋଡାସିଙ୍ଗି ନାଳ ଆନିକଟ କରନାଳି ନିର୍ମାଣର ଶିଳାନ୍ୟାସ ସାନଖେମୁଣ୍ଡି ବିଧାୟକ ତଥା ଜିଲ୍ଲା କଂଗ୍ରେସ ସଭାପତି ରମେଶ ଚନ୍ଦ୍ର ଜେନା କରିଛନ୍ତି । ଏହି କାର୍ଯ୍ୟକ୍ରମରେ ବିଧାୟକଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଉପସ୍ଥିତ ରହିଥିଲେ ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା