

ହିଞ୍ଜିଳିକାଟୁ (ସମୃଦ୍ଧ ଓଡିଶା) ଆଜି ପୂର୍ବତନ ରାଜ୍ୟ ଯୁବ ଉପସଭାପତି ଶରତ ମିଶ୍ରଙ୍କ ୧୪ତମ ଶ୍ରାଦ୍ଧ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବ ମା ଶ୍ୟାମଳାଇ ମନ୍ଦିରର କଲ୍ୟାଣୀ ମଣ୍ଡପରେ ଅନୁଷ୍ଠିତ କରାଯାଇଥିଲା । ଏହି ଅବସରରେ ବହୁ ବିଜେପି ନେତା ଯୋଗଦାନ କରିଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା