

ଭୁବନେଶ୍ଵର (ସମୃଦ୍ଧ ଓଡିଶା) ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ‘ସଜରେ ସଜରେ ରଜ’ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଏଥିରେ ଭାଷା କଳା ସଂସ୍କୃତିର ସଚିବ ଏବଂ ନିର୍ଦ୍ଦେଶକ ଓ ମାନ୍ୟଗଣ ବ୍ୟକ୍ତି ଉପସ୍ଥିତ ଥିଲେ । ଏହି ଅବସରରେ ରାଜ୍ୟର ବହୁ କଳାକାରମାନେ ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଆକାଶ ମିଶ୍ର

