
ଢେଙ୍କାନାଳ (ସମୃଦ୍ଧ ଓଡିଶା) ଜାମ୍ମୁର ପୁଲୱାମାରେ ସହିଦ ହୋଇଥିବା ସିଆରପିଏଫ ଯବାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ୨ ମିନିଟ ନିରବ ପ୍ରାର୍ଥନା ବିଦ୍ୟାଳୟ ପ୍ରାଙ୍ଗଣରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ସହିତ ସମସ୍ତ କର୍ମଚାରୀ ବୃନ୍ଦ ଏବଂ ପ୍ରାୟ ଦୁଇଶହରୁ ଉର୍ଦ୍ଧ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଶୁଭମ କୁମାର ପାଣି