

ପୋଲସରା (ସମୃଦ୍ଧ ଓଡିଶା) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଆଜି ପୋଲସରା ନିର୍ବାଚନ ମଣ୍ଡଳୀର ପୋଲସରା ବ୍ଲକ ଅନ୍ତର୍ଗତ ରୁମାଗଡ଼ ଗ୍ରାମ ପଞ୍ଚାୟତରେ ବିଜୁ ଜନତା ଦଳର ଜନସମ୍ପର୍କ ପଦଯାତ୍ରା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସସରରେ ବିଜୁ ଜନତା ଦଳର ବହୁ କର୍ମକର୍ତ୍ତାମାନେ ସାମିଲ ହୋଇଥିଲେ ।
ରିପୋର୍ଟ : ଆଶୁତୋଷ ପଟ୍ଟନାୟକ
