

ଛତ୍ରପୁର (ସମୃଦ୍ଧ ଓଡିଶା) ପବିତ୍ର ରଥଯାତ୍ରା ଉପଲକ୍ଷେ ବୁଗୁଡ଼ା ବଡଦାଣ୍ଡ ଠାରେ ଶ୍ରୀ ଜଗନ୍ନାଥ ଭଜନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମସ୍ତଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ଏହି ଅବସରରେ ବହୁ ବିଶିଷ୍ଠ ବ୍ୟକ୍ତିଙ୍କ ସମେତ ଗ୍ରାମବାସୀମାନେ ଯୋଗ ଦେଇଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା



