

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ମାତୃଶକ୍ତି କଲ୍ୟାଣ ମଣ୍ଡପ ଠାରେ ସମ୍ବାଦ ସାହିତ୍ୟ ଘରର ତୃତୀୟ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଏହାସହ ଏହି କାର୍ଯ୍ୟକ୍ରମରେ ସାମ୍ବାଦ ସାହିତ୍ୟ ଘରର ରାଜ୍ୟ ସଂଯୋଜିକା, ସମ୍ପାଦକ, ବରିଷ୍ଠ ସାହିତ୍ୟିକ ଓ କର୍ମକର୍ତ୍ତାମାନଙ୍କ ସହ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା

