

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ସରସ୍ୱତୀ ଶିଶୁ ବିଦ୍ୟା ଭବନ ପରିସରରେ ଅଭିଭାବକ ଓ ଅଭିଭାବିକାମାନଙ୍କୁ ନେଇ ଉନ୍ନୟନ ମୂଳକ କାର୍ଯ୍ୟ ଉପରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ଅବସରରେ ଶିଶୁ ବିଦ୍ୟା ଭବନର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା