

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ବ୍ଲକ ଅନ୍ତର୍ଗତ ଭାଟଖାଲି ଗ୍ରାମର ହରିଜନ ସାହି କୋଠ ଗୃହର ଗଞ୍ଜାମ ଜିଲ୍ଲା ବିଜୁ ଶ୍ରମିକ ସାମୁଖ୍ୟ ସଭାପତି ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଉଦଘାଟିତ କରି ଭାଟଖାଲି ଗ୍ରାମର ଜଗନ୍ନାଥ ମନ୍ଦିର ପରିସରରେ ବିଜୁ ଜନତା ଦଳର ରୁମାଗଡ଼ ପଞ୍ଚାୟତସ୍ତରୀୟ ୱାର୍ଡ କମିଟି ବୈଠକରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ସମସ୍ତ ୱାର୍ଡ କମିଟି ସଭ୍ୟ ଓ ସଭ୍ୟା ଅଂଶ ଗ୍ରହଣ କରିଛନ୍ତି ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା


