

ପୋଲସରା (ସମୃଦ୍ଧ ଓଡିଶା) ଆଗାମୀ ତା-୨୫/୦୩/୨୦୧୯ ରିଖରେ ପୋଲସରା ବିଧାନସଭା ଆସନ ପାଇଁ ବିଜୁ ଜନତା ଦଳ ପ୍ରାର୍ଥୀ ଶ୍ରୀକାନ୍ତ ସାହୁଙ୍କ ନାମାଙ୍କନ ଦାଖଲ କରିବେ । ଏନେଇ ଗତକାଲି ନିର୍ବାଚନ ପରିଚାଳନା କମିଟି ଗଠନ ପୋଲସରା ବ୍ଲକ ଅନ୍ତର୍ଗତ ହାତୀଓଟ ଗ୍ରାମ ଠାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପୋଲସରା ନିର୍ବାଚନ ମଣ୍ଡଳୀର ସମସ୍ତ ପ୍ରତିନିଧି ଏବଂ ୧୦୦୦ରୁ ଉର୍ଦ୍ଧ୍ୱ ବିଜୁ ଜନତା ଦଳର ବରିଷ୍ଠ କର୍ମୀମାନେ ଯୋଗ ଦେଇଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା
