ଢେଙ୍କାନାଳ (ସମୃଦ୍ଧ ଓଡିଶା) ଢେଙ୍କାନାଳ ବିଜୁ ଛାତ୍ର ଜନତା ଦଳ ତରଫରୁ ଆଜି ୪ର୍ଥ ଜୀବନ ବିନ୍ଦୁ ରକ୍ତ ଦାନ ଶିବିର ଛାତ୍ର ସଭାପତି ସୁରଜ ମହାପାତ୍ରଙ୍କ ନେତୃତ୍ୱରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ୫୦ୟୁନିଟ ରକ୍ତ ସଂଗ୍ରହ ହେବା ସହିତ ୩ସପ୍ତାହ ମଧ୍ୟରେ ସର୍ବମୋଟ ୨୦୮ୟୁନିଟ ରକ୍ତ ସଂଗୃହୀତ ହୋଇଛି । ଏଭଳି କାର୍ଯ୍ୟକୁ ସାମାଜିକ ବ୍ୟକ୍ତି ମାନେ ରକ୍ତ ଦାତାଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି ।
ରିପୋର୍ଟ : ସଞ୍ଜୟ କୁମାର ପଣ୍ଡା