





ନବରଙ୍ଗପୁର (ସମୃଦ୍ଧ ଓଡିଶା)୬୬ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଥ୍ରୋବଲ ଖେଳ ପ୍ରତିଯୋଗିତାର ଉଦଯାପନୀ ଉତ୍ସବରେ ମୂଖ୍ୟ ଅତିଥି ରୂପେ ନବରଙ୍ଗପୁର ସାଂସଦ ରମେଶ ମାଝୀ ଯୋଗଦେଇ କୃତୀ ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରିଥିଲେ ।ଏହି ଉତ୍ସବରେ ସ୍ଥାନୀୟ ବିଧାୟକ ସଦାଶିବ ପ୍ରଧାନୀଙ୍କ ସମେତ ରାଜ୍ୟର ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଛାତ୍ର ଛାତ୍ରୀ ,ଶିକ୍ଷକ ଶିକ୍ଷୟତ୍ରୀ ମାନେ ଯୋଗଦେଇଥିଲେ ।