Category: Berhampur(ଦକ୍ଷିଣାଞ୍ଚଳ ଖବର)

ରାଜ୍ୟସ୍ତରୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଚାମ୍ପିୟନ ହୋଇଥିବା ଗଞ୍ଜାମର ୫୧ ପ୍ରତିଯୋଗୀଙ୍କୁ ସମ୍ବର୍ଦ୍ଧନା…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ସ୍ଥାନୀୟ ବୀର ହନୁମାନ କ୍ଳବ ଠାରେ ଗତ ୧୦-୧୧ ତାରିଖ ଦୁଇଦିନ ଧରି ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ଠାରେ ଅନୁଷ୍ଠିତ ହୋଇଥିବା ରାଜ୍ୟସ୍ତରୀୟ ଭାରୋତ୍ତଳନ ପ୍ରତିଯୋଗିତାରେ

କଂଗ୍ରେସ ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ…

ଛତ୍ରପୁର (ସମୃଦ୍ଧ ଓଡିଶା) ଭାରତ ବର୍ଷ ଏକ ଗଣତାନ୍ତ୍ରିକ ରାଷ୍ଟ୍ର । ଏହି ରାଷ୍ଟ୍ରରେ ଆନ୍ଦୋଳନ କରିବା ବା ସରକାରଙ୍କ ନିକଟରେ ନିଜର ଦାବି ଉପସ୍ଥାପନା କରିବା ସାଧାରଣ ନାଗରିକର

ଏନର୍ଜୀ କ୍ଳବ ପକ୍ଷରୁ ଜାତୀୟ ଶକ୍ତି ସଂରକ୍ଷଣ ଦିବସ ପାଳିତ…

ଛତ୍ରପୁର (ସମୃଦ୍ଧ ଓଡିଶା) ଡୁରା ଗ୍ରାମ ପଞ୍ଚାୟତ ନିକଟରେ ଥିବା ଡୁରା ନ୍ୟାସନାଲ ହାଇସ୍କୁଲରେ ଏନର୍ଜୀ କ୍ଳବ ପକ୍ଷରୁ ଜାତୀୟ ଶକ୍ତି ସଂରକ୍ଷଣ ଦିବସ ପାଳିତ ହୋଇଯାଇଛି । ଏହି

ଛତ୍ରପୁରରେ ନୂତନ ଫିଟନେସ ଜିମ ଉଦଘାଟିତ…

ଛତ୍ରପୁର (ସମୃଦ୍ଧ ଓଡିଶା) ଜିଲ୍ଲାର ସଦର ମହକୁମା ଛତ୍ରପୁର ସହର ସ୍ଥିତ ପଟ୍ଟନାୟକ କଲୋନୀ ଠାରେ ନୂତନ ଭାବେ ଏକ ଫିଟନେସ ଜିମ ଉଦଘାଟିତ ହୋଇଯାଇଛି । ସୂଚନା ଯେ,

ବାଲ୍ୟବିବାହ ମୁକ୍ତ ଜିଲ୍ଲା ଭାବେ ଘୋଷିତ ହେବ ଗଞ୍ଜାମ ଜିଲ୍ଲା, ବାଲ୍ୟ ବିବାହ ହେଉଥିବା ପ୍ରଥମ ସୂଚନା ପ୍ରଦାନ କାରୀଙ୍କୁ ଜିଲ୍ଲା ସ୍ତରରେ ସମ୍ମାନ କରାଯିବ ଓ ଜିଲ୍ଲାର ସମସ୍ତ କାର୍ଯ୍ୟାଳୟ ତମାଖୁ ମୁକ୍ତ ହେବ : ଜିଲ୍ଲାପାଳ…

ଛତ୍ରପୁର (ସମୃଦ୍ଧ ଓଡିଶା) ଗଞ୍ଜାମ ଜିଲ୍ଲାରେ କେହି ବି ଜଣେ ସ୍ୱଳ୍ପ ବୟସରେ ବିବାହ କରିବେ ନାହିଁ । ଗଞ୍ଜାମ ଜିଲ୍ଲା ବାଲ୍ୟ ବିବାହ ମୁକ୍ତ ଜିଲ୍ଲା ଭାବେ ଘୋଷିତ

ଆରମ୍ଭ ହେଲା କଣମଣା ପଞ୍ଚାୟତରୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ…

ଛତ୍ରପୁର (ସମୃଦ୍ଧ ଓଡିଶା) କଣମଣା ପଞ୍ଚାୟତରୁ ଛତ୍ରପୁର ବ୍ଲକ ସ୍ତରୀୟ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ନୂଆ ସ୍ମାର୍ଟ କାର୍ଡ ବିତରଣ କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଯାଇଛି । କଣମଣା ପଞ୍ଚାୟତ

ଦିଗପହଣ୍ଡିରେ ଟାଏକୋଣ୍ଡୋ କଲର ବେଲ୍ଟ ପ୍ରତିଯୋଗିତା ଅନୁଷ୍ଠିତ…

ବ୍ରହ୍ମପୁର/ଦିଗପହଣ୍ଡି (ସମୃଦ୍ଧ ଓଡିଶା) ଦିଗପହଣ୍ଡି ସ୍ଥିତ ବିଚିତ୍ର ବର୍ଣ୍ଣାଳୀ ନାଟ୍ୟ ସଂସଦ ପରିସରରେ ଦିଗପହଣ୍ଡି ଟାଏକୋଣ୍ଡୋ ଏକାଡେମୀ ପକ୍ଷରୁ ୨ୟ କଲର ବେଲ୍ଟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଆଲୋକ

ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ ଆରମ୍ଭ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଗଞ୍ଜାମ ଜିଲ୍ଲା ପାଇଁ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ମୁଖ୍ୟମନ୍ତ୍ରୀ ବିଶ୍ୱବନ୍ଦନୀୟା ମା’ ତାରାତାରିଣୀ ପୀଠ ସ୍ଥଳରୁ ଶୁଭାରମ୍ଭ କରିବା

ପୁରାତନ ଶିକ୍ଷା ଅନୁଷ୍ଠାନ ମହେନ୍ଦ୍ରଗିରି ପୌର ଉଚ୍ଚ ବିଦ୍ୟାଳୟରେ ସ୍ୱର୍ଣ୍ଣ ଜୟନ୍ତୀ ମହୋତ୍ସବ ପାଳିତ…

ଗଜପତି/ପାରଳାଖେମୁଣ୍ଡି (ସମୃଦ୍ଧ ଓଡିଶା) ପାରଳା ସହରର ବହୁ ପୁରାତନ ଶିକ୍ଷା ଅନୁଷ୍ଠାନ ମହେନ୍ଦ୍ରଗିରି ପୈାର ସରକାରୀ ଉଚ୍ଚ ବିଦ୍ୟାଳୟରେ ସ୍ୱର୍ଣ୍ଣ ଜୟନ୍ତୀ ମହୋତ୍ସବ ପାଳିତ ହୋଇଯାଇଛି । ଏଥିରେ ସମ୍ମାନିତ

ବାଚସ୍ପତି ସମ୍ବର୍ଦ୍ଧନା କଲେ ସମବାୟବିତ କମିଟି ବୃନ୍ଦଙ୍କୁ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସମବାୟବିତ କମିଟି ବୃନ୍ଦଙ୍କୁ ସମ୍ବର୍ଦ୍ଧନା କରିଛନ୍ତି l ସୂଚନା ଯେ, ଓଡିଶା ବିଧାନ ସଭା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଗଞ୍ଜାମ ପାଇଁ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗଞ୍ଜାମ ଗସ୍ତରେ ଯାଇ ମା ତାରାତାରିଣୀଙ୍କ ପବିତ୍ର ପୀଠରୁ ଜିଲ୍ଲା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ

ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିନାୟକ ଆଚାର୍ଯ୍ୟଙ୍କ ଶ୍ରାଦ୍ଧବାର୍ଷିକୀ ପାଳିତ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଟେକ୍ନୋ ଅଫିସ କୋର୍ଟ ଟେକା ପରିସରରେ ଗଂଜାମ ଜିଲ୍ଲାର ବରପୁତ୍ର ବିନାୟକ ଆଚାର୍ଯ୍ୟଙ୍କ ୩୮ତମ ଶ୍ରାଦ୍ଧ ଦିବସ ଗଞ୍ଜାମ ଜିଲ୍ଲା ବିକାଶ ମଞ୍ଚ ତରଫରୁ ପାଳିତ

କୃଷକ ଆନ୍ଦୋଳନର ଐତିହାସିକ ବିଜୟ ଉତ୍ସବ ପାଳିତ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ସଂଯୁକ୍ତ କୃଷକ ମୋର୍ଚ୍ଚା ଗଞ୍ଜାମ ପକ୍ଷରୁ ଗତକାଲି ବ୍ରହ୍ମପୁର ଠାରେ ବିଜୟ ଉତ୍ସବ ପାଳିତ ହୋଇଯାଇଛି । ଏକ ଦୀର୍ଘ ମିଆଦୀ, ଶାନ୍ତିପୂର୍ଣ୍ଣ, ଗଣତାନ୍ତ୍ରିକ ଏବଂ

ଗଞ୍ଜାମ ଓ ଗଜପତି ଜିଲ୍ଲା ସମବାୟବିତ ସମ୍ମିଳନୀ ଅନୁଷ୍ଠିତ : ନବ ନିଯୁକ୍ତ ପଦ ପଦବୀଙ୍କୁ ସମ୍ବର୍ଦ୍ଧନା…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ତରାତାରିଣୀ ପିଠରେ ଗଞ୍ଜାମ ଓ ଗଜପତି ଜିଲ୍ଲା ସମବାୟବିତ ସମ୍ମିଳନୀ ଗତ ମଙ୍ଗଳବାର ଦିନ ଅନୁଷ୍ଠିତ ହୋଇଯାଇଛି l ଏଥିରେ ସର୍ବ ସମ୍ମତି କ୍ରମେ ଏକ

ଗଞ୍ଜାମ ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଆସନ୍ତାକାଲି ଗଞ୍ଜାମ ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ । ସୂଚନା ଯେ, ଗଞ୍ଜାମ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ପରିଦର୍ଶନ ନୂତନ ପ୍ରକଳ୍ପର ଶିଳାନ୍ୟାସ ଓ ଆନୁଷ୍ଠାନିକ

ପ୍ରକାଶ ପାଇଲା ବ୍ରହ୍ମପୁର ମହାନଗର ନିଗମ ୱାର୍ଡ ସଂରକ୍ଷଣ ତାଲିକା…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଗତକାଲି ରାଜ୍ୟ ସରକାରଙ୍କ ନଗର ଉନ୍ନୟନ ବିଭାଗ ପକ୍ଷରୁ ବ୍ରହ୍ମପୁର ମହାନଗର ନିଗମ ପାଇଁ ଚିଠା ସଂରକ୍ଷଣ ଓ ୱାର୍ଡ ପୂନର୍ଗଠନ ତାଲିକା ପ୍ରକାଶ କରାଯାଇଛି

ଡ୍ରେନେଜ ସମସ୍ୟାର ସମାଧାନ ପାଇଁ ପରିଦର୍ଶନ କଲେ କାର୍ଯ୍ୟନିର୍ବାହୀ ଅଧିକାରୀ…

ଛତ୍ରପୁର (ସମୃଦ୍ଧ ଓଡିଶା) ଗତକାଲି ଛତ୍ରପୁର ଏନଏସିର ୧୨ ଓ ୧୩ ନମ୍ବର ୱାର୍ଡରେ ଉପୁଜିଥିବା ଡ୍ରେନେଜ ସମସ୍ୟାର ସମାଧାନ ପାଇଁ ଛତ୍ରପୁର ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଏନ.ଗଣେଶ ବାବୁ

ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଫସଲର କ୍ଷତିପୂରଣ ଦାବି ନେଇ ଚାଷୀଙ୍କ ବିକ୍ଷୋଭ ପ୍ରଦର୍ଶନ : ତୁରନ୍ତ ଦାବି ପୂରଣ ନହେଲେ ଆନ୍ଦୋଳନର ଚେତାବନୀ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଆଜି ଗଞ୍ଜାମ ଜିଲ୍ଲା ଧରାକୋଟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଅଖିଳ ଭାରତ କିଶାନ୍ ମଜଦୂର ସଭା ପକ୍ଷରୁ ଏକ ବିଶାଳ ଶୋଭାଯାତ୍ରା ଓ ବିକ୍ଷୋଭ ପଦର୍ଶନ

ଛତ୍ରପୁର ନିର୍ବାଚନ ମଣ୍ଡଳୀ କଂଗ୍ରେସ ପକ୍ଷରୁ ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତି ପୂରଣ ପ୍ରଦାନ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ…

ଛତ୍ରପୁର (ସମୃଦ୍ଧ ଓଡିଶା) ଆଜି ଛତ୍ରପୁର ନିର୍ବାଚନ ମଣ୍ଡଳୀ କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବରିଷ୍ଠ ନେତା ତଥା ରାଜ୍ୟ ଅନୂସୁଚିତ ଜାତି ସେଲ ସଂଯୋଜକ ଭାଗୀରଥୀ ବେହେରାଙ୍କ ନେତୃତ୍ଵରେ

ଅନ୍ତଃମହାବିଦ୍ୟାଳୟ ଓଡ଼ିଆ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସିନେଟ ହଲରେ ଆଜି ଅନ୍ତଃମହାବିଦ୍ୟାଳୟ ପଣ୍ଡିତ ନୀଳକଣ୍ଠ ଦାସ ସ୍ମାରକୀ ଓଡ଼ିଆ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ୩ ଦିନିଆ

ସମସ୍ତ ଫସଲର ସଠିକ୍ ତଦନ୍ତ ଓ ଆକଳନ ସହ କ୍ଷତିପୂରଣ ପ୍ରଦାନ ପାଇଁ ଦାବି…

ସାନଖେମୁଣ୍ଡି (ସମୃଦ୍ଧ ଓଡିଶା) ଗତ ଲଘୁଚାପ ଜନିତ ଲଗାଣ ବର୍ଷା ପରେ ଜୱାଦ ବାତ୍ୟା ଜନିତ ବର୍ଷା ଓ ତାପରେ ପୁଣି ବର୍ଷା ଯୋଗୁଁ ଚାଷୀଙ୍କ ଚିନ୍ତା ବଢେଇବା ସହ

ଜଗନ୍ନାଥପ୍ରସାଦ ବ୍ଲକର ଚାଷୀ ପକ୍ଷରୁ ଫସଲ କ୍ଷତିର ତୁରନ୍ତ ଆକଳନ ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ତହସିଲଦାରଙ୍କୁ ଦାବି ପତ୍ର…

ଜଗନ୍ନାଥପ୍ରସାଦ (ସମୃଦ୍ଧ ଓଡିଶା) କ୍ରାନ୍ତିକାରୀ କୃଷକ ସଭା ଜଗନ୍ନାଥପ୍ରସାଦ ବ୍ଳକ କମିଟି ପକ୍ଷରୁ ଅଦିନିଆ ଲଘୁଚାପ ଜନିତ ବର୍ଷାରେ ଜଗନ୍ନାଥପ୍ରସାଦ ବ୍ଲକରେ ଚାଷୀମାନଙ୍କ ଅବସ୍ଥା ଅତି ଦୟନୀୟ ହୋଇଯାଇଛି l

ପୂଜ୍ୟ ପୂଜା ସମିତି ପକ୍ଷରୁ “ସାମାଜିକ ପରିବର୍ତ୍ତନ ଓ ଦେଶ ଗଠନରେ ଆମ୍ବେଦକର” ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଡ଼ଃ. ଭୀମରାଓ ଆମ୍ବେଦକରଙ୍କ ୭୨ତମ ମହାପରିନିର୍ବାଣ ଦିବସରେ ଆଜି ପୂଜ୍ୟ ପୂଜା ସମିତି ପକ୍ଷରୁ ସାମାଜିକ ପରିବର୍ତ୍ତନ ଓ ଦେଶ ଗଠନରେ ଆମ୍ବେଦକର ଶୀର୍ଷକ ଆଲୋଚନାଚକ୍ର

ସିଡିଏସ୍ ଜନେରାଲ୍ ବିପିନ୍ ରାୱତଙ୍କ ଅମର ଆତ୍ମାର ସଦଗତି କାମନା କଲେ କୁଶପଡା ଛାତ୍ରଛାତ୍ରୀ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଦିଗପହଣ୍ଡି ବ୍ଲକ କୁଶପଡା ଗ୍ରାମରେ ଶୋକ ସଭା ଅନୁଷ୍ଠିତ ହୋଇଯାଇଛି । ସିଡିଏସ୍ ଜନେରାଲ୍ ବିପିନ୍ ରାୱତଙ୍କ ଦେହାନ୍ତରେ ଅମର ଆତ୍ମାର ସଦଗତି କାମନା କରିଛନ୍ତି

ହିମାଂଶୁ ପାଢ଼ୀଙ୍କ ପରଲୋକ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ମାସିଆଖାଲି ଗ୍ରାମ ପଞ୍ଚାୟତର କୃପାସିନ୍ଧୁପୁର ଶାସନ ଗ୍ରାମର ବିଜୁ ଜନତା ଦଳର ବରିଷ୍ଠ ସଦସ୍ୟ ତଥା ବର୍ତ୍ତମାନ ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ହିମାଂଶୁ ପାଢ଼ୀ ଭୁବନେଶ୍ୱର

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ଅନ୍ତଃ ମହାବିଦ୍ୟାଳୟ ଓଡ଼ିଆ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ପ୍ରତିଷ୍ଠା ଦିବସ ପାଇଁ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ସମସ୍ତ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ଅନ୍ତଃ ମହାବିଦ୍ୟାଳୟ ଓଡ଼ିଆ ବକ୍ତୃତା ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି

ବିଧାନସଭା ଘେରାଉ ପାଇଁ ପ୍ରସ୍ତୁତ ଛାତ୍ର କଂଗ୍ରେସ : ବିକାଶ ପଶୁପାଳକ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଶିକ୍ଷୟତ୍ରୀ ମମିତା ମେହେରଙ୍କୁ ନ୍ୟାୟ ହତ୍ୟାକାରୀ ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବୀରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ୟାସିର୍ ନୱାଜଙ୍କ ନେତୃତ୍ବରେ ଆସନ୍ତା

ଗଣ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଦାବି ପତ୍ର ପ୍ରଦାନ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦର ମନମୁଖୀ କାର୍ଯ୍ୟ ବିରୁଦ୍ଧରେ ବ୍ରହ୍ମପୁର ଆମ୍ବପୁଆସ୍ଥିତ ଶାଖା କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ର, ଶିକ୍ଷକ, ଅଭିଭାବକ ଓ ବୁଦ୍ଧିଜୀବୀଙ୍କ ମିଳିତ ମଞ୍ଚ

ଦଳିତ ସହାୟକ ପ୍ରତିଷ୍ଠାନ ଆନୁକୂଲ୍ୟରେ ଆମ୍ବେଦକରଙ୍କ ତିରୋଧାନ ଦିବସ ପାଳିତ…

ଛତ୍ରପୁର (ସମୃଦ୍ଧ ଓଡିଶା) ଛତ୍ରପୁରର ଅଗ୍ରଣୀ ସ୍ୱେଚ୍ଛାସେବୀ ସଙ୍ଗଠନ ଦଳିତ ସହାୟକ ପ୍ରତିଷ୍ଠାନ ପକ୍ଷରୁ ଭାରତ ରତ୍ନ ଡଃ ଭି. ଆର. ଆମ୍ବେଦକରଙ୍କ ଜିଲ୍ଲା ସ୍ତରୀୟ ତିରୋଧାନ ଦିବସ ସ୍ଥାନୀୟ

ଫସଲ ହାନୀ ଯୋଗୁଁ ଆତ୍ମହତ୍ୟା କରିଥିବା ଚାଷୀ ପରିବାରକୁ ଭେଟିଲେ କଂଗ୍ରେସ ନେତା ଚନ୍ଦ୍ରଶେଖର ନାଇଡୁ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ତୁରୁବୁଡି ଗ୍ରାମପଞ୍ଚାୟତର ଉଲୁମା ଗାଁର ଆତ୍ମହତ୍ୟା କରିଥିବା ଚାଷୀ କୈଳାସ ଶବରଙ୍କ ପରିବାରକୁ ଭେଟିଲେ ବରିଷ୍ଠ କଂଗ୍ରେସ ନେତା ତଥା ବ୍ରହ୍ମପୁର ଲୋକସଭା ପ୍ରାର୍ଥି ଭି.