Category: Berhampur(ଦକ୍ଷିଣାଞ୍ଚଳ ଖବର)

ୱାନ୍ ଷ୍ଟପ୍ ସେଣ୍ଟର(ସଖୀ)କୁ ମୋ ସରକାରରେ ଅନ୍ତର୍ଭୁକ୍ତ କରାଯାଉ : ଜିଲ୍ଲାପାଳ…

ଛତ୍ରପୁର (ସମୃଦ୍ଧ ଓଡିଶା) ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ମହିଳା ମାନଙ୍କ ଏକକାଳୀନ ସମାଧାନ କେନ୍ଦ୍ର (ୱାନ୍ ଷ୍ଟପ୍ ସେଣ୍ଟର) ସଖୀର ଦ୍ୱିତୀୟ ପରିଚାଳନା ବୈଠକ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ

ସ୍ଥାୟୀ ନିଯୁକ୍ତି ଦାବୀରେ ଟିସିପିଏଲ ମୁଖ୍ୟ ଫାଟକ ସମ୍ମୁଖରେ ଧାରଣା…

ଛତ୍ରପୁର (ସମୃଦ୍ଧ ଓଡିଶା) ସ୍ଥାୟୀ ନିଯୁକ୍ତି ଦାବି ନେଇ ଗତ ଅଗଷ୍ଟ ୧୦ ତାରିଖ ଠାରୁ ଟାଟା ବିସ୍ଥାପିତ ଓ କ୍ଷତିଗ୍ରସ୍ତ ଶିକ୍ଷିତ ଯୁବକ ଓ ଯୁବତୀମାନଙ୍କ ଆନ୍ଦୋଳନ ଜାରି

ପଛୁଆବର୍ଗ ଜାତିଭିତ୍ତିକ ଜନଗଣନା କରିବାକୁ ଦାବି…

ଛତ୍ରପୁର (ସମୃଦ୍ଧ ଓଡିଶା) ଭାରତ ସରକାରଙ୍କ ଦ୍ୱାରା ଅନୁଷ୍ଠିତ ହେବାକୁ ଥିବା ‘ଜନଗଣନା ୨୦୨୧’ରେ (ଓବିସି) ଅନ୍ୟାନ୍ୟ ପଛୁଆ ବର୍ଗ ସହ ଜାତି ଭିତ୍ତିକ ଜନଗଣନାକୁ ଅନ୍ତର୍ଭୁକ୍ତ କରାଯିବା ନିମନ୍ତେ

କଂଗ୍ରେସର କର୍ମୀ ସମ୍ମିଳନୀ ଅନୁଷ୍ଠିତ…

ପାରଳାଖେମୁଣ୍ଡି (ସମୃଦ୍ଧ ଓଡିଶା) ଗଜପତି ଜିଲ୍ଲାର ନୂଆଗଡ ବ୍ଲକରେ କଂଗ୍ରେସର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୋହନା ବିଧାୟକ ଦାଶରଥି ଗମାଙ୍ଗ ସମେତ କଂଗ୍ରେସ କୃଷି

ଦାୟିତ୍ୱ ଗ୍ରହଣ କଲେ ଅନସ୍ଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ…

ଛତ୍ରପୁର (ସମୃଦ୍ଧ ଓଡିଶା) ସ୍ଥାନୀୟ ଅନସ୍ଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଭାବେ ଶନିବାର ବିଜୟଲକ୍ଷ୍ମୀ ପାଣିଗ୍ରାହୀ ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ପୂର୍ବରୁ ପ୍ରତାପପୁର ସ୍ଥିତ

ଶିକ୍ଷୟିତ୍ରୀଙ୍କ ଶହେ ଶହେରେ ଖେଳ…

ସୋରଡ଼ା (ସମୃଦ୍ଧ ଓଡିଶା) ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ଅନ୍ତର୍ଗତ ପାଟପୁର ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟରତ ଥିଲେ ଶାନ୍ତିଲତା ସେଠୀ । ମିଥ୍ୟା ଜାତିଗତ ପ୍ରମାଣପତ୍ର ଦେଇ

ଇ-ଫାଇଲିଂଗ କର୍ମଶାଳା ଅନୁଷ୍ଠିତ…

ଛତ୍ରପୁର (ସମୃଦ୍ଧ ଓଡିଶା) ଦକ୍ଷିଣାଞ୍ଚଳ ରାଜସ୍ବ କମିଶନରଙ୍କ ସମ୍ମିଳନୀ କକ୍ଷଠାରେ ଶନିବାର ଇ-ଫାଇଲିଂଗ, ଇ-ପେମେଣ୍ଟ ବ୍ୟବସ୍ଥା ସମ୍ପର୍କିତ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି I ମାନ୍ୟବର ଓଡିଶା ହାଇକୋର୍ଟ ମୁଖ୍ୟ

ପାରଳା ପ୍ରସିଦ୍ଧ ଜଗନ୍ନାଥ ମନ୍ଦିର : ନବୀକରଣ କାର୍ଯ୍ୟର ପ୍ରଥମ ପର୍ଯ୍ୟାୟ ଶେଷ…

ପାରଳାଖେମୁଣ୍ଡି (ସମୃଦ୍ଧ ଓଡିଶା) ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ପାରଳା ମହାରାଜା ଅମଳର ପୁରାତନ ଜଗନ୍ନାଥ ମନ୍ଦିରର ନବୀକରଣ କାର୍ଯ୍ୟର ପ୍ରଥମ ପର୍ଯ୍ୟାୟର କାର୍ଯ୍ୟ ଶେଷ ସପାନରେ

ମାର୍କେଟ କମ୍ପ୍ଲେକ୍ସ କୋଠାର ଭିତ୍ତିଭୂମିର ନିର୍ମାଣ ମରାମତି ଅଗ୍ରଗତି ସମ୍ପର୍କରେ ଅନୁଧ୍ୟାନ କଲେ ବିଡିଏ କର୍ତ୍ତୃପକ୍ଷ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ତତ୍କାଳୀନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ସମୟରେ ବ୍ରହ୍ମପୁର, ଛତ୍ରପୁର, ଗୋପାଳପୁର ସହରାଞ୍ଚଳକୁ ନେଇ ବ୍ରହ୍ମପୁର ଉନ୍ନୟନ କତ୍ତୃପକ୍ଷ ବା’ ବିଡିଏ ଗଠନ ହୋଇଥିଲା । ଏହି

ପାୟୋନିୟର ସମ୍ପାଦକ ଡ଼. ଚନ୍ଦନ ମିତ୍ରଙ୍କ ବିୟୋଗରେ ଇଣ୍ଡିଆନ ମିଡିଆ ସେଣ୍ଟର ପକ୍ଷରୁ ଶୋକ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ପାୟୋନିୟର ସମ୍ପାଦକ ତଥା ପୂର୍ବତନ ରାଜ୍ୟସଭା ସାଂସଦ ଡକ୍ଟର ଚନ୍ଦନ ମିତ୍ରଙ୍କ ବୁଧବାର ବିଳମ୍ବିତ ରାତିରେ ପରଲୋକ ଘଟିଛି । ସେ ପାୟୋନିୟର ସମ୍ପାଦକ ଭାବେ

ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ସ୍ୱାୟତ୍ତ ଶାସନ ଦିବସ ପାଳିତ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ସ୍ୱାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି । ବିଏମସି କାର୍ଯ୍ୟାଳୟ ପରିସରରେ ପତାକା ଉତ୍ତୋଳନ କରଯାଇଥିଲା । ବିଏମସି ପକ୍ଷରୁ

ଗାଁ ସାଥି ସଂଘ ପକ୍ଷରୁ ବିଭିନ୍ନ ଦାବିରେ ଗଞ୍ଜାମ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରାଉ…

ଛତ୍ରପୁର (ସମୃଦ୍ଧ ଓଡିଶା) ମନରେଗାରେ କାର୍ଯ୍ୟରତ ଗାଁ ସାଥୀ (ମେଟ୍‌) ମାନେ ବିଭିନ୍ନ ଦାବି ନେଇ ଗତକାଲି ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି । ଗାଁ ସାଥୀ (ମେଟ୍‌)

ଲକ୍ଷ୍ମୀ ନାରାୟଣ ମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ସ୍ଥାନୀୟ ଦେଶବେହେରା ସାହିରେ ବିଜେ ପୁରାତନ ଲକ୍ଷ୍ମୀ ନାରାୟଣ ମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ମନ୍ଦିର ମୁଖ୍ୟ ମହନ୍ତ ଅନିରୁଦ୍ଧ

ଓଭରବ୍ରିଜ ହେବା ଯାଏଁ କଡା ଟ୍ରାଫିକ ସୁରକ୍ଷା ବ୍ୟବସ୍ଥା ପାଇଁ ଦାବୀ…

ଛତ୍ରପୁର (ସମୃଦ୍ଧ ଓଡିଶା) ଓଭରବ୍ରିଜ ହେବା ଯାଏଁ କଡା ଟ୍ରାଫିକ ସୁରକ୍ଷା ବ୍ୟବସ୍ଥା ପାଇଁ ଦାବୀ କରାଯାଇଥିବା ଜଣାପଡିଛି । ସୂଚନା ଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲାର ସଦରମହକୁମା ଛତ୍ରପୁର

ମ୍ୟୁନିସିପାଲିଟିରେ ପରିଣତ ହେବ ଛତ୍ରପୁର ଏନଏସି…

ଛତ୍ରପୁର (ସମୃଦ୍ଧ ଓଡିଶା) ଛତ୍ରପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଅବା ଏନଏସିକୁ ମ୍ୟୁନିସିପାଲିଟିରେ ପରିଣତ କରିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଆବଶ୍ୟକୀୟ ଦସ୍ତାବିଜ ରାଜ୍ୟ ସରକାରଙ୍କ ନିକଟକୁ ପଠାଯାଇଛି ।

ଅଖିଳ ଭାରତ କୃଷକ ସଂଘର୍ଷ ସମନ୍ୱୟ ସମିତି ପକ୍ଷରୁ ଆନ୍ଦୋଳନକାରି କୃଷକଙ୍କ ଉପରେ ଆକ୍ରମଣର ପ୍ରତିବାଦରେ ବିକ୍ଷୋଭ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଆନ୍ଦୋଳନ କାରି କୃଷକ ଉପରେ ହରିୟାନା ବିଜେପି ସରକାରର ଦମନ ଓ ହତ୍ୟା ବିରୋଧରେ ପ୍ରତିବାଦ କରି ଆଜି ଅଖିଳ ଭାରତ କୃଷକ ସଂଘର୍ଷ ସମନ୍ୱୟ

ବିଶୁଦ୍ଧ ପାନୀୟ ଜଳ ଯୋଗାଣ ଓ ଟ୍ରାଫିକ ପୋଲିସ୍ ମୃତୟନ ନିମନ୍ତେ ଦାବି ପତ୍ର ପ୍ରଦାନ…

ଛତ୍ରପୁର (ସମୃଦ୍ଧ ଓଡିଶା) ଛତ୍ରପୁର ଏନଏସିର ୧୪ ନମ୍ବର ୱାର୍ଡ ଆରପିଲାଇନ ଓ ନୂଆ ପୋଲିସ୍ ଲାଇନରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣର ସୁବ୍ୟବସ୍ଥା କରିବା ଓ ସହରର ଡିଆରଡିଏ

ନୂଆଁଗଡ଼ରେ ଜନ୍ମାଷ୍ଟମୀ ପାଳିତ…

ବେଗୁନିଆପଡା (ସମୃଦ୍ଧ ଓଡିଶା) ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ଅଙ୍ଗାରଗାଁ ପଞ୍ଚାୟତର ନୂଆଁଗଡ଼ ଗ୍ରାମରେ ଗୋପାଳ ସମାଜ ପକ୍ଷରୁ ପ୍ରତିବର୍ଷ ଭଳି ଏ ବର୍ଷ ମଧ୍ୟ ପବିତ୍ର ଜନ୍ମାଷ୍ଟମୀ

ରମ୍ଭା ଥାନାର ନୂତନ କୋଠା ଉଦଘାଟିତ…

ଛତ୍ରପୁର/ରମ୍ଭା (ସମୃଦ୍ଧ ଓଡିଶା) ଗଞ୍ଜାମ ପୋଲିସ ଜିଲ୍ଲାର ରମ୍ଭା ସହରରେ ରହିଥିବା ରମ୍ଭା ଥାନାର ନୂତନ କୋଠା ଗତକାଲି ଉଦଘାଟିତ ହୋଇଯାଇଛି । ଏହି କୋଠାକୁ ଉଦଘାଟନ କରିଛନ୍ତି ରାଜ୍ୟ

ଜନ୍ମାଷ୍ଟମୀ ପର୍ବ ବ୍ରହ୍ମାକୁମାରୀ ସଂସ୍ଥାନ ପକ୍ଷରୁ ପାଳିତ…

ଛତ୍ରପୁର (ସମୃଦ୍ଧ ଓଡିଶା) ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ବରୀୟ ବିଶ୍ୱବିଦ୍ୟାଳୟ ଛତ୍ରପୁର ଶାଖା ଶାନ୍ତି ଅନୁଭୂତି ଭବନ ଆନୁକୂଲ୍ୟରେ ପବିତ୍ର ଜନ୍ମାଷ୍ଟମୀ ପର୍ବ ପାଳିତ ହୋଇଯାଇଛି । ଆଶ୍ରମ ସମ୍ବନ୍ଧିତ କୁନିଭାଇ

ହିଞ୍ଜିଳିର ସମସ୍ତ ୫୦ଟି ରୂପାନ୍ତରିତ ସରକାରୀ ସ୍କୁଲ ଲୋକାର୍ପିତ…

ହିଞ୍ଜିଳିକାଟୁ (ସମୃଦ୍ଧ ଓଡିଶା) 5T କାର୍ଯ୍ୟକ୍ରମର ହିଞ୍ଜିଳିର ସମସ୍ତ ୫୦ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି । ଆଜି ପଞ୍ଚମ ଓ ଶେଷ ପର୍ଯ୍ୟାୟରେ ସେ

ନୂତନ ଥାନା ଉଦଘାଟନ କଲେ ପୋଲିସ ଡିଜିପି…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ବ୍ରହ୍ମପୁର ଜିଲ୍ଲା ପୋଲିସର ଫାଣ୍ଡି ସମତେ ଗୋଷଣିନୂଆଗାଁ ଥାନାର ନୂତନ କୋଠାର ଉଦଘାଟନ କରିଛନ୍ତି । ଏଥିରେ ମୁଖ୍ୟ ଅତିଥି

ବନ୍ଧୁତ୍ୱପୂର୍ଣ୍ଣ ହକି ମ୍ୟାଚ ଅନୁଷ୍ଠିତ…

ଛତ୍ରପୁର (ସମୃଦ୍ଧ ଓଡିଶା) ଜାତୀୟ କ୍ରୀଡା ଦିବସ ଅବସରରେ ଗଞ୍ଜାମ ଜିଲ୍ଲା ମହକୁମା ଛତ୍ରପୁର ଷ୍ଟାଡିୟମ ଠାରେ ଆଞ୍ଚଳିକ ହକି ସଂଘ ପକ୍ଷରୁ ଏକ ବନ୍ଧୁତ୍ୱପୂର୍ଣ୍ଣ ହକି ମ୍ୟାଚ୍ ଅନୁଷ୍ଠିତ

ଇଣ୍ଟରନେସନାଲ ଟୁରିଜମ ଫିଲ୍ମ ଫେଷ୍ଟିବାଲରେ ବ୍ରହ୍ମପୁରର କଣ୍ଢେଇ ଯାତ୍ରା…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ବ୍ରହ୍ମପୁର ସହରର ତିନି ଶହ ବର୍ଷର ଏକ ସଂସ୍କୃତି ବିଭବ ସମ୍ପର୍ଣ୍ଣ ସମୃଦ୍ଧ ପରମ୍ପରାକୁ ନେଇ କଣ୍ଢେଇ ଯାତ୍ରା ନାମରେ ପରିକଳ୍ପିତ ଏକ କ୍ଷୁଦ୍ର ଡକୁମେଣ୍ଟାରୀ

ଗୋପାଳପୁର ବନ୍ଦର ପକ୍ଷରୁ ଉଦଘାଟିତ ହେଲା ବିଶୁଦ୍ଧ ପାନୀୟ ଏଟିଏମ ଓ ଶିଶୁ ଉଦ୍ୟାନ…

ଛତ୍ରପୁର (ସମୃଦ୍ଧ ଓଡିଶା) ଗୋପାଳପୁର ବନ୍ଦର ପକ୍ଷରୁ ଛତ୍ରପୁର ବ୍ଲକ ଅନ୍ତର୍ଗତ କଣମଣା ପଞ୍ଚାୟତର ଟାକିରିଆ ବ୍ରହ୍ମପୁର ଠାରେ ଏକ ବିଶୁଦ୍ଧ ପାନୀୟ ଏଟିଏମ ଓ ଆର୍ଯ୍ୟପଲ୍ଲୀ ପ୍ରାଥମିକ ବିଦ୍ୟାଳୟ

ରାଜ୍ୟର ଅଗ୍ରଣୀ ସ୍ଵେଚ୍ଛାସେବୀ ଅନୁଷ୍ଠାନ ଅରୁଣା ପକ୍ଷରୁ ପିତମାତା ବିହୀନ ଶିଶୁଙ୍କୁ ରାସନ ବାସ୍କେଟ ବଣ୍ଟନ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ରାଜ୍ୟର ଅଗ୍ରଣୀ ସ୍ଵେଚ୍ଛାସେବୀ ଅନୁଷ୍ଠାନ ଅରୁଣା ପକ୍ଷରୁ ଆଜି ଇଞ୍ଜିନିୟରିଙ୍ଗ ସ୍କୁଲ ନିକଟ ରାଜସ୍ୱ ଡାକ ବଙ୍ଗଳାରେ ବ୍ରହ୍ମପୁର ମହାନଗର ନିଗମର ୧୨୨ଜଣ ପିତମାତା ବିହୀନ

କୁଇନ ଅଫ ଦି ମିଶନସ ହାଇସ୍କୁଲର ୧୯୮୩ ମେଟ୍ରିକ୍ ବେଚ ପିଲାଙ୍କର ବୈଠକ ଅନୁଷ୍ଠିତ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଆଜି ବ୍ରହ୍ମପୁରରେ ଥିବା କୁଇନ ଅଫ ଦି ମିଶନସ ହାଇସ୍କୁଲର ୧୯୮୩ ମେଟ୍ରିକ୍ (ସିନିଅର)ବେଚ ପିଲାମାନଙ୍କର ଏକ ବୈଠକ ବାବାଜୀ ତୋଟା ସାହୀରେ ଅନୁଷ୍ଠିତ ହୋଇଯାଇଛି

ସଫେଇ କର୍ମଚାରୀ ସଂଘର ବୈଠକ ଅନୁଷ୍ଠିତ…

ଛତ୍ରପୁର (ସମୃଦ୍ଧ ଓଡିଶା) ଆଜି ଛତ୍ରପୁର ଏନଏସି ଡକ୍ଟର ଭିମ ରାଓ ଆମ୍ବେଦକର ସଫେଇ କର୍ମଚାରୀ ସଂଘର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସଂଘର କର୍ମକର୍ତ୍ତା

ଆମ ଆଦମୀ ପାର୍ଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ସ୍ଥାନୀୟ ଟାଟା ପାୱାର ଦକ୍ଷିଣ ଓଡିଶା କାର୍ଯ୍ୟାଳୟ ସମ୍ମୁଖରେ ଆମ୍ ଆଦମୀ ପାର୍ଟି ତରଫରୁ ସାଉଥକୋ ଅଧିନରେ କାର୍ଯ୍ୟରତ ଆଉଟସୋର୍ସ ବିଜୁଳି କର୍ମଚାରୀଙ୍କ ଆନ୍ଦୋଳନକୁ ସମର୍ଥନ