Category: Berhampur(ଦକ୍ଷିଣାଞ୍ଚଳ ଖବର)

ଆକାଶରେ ଉଡିଲା କାର !…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଇଞ୍ଜିନିୟର୍ ଏବଂ ବୈଜ୍ଞାନିକମାନଙ୍କ କୃତିତ୍ୱକୁ ସ୍ମରଣୀୟ କରିବା ପାଇଁ ଆଜି ସାରା ଦେଶରେ ଜାତୀୟ ବୈଷୟିକ ଜ୍ଞାନ କୌଶଳ ଦିବସ ପାଳନ କରାଯାଉଥିବାରୁ ଓଡିଶା ସରକାରଙ୍କ

କୋଭିଡ ଚିକିତ୍ସିତଙ୍କ ସ୍ୱାସ୍ଥ୍ୟବସ୍ତା ସମ୍ପର୍କରେ ଭିଡିଓ କଲ୍ ମାଧ୍ୟମରେ ପଚାରି ବୁଝିଲେ ଜିଲ୍ଲାପାଳ…

ଛତ୍ରପୁର (ସମୃଦ୍ଧ ଓଡିଶା) କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉଛି । ଜିଲ୍ଲାରେ ଆକ୍ରାନ୍ତ ମାନଙ୍କୁ ଚିହ୍ନଟ

ୟାସକୁ ନେଇ ମତ୍ସ୍ୟଜିବୀଙ୍କୁ ସଚେତନ କରାଇଲା ଆର୍ଯ୍ୟପଲ୍ଲୀ ସାମୁଦ୍ରିକ ଥାନା ପୋଲିସ…

ଛତ୍ରପୁର (ସମୃଦ୍ଧ ଓଡିଶା) ବର୍ତ୍ତମାନ ମହାମାରୀ କରୋନା ଭୁତାଣୁ ସଂକ୍ରମଣର ଆତଙ୍କରେ ଲୋକମାନେ ଭୟଭୀତ ହୋଇ ରହିଥିବା ବେଳେ ପୁଣି ୟାସ ଭୟଭୀତ କରାଉଛି । ତଥାପି ସମ୍ଭାବ୍ୟ ବାତ୍ୟା

ଅବକରୀ ବିଭାଗ ଓ ତହସିଲଦାରଙ୍କ ମିଳିତ ଚଢ଼ାଉରେ ଗଞ୍ଜେଇ ବୋଝେଇ ଟ୍ରାକ୍ଟର ଜବତ…

ଛତ୍ରପୁର (ସମୃଦ୍ଧ ଓଡିଶା) ଗଞ୍ଜାମ ଜିଲ୍ଲା କୋଦଳା ଥାନା ଅନ୍ତର୍ଗତ କଞ୍ଚଣା ଛକରେ ଏକ ଗଞ୍ଜେଇ ବୋଝେଇ ଟ୍ରାକ୍ଟର ଜବତ ହୋଇଥିବା ଜଣାପଡିଛି । ସୂଚନା ଯୋଗ୍ୟ ଯେ, ଛତ୍ରପୁର

ବିଭିନ୍ନ ଥାନା ଅଞ୍ଚଳରେ ଯାଞ୍ଚ : ୨ ଲକ୍ଷ ୨୩ ହଜାର ୫ ଶହ ଟଙ୍କା ଜରିମାନା ଆଦାୟ…

ଛତ୍ରପୁର (ସମୃଦ୍ଧ ଓଡିଶା) ଗଞ୍ଜାମ ପୋଲିସ୍ ଜିଲ୍ଲାର ବିଭିନ୍ନ ଥାନା ଅଞ୍ଚଳରେ ଯାଞ୍ଚ କରାଯାଇଥିବା ଜଣାପଡିଛି । ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ବିନା ମାସ୍କ ଧାରୀ,

ଜୈବ ବିବିଧତା ଦିବସ ପାଳନ ଅବସରରେ ପରିବେଶ ସୁରକ୍ଷା ସମ୍ପର୍କିତ ଆଲୋଚନା ଚକ୍ର ଅନୁଷ୍ଠିତ…

ଛତ୍ରପୁର (ସମୃଦ୍ଧ ଓଡିଶା) ଜୈବ ବିବିଧତା ଦିବସ ପାଳନ ଅବସରରେ ପରିବେଶ ସୁରକ୍ଷା ସମ୍ପର୍କିତ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି I ସୂଚନା ଯୋଗ୍ୟ ଯେ, କରୋନା ମହାମାରୀର ଯନ୍ତ୍ରଣା

କୋଭିଡ୍ -୧୯ ପରିଚାଳନା ଏବଂ ସମ୍ଭାବ୍ୟ ବାତ୍ୟା ୟସର ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ…

ଛତ୍ରପୁର (ସମୃଦ୍ଧ ଓଡିଶା) ଜିଲ୍ଲାରେ କୋଭିଡ୍ – ୧୯ର ପରିଚାଳନା ଏବଂ ସମ୍ଭାବ୍ୟ ବାତ୍ୟାର ମୁକାବିଲା ନିମନ୍ତେ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି

କଂଗ୍ରେସ ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ପାଳିତ…

ଦିଗପହଣ୍ଡି (ସମୃଦ୍ଧ ଓଡିଶା) କଂଗ୍ରେସ ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି । ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସକୁ ଅଖିଳ ଭାରତ

କଂଗ୍ରେସ ପକ୍ଷରୁ ରାଜୀବ ଗାନ୍ଧୀଙ୍କ ବଳିଦାନ ଦିବସରେ ଅସହାୟଙ୍କୁ ଶୁଖିଲା ଖାଦ୍ୟ ସାମଗ୍ରୀ ବଣ୍ଟନ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଆଜି ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତ ରତ୍ନ ରାଜୀବ ଗାନ୍ଧୀଙ୍କ ବଳିଦାନ ଦିବସ । ଏହି ଅବସରରେ ବ୍ରହ୍ମପୁର ନଗର କଂଗ୍ରେସ ପକ୍ଷରୁ ରିଲିଫ

ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଜିଲ୍ଲାପାଳଙ୍କ ପ୍ରସ୍ତୁତି ବୈଠକ ଅନୁଷ୍ଠିତ…

ଛତ୍ରପୁର (ସମୃଦ୍ଧ ଓଡିଶା) ଆସନ୍ତା ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ଏନେଇ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ

ଅକ୍ସିଜେନ ପ୍ଲାଣ୍ଟ ସ୍ଥାପନ ପାଇଁ ଜାଗା ଚିହ୍ନଟ କଲେ ଜିଲ୍ଲାପାଳ…

ଛତ୍ରପୁର (ସମୃଦ୍ଧ ଓଡିଶା) ବ୍ରହ୍ମପୁର ପରେ ଛତ୍ରପୁରରେ ଅକ୍ସିଜେନ ପ୍ଲାଣ୍ଟ ସ୍ଥାପନ ଲାଗି ଜାଗା ଚିହ୍ନଟ କରିବା ପାଇଁ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଚିଠି ଆସିବା ପରେ

ଏମକେସିଜି ମେଡିକାଲରେ ତରଳ ମେଡିକାଲ ଅମ୍ଳଜାନ ପ୍ଲାଣ୍ଟ ସ୍ଥାପନ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଆଜି ଭର୍ଚୁଆଲ ପ୍ଲାଟଫର୍ମରେ ଏମ.କେ.ସି.ଜି ମେଡିକାଲ କଲେଜ ଏବଂ ହସପିଟାଲରେ ଏକ ତରଳ ମେଡିକାଲ ଅମ୍ଳଜାନ ପ୍ଲାଣ୍ଟ ସ୍ଥାପନ କରାଯାଇଛି ଏହାକୁ ମୁଖ୍ୟମନ୍ତ୍ରୀ ଉଦଘାଟନ କରିଛନ୍ତି

ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଖାଦ୍ୟ ସାମଗ୍ରୀ ବଣ୍ଟନ…

ଛତ୍ରପୁର (ସମୃଦ୍ଧ ଓଡିଶା) ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଛତ୍ରପୁର ସହରାଞ୍ଚଳରେ ଚିହ୍ନଟ ହୋଇଥିବା ଅସହାୟ, ଗରୀବ ଓ ଭୋକିଲା ଲୋକମାନଙ୍କୁ ଶୁଖିଲା ଖାଦ୍ୟ ଓ ରାଶନ ସାମଗ୍ରୀ

ବାଇକ ସହ ଗଞ୍ଜେଇ ଜବତ : ଜଣେ ଗିରଫ…

କନ୍ଧମାଳ (ସମୃଦ୍ଧ ଓଡିଶା) ବର୍ତ୍ତମାନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ଯୋଗୁଁ ଲକ୍ ଡାଉନ୍ ଚାଲିଥିବା ବେଳେ ଜିଲ୍ଲାର ବିଭିନ୍ନ ଛକ ମାନଙ୍କରେ ପୋଲିସ ଚେକିଂ ମଧ୍ୟ କଡ଼ାକଡ଼ି ଚାଲିଛି

ପାନୀୟ ଜଳ ଅଭାବକୁ ନେଇ ତୀବ୍ର ଅସନ୍ତୋଷ ଗ୍ରାମବାସୀ…

ଛତ୍ରପୁର (ସମୃଦ୍ଧ ଓଡିଶା) ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମରେ ପୁଣି ପାନୀୟ ଜଳ ଅଭାବକୁ ନେଇ ତୀବ୍ର ଅସନ୍ତୋଷ ଦେଖାଦେଇଛି । ବଡମାଧପୁର ଗ୍ରାମର ବଡକେଉଟସାହିକୁ ଦୀର୍ଘ ଚାରି

ପୁଣି ଥରେ ମାନବିକତା ଦେଖାଇଲେ ବିଧାୟକ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ପୁଣି ଥରେ ମାନବିକତା ଦେଖାଇଲେ ବ୍ରହ୍ମପୁର ବିଧାୟକ । ଏକ ଅସହାୟ ଅବିବାହିତା ମହିଳା ସନ୍ଧ୍ୟାରାଣୀ ପଟନାୟକ କିଛି ଦିନ ତଳେ ମନ୍ଦିର ବାହାରେ ଦୀପ

ବିବାହ ଆୟୋଜନ କଲେ ପରିବାର ସଦସ୍ୟଙ୍କ ହେବ କରୋନା ଟେଷ୍ଟ, ରିପୋର୍ଟ ପଜିଟିଭ୍ ଆସିଲେ ମିଳିବନି ଅନୁମତି : ଜିଲ୍ଲାପାଳ…

ଛତ୍ରପୁର (ସମୃଦ୍ଧ ଓଡିଶା) କରୋନା ସଂକ୍ରମଣ ବଢ଼ୁଥିବାରୁ କଟକଣା ମଧ୍ୟରେ ବିବାହ କାର୍ଯ୍ୟକ୍ରମ ଆୟୋଜନ କରିବାକୁ ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି । ବିବାହରେ ୫୦ ଲୋକ ଏକାଠି ହୋଇପାରିବେ

ଟାଟା ହାଇଟେକ କୋଭିଡ ହସ୍ପିଟାଲରେ ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ବିଧାୟକ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଆଜି ଟାଟା ହାଇଟେକ କୋଭିଡ ହସ୍ପିଟାଲରେ ଏକ ଅତ୍ୟାଧୁନିକ ଆମ୍ବୁଲାନ୍ସ ସେବାର ଶୁଭାରମ୍ଭ ହୋଇଛି । ଏହି ଅତ୍ୟାଧୁନିକ ଆମ୍ବୁଲାନ୍ସ ସେବାକୁ ବ୍ରହ୍ମପୁର ବିଧାୟକ ବିକ୍ରମ

ଆର୍ଯ୍ୟପଲ୍ଲୀ ମେରାଇନରେ ନୂତନ ଥାନା ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ପ୍ରଭାତ ବେହେରା…

ବ୍ରହ୍ମପୁର  (ସମୃଦ୍ଧ ଓଡିଶା) ଗୋପାଳପୁର ବନ୍ଦର ସ୍ଥିତ ଆର୍ଯ୍ୟପଲ୍ଲୀ ସାମୁଦ୍ରିକ ଥାନାରେ ନୂତନ ଥାନା ଅଧିକାରୀ ଭାବେ ପ୍ରଭାତ କୁମାର ବେହେରା ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ଏଥିପୂର୍ବରୁ

ଡ଼ୋର୍ ଟୁ ଡ଼ୋର କୋଭିଡ଼୍ ଟେଷ୍ଟିଂ ଭ୍ୟାନର ଶୁଭାରମ୍ଭ କଲେ ଜିଲ୍ଲାପାଳ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଆଜି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ବ୍ରହ୍ମପୁର ମହାନଗର ନିଗମ ପରିସରରୁ ଟେଷ୍ଟିଂ ଭ୍ୟାନର ଶୁଭାରମ୍ଭ କରିଛନ୍ତି । ଏହି ଟେଷ୍ଟିଂ ମୋବାଇଲ୍ ଭ୍ୟାନ

କୁକୁଡାଖଣ୍ଡି ତହସିଲ ପକ୍ଷରୁ ରାଜସ୍ୱ ରଥ ଆରମ୍ଭ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ତଥା ବ୍ରହ୍ମପୁର ଉପଜିଲ୍ଲାପାଳ କୀର୍ତ୍ତି ବାସନଙ୍କ ନିର୍ଦ୍ଦେଶ କ୍ରମେ କୋଭିଡ଼ ମହାମାରୀ ସମୟରେ ଜନସାଧାରଣଙ୍କ ହାତପାଆନ୍ତାରେ ବିଭିନ୍ନ ରାଜସ୍ୱ

କରୋନା କଟକଣାକୁ ନ ମାନି ଚାଲିଥିଲା ଭୋଜି ରନ୍ଧା : ହଟାତ ପହଞ୍ଚିଲେ ତହସିଲଦାର ଓ ଥାନା ଅଧିକାରୀ…

ଛତ୍ରପୁର (ସମୃଦ୍ଧ ଓଡିଶା) କରୋନା କଟକଣାକୁ ନ ମାନି ଚାଲିଥିଲା ବାହାଘର ଭୋଜି । ହଟାତ ତହସିଲଦାର ଓ ଥାନା ଅଧିକାରୀ ପହଞ୍ଚି ନଷ୍ଟ କଲେ ଭୋଜି ଭାତ ।

ମତେ ଯୋଦ୍ଧା ଉପାଧି ନ ମିଳୁ, କିନ୍ତୁ ଲୋକଙ୍କୁ ସଚେତନ ଓ ସାହାଯ୍ୟ କରିବା ପାଇଁ ସୁଯୋଗ ମିଳୁ : ଶିବରାମ ପାତ୍ର…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ସାରା ଦେଶରେ ମହାମାରୀ କରୋନାର ଦ୍ଵିତୀୟ ଲହର ଚାଲିଥିବା ବେଳେ ଲୋକ ମାନେ ଭୟଭୀତ ହୋଇ ରହିଥିବା ବେଳେ ଏହାକୁ ପ୍ରତିହତ କରିବା ପାଇଁ ଲକଡାଉନ

ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟରେ ରାଜସ୍ୱ ରଥର ଶୁଭାରମ୍ଭ…

ଦିଗପହଣ୍ଡି (ସମୃଦ୍ଧ ଓଡିଶା) ଗଞ୍ଜାମ ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଆଜି ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟରେ ରାଜସ୍ୱ ରଥର ଶୁଭାରମ୍ଭ ହୋଇଥିବା ବେଳେ ଦିଗପହଣ୍ଡି ତହସିଲଦାର ଅଦୈତ କୁମାର ସ୍ୱାଇଁ ସବୁଜ ପତାକା

କରୋନା ଛଡାଇ ନେଲା ଇଦର ଖୁସି : ନିଜ ନିଜ ଘରେ କଲେ ନମାଜ ପାଠ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଚଳିତ ବର୍ଷ ପ୍ରଥମ ଥର ପାଇଁ ମସଜିଦ ପରିସରରେ ଶୁଭିଲାନି ଇଦ୍ ମୁବାରକ ଗୁଞ୍ଜରଣ । ପରସ୍ପରକୁ ଆଲିଙ୍ଗନ କରି ଇଦ୍ ଶୁଭେଚ୍ଛା କିଏ କାହାକୁ

ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆରା ପଦକ୍ଷେପ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ନିଆରା ପଦକ୍ଷେପ ଗ୍ରହଣ କରାଯାଇଥିବା ଦେଖିବାକୁ ମିଳିଛି । ବ୍ରହ୍ମପୁର ଏମ୍ କେସିଜି ମେଡିକାଲ କାଜୁଆଲଟିରେ ରୋଗୀ ଓ

ଲୀନା କୁମାରୀ ଖେସ୍ ହେଲେ ଗଞ୍ଜାମ ଅତିରିକ୍ତ ଜିଲ୍ଲାପାଳ…

ଛତ୍ରପୁର (ସମୃଦ୍ଧ ଓଡିଶା) ଗତ ବୁଧବାର ଦିନ ଲୀନା କୁମାରୀ ଖେସ୍ ଗଞ୍ଜାମ ଜିଲ୍ଲାର ଅତିରିକ୍ତ ଜିଲ୍ଲପାଳ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ଜଣାପଡିଛି । ପୂର୍ବରୁ ସେ ସୁନ୍ଦରଗଡ

ଲିଙ୍ଗରାଜ କଲେଜର ପୂର୍ବତନ ସିନିୟର ଆସିଷ୍ଟାଣ୍ଟଙ୍କ ପରଲୋକ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଲିଙ୍ଗରାଜ ଆଇନ୍ ମହାବିଦ୍ୟାଳୟର ପୂର୍ବତନ ସିନିୟର ଆସିଷ୍ଟାଣ୍ଟ ସୁନିଲ ପାତ୍ରଙ୍କ କରୋନାରେ ଶନିବାର ଦିନ ମୃତ୍ୟୁ ହୋଇଥିବା ଜଣାପଡିଛି । ସେ ବଡ଼ ମେଡ଼ିକାଲ୍ ଆଇସିୟୁରେ

ମେଡ଼ିକାଲ୍ ଉପକରଣ ବଣ୍ଟନ କଲା ୱାଇଏସ୍‌ଡ଼ି…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) କରୋନା ଦ୍ୱିତୀୟ ଲହରୀ ସାରା ଭାରତ ବର୍ଷରେ ପୁଣି ଥରେ କାୟା ବିସ୍ତାର କରିବା ସହ ଓଡିଶା ଓ ଗଞ୍ଜାମ ଜିଲ୍ଲାରେ ଏହାର ପ୍ରକୋପ ବଢିବାରେ