Category: Current Topic

ମିଳିଲା ମହିଳା ଆଦିବାସୀ କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ : ହତ୍ୟା ନା ଆତ୍ମହତ୍ୟା ଛାନଭିନ କରୁଛି ପୋଲିସ

ବାଲେଶ୍ୱର(ସମୃଦ୍ଧଓଡିଶା) ନୂଆ ଚାକିରିରେ ବେଶ୍‌ ଖୁସି ଥିଲେ । ମାତ୍ର ୬ ମାସ ତଳେ ଚାକିରି କରିଥିଲେ । ଆଜି ସକାଳୁ ବନ୍ଦ କୋଠରୀ ଭିତରୁ ପୋଲିସ ଉଦ୍ଧାର କରିଛି

ଗୁମ୍ମା ବ୍ଲକ ଗାଁ ସାଥୀ (ମେଟ୍) ସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ବିଡ଼ିଓଙ୍କୁ ସ୍ମାରକ ପତ୍ର ପ୍ରଦାନ

ପାରଳାଖେମୁଣ୍ଡି -(ସମୃଦ୍ଧଓଡିଶା)-ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ସଦରମହକୁମା ଠାରେ ଆଦିବାସୀ ଡେଭଲୋପମେଣ୍ଟ ସୋସାଇଟି ଠାରେ ଏକ ଗୁମ୍ମା ବ୍ଲକ ଗାଁ ସାଥୀ (ମେଟ୍) ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ପିଏମ୍-ଜନମନ ରଥ ଶୁଭାରମ୍ଭ

ପାରଳାଖେମୁଣ୍ଡି,-(ସମୃଦ୍ଧଓଡିଶା)-ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ପିଏମ୍-ଜନମନ ରଥକୁ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ସବୁଜ ପତାକା ଦେଖାଇ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଛନ୍ତି

ସମରଝୋଳ ଛକରେ ଭୟଙ୍କର ଦୁର୍ଘଟଣା : ଯାତ୍ରୀବାହୀ ବସ୍ ଓ ଟ୍ୟାଙ୍କର ଧକ୍କାରେ ଚାଲିଗଲା ୪ ଜୀବନ

ହିଞ୍ଜିଳିକାଟୁ(ସମୃଦ୍ଧଓଡିଶା)ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ସମରଝୋଳ ନିକଟରେ ଏକ ଭୟଙ୍କର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଗୁରୁବାର ସକାଳ ସମୟରେ ଏକ ଘରୋଇ ମା ଖମ୍ବେଶ୍ୱରୀ ବସ୍‌ ସହ

ହିଞ୍ଜିଳିକାଟୁ ବସ୍‌ ଦୁର୍ଘଟଣା ଆହତଙ୍କୁ ଭେଟିଲେ ଓ ଚିକିଟି ମଦ ଘଟଣା ନେଇ ଏମ୍‌କେସିଜି ମେଡିକାଲ ଗଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ବ୍ରହ୍ମପୁର(ସମୃଦ୍ଧଓଡିଶା) ଆଜି ଅପରାହରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ବ୍ରହ୍ମପୁରସ୍ଥିତ ଏମ୍‌କେସିଜି ମେଡିକାଲ କଲେଜ ଗସ୍ତ କରି ଚିକିଟି ମଦ ଘଟଣାରେ ଅସୁସ୍ଥ ବ୍ୟକ୍ତିଙ୍କୁ

ଆସିକା ବିଜ୍ଞାନ ମହାବିଦ୍ୟାଳୟରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର

ଆସିକା(ସମୃଦ୍ଧଓଡିଶା)ଆସିକା ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଜୀବାନନ୍ଦ ତ୍ରିପାଠୀଙ୍କ ପୌରହିତ୍ୟରେ ଏବଂ ମହାବିଦ୍ୟାଳୟର ଯୁବ ରେଡକ୍ରସ୍ ଶାଖାର ସଂଯୋଜନାରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ରକ୍ତଦାନ ଶିବିରରେ ମୁଖ୍ୟ

ମହାନ୍ ସଂଘ ଯୁବ ବିଭାଗ ଓ କଳାଞ୍ଜଳି ଟ୍ରଷ୍ଟ ପକ୍ଷରୁ ସ୍ଵାସ୍ଥ୍ୟସେବା ଶିବିର

ବ୍ରହ୍ମପୂର୍ (ସମୃଦ୍ଧଓଡିଶା) ସ୍ବାସ୍ଥ୍ୟ ହିଁ ସମ୍ପଦ, ଅଧିକରୁ ଅଧିକ ଲୋକଙ୍କ ମଧ୍ୟରେ ସ୍ୱାସ୍ଥ୍ୟ ସଚେତନତା ସୃଷ୍ଟି କରିବା ଓ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ନିମନ୍ତେ ଅଗ୍ରଣୀ ଅନୁଷ୍ଠାନ ମହାନ୍ ସଂଘ

ଆସନ୍ତା କାଲି : ଏହି ରାଶିରେ ହେବ ବଡ ପରିବର୍ତ୍ତନ

ଆସନ୍ତାକାଲି ଆପଣଙ୍କ ରାଶିରେ ବଡ଼ ପରିବର୍ତନ ଘଟିବାକୁ ଯାଉଛି …. ମେଷ: ଆଜି କର୍ମଭାବରେ ଚନ୍ଦ୍ର ରହିଥିବାରୁ ଯାହା ଚାହୁଁଛନ୍ତି, ତାହା ପୂରଣ ହେବାରେ ଅସୁବିଧା ହେବନାହିଁ। ଅଫିସି ସମସ୍ୟା

ସ୍ବଶକ୍ତି ଜାଗରଣ ସେବା ସଂସ୍ଥାନର ଅନ୍ତେବାସୀଙ୍କୁ ଫଳ ବଣ୍ଡନ

ବ୍ରହ୍ମପୁର(ସମୃଦ୍ଧଓଡିଶା)ସ୍ଥାନୀୟ ସ୍ବଶକ୍ତି ଜାଗରଣ ସେବା ସଂସ୍ଥାନ ତରଫରୁ ୭୮ତମ ସ୍ବାଧୀନତା ଦିବସ ଅବସରରେ ଗୁରୁଜୀ ଶ୍ରୀ ଶ୍ରୀ କ୍ରିଷ୍ଣା ଭାୟାଜୀଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ସବୁ ବର୍ଷ ପରି ଚଳିତ ବର୍ଷ

ବଳାତ୍କାର ବିରୋଧରେ ରୋଲାଣ୍ଡ ଫାର୍ମାସି କଲେଜର ଶୋଭାଯାତ୍ରା

ବ୍ରହ୍ମପୁର(ସମୃଦ୍ଧଓଡିଶା) ତାଲିମ୍ ପ୍ରାପ୍ତ ମହିଳା ଡାକ୍ତର ମୋୖମିତଙ୍କ ସହ ଦୁଷ୍କର୍ମ ଓ ହତ୍ୟାକୁ ନେଇ ସାରା ଦେଶରେ ଡାକ୍ତର ମାନଙ୍କ ଧର୍ମଘଟ ଚାଲିଛି ।ଏହି ଜଘନ୍ୟ ପରିସ୍ଥିତି କୁ ଦେଖି

୧୭ତମ ଓଡିଶା ବିଧାନସଭାର ବିଧାୟକ/ବିଧାୟିକାମାନଙ୍କ ନିମନ୍ତେ ଆୟୋଜିତ ଜ୍ଞାନସଂସ୍କାର କାର୍ଯ୍ୟକ୍ରମ ଉଦଘାଟିତ

ଭୁବନେଶ୍ୱର(ସମୃଦ୍ଧଓଡିଶା)ବିଧାନସଭାକୁ ସୁଚାରୁରୂପେ କାର୍ଯ୍ୟକାରୀ କରିବା ପାଇଁ ବିଧାନସଭା ସଦସ୍ୟଙ୍କ ପାଇଁ ବିଧାନସଭା ତରଫରୁ ପ୍ରତି ନିର୍ବାଚନ ପର୍ଯ୍ୟାୟରେ ନିର୍ବାଚିତ ବିଧାୟକମାନଙ୍କ ପାଇଁ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥାଏ I

ଆଜିଠୁ ବିଧାୟକମାନଙ୍କ ଦୁଇ ଦିନିଆ ଜ୍ଞାନ ସଂସ୍କାର କାର୍ଯ୍ୟକ୍ରମ ଆରମ୍ଭ

ଭୁବନେଶ୍ୱର(ସମୃଦ୍ଧ ଓଡିଶା) ଆଜି ୧୭ ତମ ବିଧାନସଭାର ବିଧାୟକ ଓ ବିଧାୟିକାମାନଙ୍କ ପାଇଁ ‘ ଜ୍ଞାନ ସଂସ୍କାର ‘ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ,

ଆସିକା ବିଧାୟକଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା : ବିଶ୍ଵ ବ୍ୟାଙ୍କ ପ୍ରକଳ୍ପ ଶୈକ୍ଷିକ ଭବନ କଲେ ଉଦଘାଟନ

ଆସିକା(ସମୃଦ୍ଧଓଡିଶା)ଆସିକା ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଜୀବାନନ୍ଦ ତ୍ରିପାଠୀ ଆନୁଷ୍ଠାନିକ ରୂପେ ନବ ନିର୍ବାଚିତ ଆସିକା ବିଧାୟକ ଶ୍ରୀ ସରୋଜ କୁମାର ପାଢ଼ୀଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଛନ୍ତି।

ରୂପାୟନରେ ପାଳିତ ହେଲା ୭୮ତମ ସ୍ବାଧୀନତା ଦିବସ

ବାଲେଶ୍ବର(ସମୃଦ୍ଧଓଡିଶା)ସ୍ଥାନିୟ ଅଗ୍ରଣୀ ସ୍ଵେଚ୍ଛାସେବୀ ଅନୁଷ୍ଠାନ ରୂପାୟନ ତରଫରୁ ୭୮ତମ ସ୍ବାଧୀନତା ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି। ଶ୍ରଦ୍ଧାଞ୍ଜଳି ରାୟଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସମାଜସେବୀ

ଉଲ୍ଲେଖନୀୟ ସେବା ଓ ସାହସିକତା ନିମନ୍ତେ ମୋଟ ୯୪ ଜଣଙ୍କୁ ପୋଲିସ ପଦକ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ସମୃଦ୍ଧଓଡିଶା) ରାଜ୍ୟ ପୋଲିସ୍‌ ସେବା, ଅଗ୍ନିଶମ ସେବା, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ସେବା ଏବଂ କାରାଗାର ଓ ସଂସ୍କାର ସେବାର ୯୪ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ସେମାନଙ୍କ

ହିଞ୍ଜିଳିର ବିଭିନ୍ନ ଅନୁଷ୍ଠାନରେ ୭୮ତମ ସ୍ୱାଧୀନତା ଦିବସ ପାଳିତ

ହିଞ୍ଜିଳିକାଟୁ(ସମୃଦ୍ଧଓଡିଶା)ହିଞ୍ଜିଳିକାଟୁ ପୋୖରାଞ୍ଚଳ ସମେତ,ହିଞ୍ଜିଳି ବ୍ଳକ୍ ର ବିଭିନ୍ନ ଗ୍ରାମାଞ୍ଚଳରେ ୭୮ତମ ସ୍ଵାଧୀନତା ଦିବସ ବହୁ ଆଡମ୍ବର ସହକାରେ ପାଳିତ ହୋଇଯାଇଛି । ଏହି ଅବସରରେ ହିଞ୍ଜିଳି ପଞ୍ଚାୟତ ସମିତି କାର୍ଯ୍ୟାଳୟରେ

ସ୍ୱୟଂ ସିଦ୍ଧ ଟ୍ରଷ୍ଟ ପକ୍ଷରୁ ସ୍ୱାଧୀନତା ଦିବସ ପାଳନ ଓ ମା’ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ କୃତ୍ତି ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବଣ୍ଟନ

ବ୍ରହ୍ମପୁର(ସମୃଦ୍ଧଓଡିଶା) ଗୋଇଲୁଣ୍ଡି ସ୍ଥିତ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ “ସ୍ୱୟଂ ସିଦ୍ଧ ଟ୍ରଷ୍ଟ ” ପକ୍ଷରୁ ଆଜି ୭୮ତମ ସ୍ୱାଧୀନତା ଦିବସ ମହା ସମାରୋହରେ ପାଳନ କରାଯାଇଛି । ଅରବିନ୍ଦନଗର ସ୍ଥିତ

ଆଜି ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ : ଜାତୀୟ ରାଜପଥ ସମୀକ୍ଷା ବୈଠକରେ ଯୋଗ ଦେବେ

ଭୁବନେଶ୍ୱର(ସମୃଦ୍ଧଓଡିଶା)ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଆସନ୍ତାକାଲି ସେ ପୂର୍ବାହ୍ନରେ ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରାଳୟ ଦ୍ବାରା ଆୟୋଜିତ ଜାତୀୟ

ବେରୋଜଗାର ଯୁବକ ଯୁବତୀମାନଙ୍କ ପାଇଁ ନିଯୁକ୍ତି ଶିବିର

ଗୁମ୍ମା -(ସମୃଦ୍ଧଓଡିଶା)-ଜିଲ୍ଲା ନିୟୋଜନ କାର୍ଯ୍ୟାଳୟ ଗଜପତି ଏବଂ ଏସ ଏଇ ଏସ ର ମିଳିତ ସହଯୋଗରେ ବେରୋଜଗାର ଯୁବକ ଯୁବତୀ ମାନଙ୍କ ପାଇଁ ନିଯୁକ୍ତି ଶିବିର ଗୁମ୍ମା ବ୍ଲକ ସଦଭାବନା

ଗୁମ୍ମା ବ୍ଲକରେ ନଶା ମୁକ୍ତ ଭାରତ ଅଭିଯାନ

ପାରଳାଖେମୁଣ୍ଡି(ସମୃଦ୍ଧଓଡିଶା)ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ରେ ନଶା ମୁକ୍ତ ଭାରତ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଗୁମ୍ମା ପଂଚାୟତ ସମିତି ଓ ଜିଲ୍ଲା ସାମାଜିକ ସୁରକ୍ଷା ଓ ସଶକ୍ତିକରଣ ବିଭାଗ ମିଳିତ

ସରକାରୀ ସୁଲଭ ମୂଲ୍ୟ ଦୋକାନରେ କିଲୋ ପିଛା ୩୬ ଟଙ୍କାରେ ଦିଆଯାଉଛି ଆଳୁ

ହିଞ୍ଜିଳିକାଟୁ(ସମୃଦ୍ଧଓଡିଶା)ହିଞ୍ଜିଳିକାଟୁ ସହରରେ କିଛି ଦିନ ହେଲା ଖାଉଟିଙ୍କ ମଧ୍ୟରେ ହାହାକାର ପରିସ୍ଥିତି ଉପୁଜିଥିଲା । ଯାହା ବଜାରରେ ଦୋକାନୀ ଚଢା ଦରରେ ଆଳୁ କିଲୋ ପିଛା ୪୫ ରୁ ୫୦

ଅଭିଭାବକ ଶିକ୍ଷକ,ଶିକ୍ଷୟତ୍ରୀ, ବିଦ୍ୟାଳୟ ପରିଚାଳନା ଓ ଉନ୍ନୟନ କମିଟି ବୈଠକ

ହିଞ୍ଜିଳିକାଟୁ(ସମୃଦ୍ଧଓଡିଶା)- ଗଂଜାମ ଜିଲ୍ଲା ପୁରୋଷୋତ୍ତମପୁର ବ୍ଲକ୍ ଜାମୁନୀ ଗ୍ରାମପଞ୍ଚାୟତ ଅଶୋକ ସରକାରୀ ଉଚ୍ଚ ବିଦ୍ୟାଳୟରେ ଅଭିଭାବକ ଶିକ୍ଷକ/ଶିକ୍ଷୟତ୍ରୀ/ ବିଦ୍ୟାଳୟ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହେଇଥିଲା। ସ୍କୁଲ ର ପ୍ରଧାନ

କଳାଞ୍ଜଳି ଆର୍ଟିଷ୍ଟ୍ରୀ ତରଫରୁ ଯୋଗ ଶିବିର ଅନୁଷ୍ଠିତ

ବ୍ରହ୍ମପୁର(ସମୃଦ୍ଧଓଡିଶା)ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ କଳାଞ୍ଜଳି ଆର୍ଟିଷ୍ଟ୍ରୀ ତରଫରୁ ଗୋଷାଣୀ ନୂଆଗାଁ ସ୍ଥିତ ରାଜାରାଣୀ ଏନକ୍ଲେଭ୍ ସମ୍ମିଳନୀ ପ୍ରକୋଷ୍ଠରେ ଯୋଗ ଶିବିର ଅନୁଷ୍ଠାନ ର ପ୍ରତିଷ୍ଠାତ୍ରୀ ତଥା ସମ୍ପାଦିକା ଶ୍ରୀମତୀ ରାମେଶ୍ୱରୀ

ଫାଲେରିଆ ଓ ନିଶାନିବାରଣ ସଚେତନତା କାର୍ଯ୍ୟକ୍ରମ

ହିଞ୍ଜିଳି କାଟୁ(ସମୃଦ୍ଧଓଡିଶା)ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ସ୍ବୟଂଶାସିତ ବିଜ୍ଞାନ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ତରଫରୁ ଫାଲେରିଆ ଓ ନିଶା ନିବାରଣକୁ ନେଇ ସଚେତନତା କାର୍ଯ୍ୟକ୍ରମ ଅଧ୍ୟକ୍ଷ ଅରୁଣ କୁମାର ଖାଡଙ୍ଗା

ଅଗଷ୍ଟ ୯ କାନ୍ତି ଦିବସ ଓ ବିଶ୍ୱ ଆଦିବାସୀ ଦିବସକୁ ନେଇ ଆଲୋଚନା

ହିଞ୍ଜିଳିକାଟୁ(ସମୃଦ୍ଧଓଡିଶା)ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ସ୍ୱୟଂଶାସିତ ବିଜ୍ଞାନ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ତରଫରୁ ଅଗଷ୍ଟ କ୍ରାନ୍ତି ଦିବସ ଓ ବିଶ୍ୱ ଆଦିବାସୀ ଦିବସ ପାଳନ କରିବା ସହିତ , ଏଥିପାଇଁ

ହିଞ୍ଜିଳି କାଟୁ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରଠାରେ ଜ୍ଞାନ ବିଜ୍ଞାନ ମେଳା

ହିଞ୍ଜିଳିକାଟୁ(ସମୃଦ୍ଧଓଡିଶା) ହିଞ୍ଜିଳି କାଟୁ ପୋୖରାଞ୍ଚଳ ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟମ ନ୍ଦିରରେ ପ୍ରତେକ ବର୍ଷ ପରିଚାଳିତ ଶିକ୍ଷା ଚଳିତ ବର୍ଷ ୨୦୨୪-୨୫ରେ ବାର୍ଷିକ ଜ୍ଞାନ ବିଜ୍ଞାନ ମେଳା ବୁଧବାର ଦିନ

ଏସସିବି ମେଡିକାଲ ନୂତନ କୋଠା ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦେଶ ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର/କଟକ(ସମୃଦ୍ଧଓଡିଶା)ନିର୍ମାଣଧୀନ ଏସସିବି ମେଡିକାଲ ନୂତନ କୋଠା ଦୁର୍ଘଟଣାର ଶିକାର ହୋଇଥିବା ତିନିଜଣ ଆହତଙ୍କୁ ଆଜି ସଂଧ୍ୟାରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଭେଟିବା ସହ

ଚନ୍ଦ୍ରଭାନୁ ଶତପଥୀଙ୍କ ରଚିତ ଶ୍ରୀଗୁରୁ ଭାଗବତର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ସମୃଦ୍ଧଓଡିଶା) ଆଜି ସ୍ବସ୍ତି ପ୍ରିମିୟମ ହୋଟେଲ ସଭା କକ୍ଷରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଗୁରୁଜୀ ଚନ୍ଦ୍ରଭାନୁ

ତୁରନ୍ତ ନିର୍ମାଣ କରିବା ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ବିଧାୟକ …

ପାରଳାଖେମୁଣ୍ଡି -(ସମୃଦ୍ଧଓଡିଶା)-ଉତ୍ତମ ରାସ୍ତା ଦେଇ ଗମନା ଗମନ କରିବା ସାଧାରଣ ଲୋକଙ୍କ ଅଧିକାର ପୁଣି ତାକୁ ପୂରଣ କରିବା ସରକାର ଙ୍କ ଦାୟିତ୍ୱ l ରାସ୍ତା ନ ଥିଲେ ଲୋକେ

ଜିଲ୍ଲା ଅଙ୍ଗନବାଡି ସଙ୍ଘ ସଦସ୍ୟାଙ୍କ ଅଗୋଚରରେ ଅମିତା ସାହୁ ଜିଲ୍ଲା ସଂଯୋଜିକା ମନୋନୀତ ନେଇ ଅସନ୍ତୋଷ

ହିଞ୍ଜିଳିକାଟୁ(ସମୃଦ୍ଧଓଡିଶା)ହିଞ୍ଜିଳି ବ୍ଳକ୍ ଅନ୍ତର୍ଗତ ବୁରୁପଡା ସ୍ଥିତ ମା ଶ୍ୟାମଳାଇ ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ଜିଲ୍ଲା ଅଙ୍ଗନୱାଡ଼ି କର୍ମୀମନଙ୍କ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଗଞ୍ଜାମ ଜିଲ୍ଲାର ବିଭିନ୍ନ