Category: Political News

‘ସମୃଦ୍ଧ ଓଡିଶା’ ଗଠନରେ ସରକାରୀ କର୍ମଚାରୀ, ମିଡ଼ିଆ ଓ କର୍ପୋରେଟ କର୍ମଚାରୀଙ୍କ ସହ ଭାଗିତାର ଆବଶ୍ୟକତା ରହିଛି: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ସମୃଦ୍ଧଓଡିଶା) ଟାଟା ଷ୍ଟିଲ ପକ୍ଷରୁ ଓଡ଼ିଶା ଫୁଟବଲ୍‌ ଏକାଡ଼େମୀ ପଡ଼ିଆରେ ଏକ ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ୍‌ ଟୁର୍ଣ୍ଣାମେଣ୍ଟ ଆୟୋଜିତ ହୋଇଯାଇଛି । ଟୁର୍ଣ୍ଣାମେଣ୍ଟର ଚମ୍ପିଆନ୍‌ ‘ଲିଡର୍ସ ଏକାଦଶ’ ଦଳ ଓ ରନର୍ସ

ଶୁଭଶ୍ରୀଙ୍କ ପ୍ରତିଭାକୁ ପ୍ରଶଂସା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା

କଟକ(ସମୃଦ୍ଧଓଡିଶା) ଆଜି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା କୁନି ଝିଅ ଶୁଭଶ୍ରୀ ନନ୍ଦିଙ୍କ ଅସାଧାରଣ ପ୍ରତିଭା

ପ୍ରତି ବ୍ଲକ ଓ ଗ୍ରାମ ପଞ୍ଚାୟତରେ ଆରମ୍ଭ ହେବ ‘ସୁଭଦ୍ରା ସ୍ୱାଗତ ସପ୍ତାହ’

ଭୁବନେଶ୍ୱର(ସମୃଦ୍ଧଓଡିଶା) ମାର୍ଗଦର୍ଶିକା ଜାରି ହେଲା ଦିନରୁ ସାରା ଓଡ଼ିଶାରେ ସୁଭଦ୍ରା ଫର୍ମ ବିତରଣ ଓ ପଞ୍ଜିକରଣ ଜୋରସୋର ଆଗେଇ ଚାଲିଛି । ଲୋକମାନଙ୍କ ଉତ୍ସାହକୁ ଲକ୍ଷ୍ୟ କରି ରାଜ୍ୟସ୍ତରୀୟ ଓ

ବିଜେପି ଓବିସି ମୋର୍ଚ୍ଚା ଗଞ୍ଜାମ ଜିଲ୍ଲା ପକ୍ଷରୁ ସଦସ୍ୟତା ଅଭିଯାନ କର୍ମଶାଳା ଅନୁଷ୍ଠିତ

ବ୍ରହ୍ମପୁର(ସମୃଦ୍ଧଓଡିଶା)ଭାରତୀୟ ଜନତା ପାର୍ଟି ଓବିସି ମୋର୍ଚ୍ଚା ପକ୍ଷରୁ “ସଦସ୍ୟତା ଅଭିଯାନ କର୍ମଶାଳା” ଗଞ୍ଜାମ ଜିଲ୍ଲା ଓବିସି ମୋର୍ଚ୍ଚା ସଭାପତି ମଦନ ମୋହନ ପାତ୍ରଙ୍କ ସଂଯୋଜନାରେ ବ୍ରହ୍ମପୁର ଷ୍ଟେସନ ରୋଡ଼ ସ୍ଥିତ

ନିର୍ମାଣ ଶ୍ରମିକଙ୍କ ପାଇଁ ପୂର୍ବରୁ ମିଳୁଥିବା ସହାୟତା ରାଶିକୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ: ଦୁର୍ଘଟଣାଜନିତ ମୃତ୍ୟୁ ରାଶି ୪ ରୁ ୬ ଲକ୍ଷ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର(ସମୃଦ୍ଧଓଡିଶା) ଆପଣମାନେ ହେଉଛନ୍ତି ନିର୍ମାଣର ମେରୁଦଣ୍ଡ। ରାସ୍ତା, ଘାଟ, କୋଠା ବାଡ଼ି, କଳ କାରଖାନା, ବନ୍ଦର, ବିମାନ ବନ୍ଦର, ଶିକ୍ଷାୟତନ, ଡାକ୍ତରଖାନା, ଯେ କୌଣସି ନିର୍ମାଣ ହେଉ, ଆପଣମାନଙ୍କ ବିନା

ଏପ୍ରିଲରେ ସି.ପି.ଆଇ.ଏମ୍ ର ମହାଅଧିବେଶନ ପାଇଁ ନିଷ୍ପତି

ରାଉରକେଲା(ସମୃଦ୍ଧଓଡିଶା) ସି.ପି.ଆଇ.ଏମ୍ ର ପାର୍ଟି କଂଗ୍ରେସ ବା ଜାତୀୟ ମହାଧିବେଶନ ଆସନ୍ତା ୨ ରୁ ୬ ଏପ୍ରିଲ ୨୦୨୫ ତାମିଲନାଡୁ ର ମଦୁରାଇ ଠାରେ ଅନୁଷ୍ଠିତ ହେବାକୁ ଯାଉଛି। ଏହି

କେନ୍ଦ୍ରମନ୍ତ୍ରୀ ଜୁଏଲଙ୍କ ସହ ଆଦର୍ଶ ପାଠାଗାରର ସଦସ୍ୟମାନଙ୍କ ଆଲୋଚନା

ରାଉରକେଲା(ସମୃଦ୍ଧଓଡିଶା)ଗତକାଲି ସନ୍ଧ୍ୟାରେ ଭାରତ ସରକାରଙ୍କ ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ୍ ଓରାମ ରାଉରକେଲା ଗସ୍ତରେ ଆସିଥିଲେ।ଏହି ରାଉରକେଲା ଗସ୍ତ ଅବସରରେ ଆଦର୍ଶ ପାଠାଗାର ପରିସରକୁ ବୁଲିବାକୁ ଆସିଥିଲେ । ଏହି

ନୂଆଁଖାଇ ଅବସରରେ ପଶ୍ଚିମ ଓଡିଶାର ଚାଷୀ ଭାଇ ଓ ଭଉଣୀମାନଙ୍କ ସୁଖ ଓ ସମୃଦ୍ଧି କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ସମୃଦ୍ଧଓଡିଶା) ଆଜି ପବିତ୍ର ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସମ୍ବଲପୁରଠାରେ ସି.ଏମ କିଷାନ ସହାୟତା ଯୋଜନାର ଶୁଭାରମ୍ଭ କରିଛନ୍ତି। ଏଥି ସହିତ ମୁଖ୍ୟମନ୍ତ୍ରୀ ପିଏମ କିଷାନ

ଏବେ ନବୀନ ବାବୁ ପୁରା ଆକ୍ଟିଭ : ଦେଖୁ ନାହାନ୍ତି ଆଜି ବୁଲି ବୁଲି ଗଣେଶ ମେଢ଼ ଦେଖୁଛନ୍ତି

ଭୁବନେଶ୍ୱର(ସମୃଦ୍ଧଓଡିଶା) ନବୀନ ବାବୁଙ୍କ ମୁଖ୍ୟମନ୍ତ୍ରୀ ପଦ ଗଲା ପରେ ପୁରା ଟେନସନ ଫ୍ରି  I ଓଡ଼ିଶାରେ ପାଦ ଦେଉ ଦେଉ ଚବିଶ ବର୍ଷ କାଳ କଣ କମ କଥା ହୋଇଛି

ଘୁମୁସର ଜିଲ୍ଲା ବିଜେପିର ସାମ୍ୱାଦିକ ସମ୍ମିଳନୀ : ଘରକୁ ଘର ବୁଲି ସଦସ୍ୟତା ଚୟନ ପାଇଁ ଶିଶିର ମିଶ୍ରଙ୍କ ଆହ୍ୱାନ

ହିଞ୍ଜିଳିକାଟୁ(ସମୃଦ୍ଧଓଡିଶା) ଭାରତୀୟ ଜନତା ପାର୍ଟି ଘୁମୁସର ସାଂଗଠନିକ ଜିଲ୍ଲା ପକ୍ଷରୁ ହିଞ୍ଜିଳିକାଟୁରେ ସଦସ୍ୟତା ଅଭିଯାନ ସମ୍ପର୍କିତ ସାମ୍ୱାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ପୌର ପରିଷଦ ଅତିଥି ଭବନ ସଭାଗୃହରେ

ରାଜ୍ୟର ସମସ୍ତ ଉନ୍ନୟନ ପରିଷଦକୁ ଭଙ୍ଗ କଲେ ସରକାର

ଭୁବନେଶ୍ୱର(ସମୃଦ୍ଧଓଡିଶା) ରାଜ୍ୟର ସମସ୍ତ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଭଙ୍ଗ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ

ଓଡିଶାରୁ ପ୍ରଥମ ଥର ଲାଗି ଡ୍ରାଗନ୍‌ ଫଳ ରପ୍ତାନୀ ପତାକା ଦେଖାଇ ପ୍ରକ୍ରିୟାର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ ସିଂହଦେଓ

ଭୁବନେଶ୍ୱର(ସମୃଦ୍ଧଓଡିଶା) ଆଜି ସକାଳେ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର କାର୍ଗୋ ଟର୍ମିନାଲରୁ ପ୍ରଥମ ଥର ଲାଗି ଡ୍ରାଗନ ଫଳର ରପ୍ତାନୀ ହୋଇଛି । ବଲାଙ୍ଗିର ଜିଲ୍ଲାର ପାଟଣାଗଡ଼ରେ ହୋଇଥିବା

ବିଜେପିରେ ଧିରେ ଧିରେ କନ୍ଦଳ ଆରମ୍ଭ : ସୁନିତୀ ମୁଣ୍ଡଙ୍କ ସ୍ୱରକୁ ଚାପି ଦେବାକୁ ପ୍ରୟାସ

ଭୁବନେଶ୍ବର(ସମୃଦ୍ଧଓଡିଶା) ବିଜେପିରେ ଧିରେ ଧିରେ କନ୍ଦଳ ଆରମ୍ଭ ହୋଇଯାଇଛି । ସୁନିତୀ ମୁଣ୍ଡଙ୍କ ସ୍ୱରକୁ ଚାପି ଦେବାକୁ ପ୍ରୟାସ ବିଜେପିକୁ ମହଙ୍ଗା ପଡିବ ବୋଲି ପ୍ରତିକ୍ରିୟା ସୃଷ୍ଟି ହୋଇଛି ।

ଗୁମ୍ମା ବ୍ଲକରେ ବିଜେଡିର ପ୍ରତିବାଦ : ଯୋଗ ଦେଲେ ପାରଳା ବିଧାୟକ

ଗୁମ୍ମା(ସମୃଦ୍ଧଓଡିଶା)ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ସଦରମହକୁମାରେ ବିଜେପିର ମିଥ୍ୟା ପ୍ରତିଶୃତି ବିରୁଦ୍ଧରେ ମାନ୍ୟବର ପାରଳାଖେମୁଣ୍ଡି ବିଧାୟକ ଇଞ୍ଜିନିୟର ଶ୍ରୀ ରୁପେଶ ପାଣିଗ୍ରାହୀଙ୍କ ନେତୃତ୍ୱରେ ଗୁମ୍ମା ବ୍ଲକ ବିଜୁ ଜନତା ଦଳ

ପଞ୍ଚମା ସ୍ଥିତ ଗଣେଶ ମନ୍ଦିରରେ ଶ୍ରୀ ଗଣେଶ ମାତୃ ବାଟିକାର ଶୁଭ ଉଦଘାଟନ କଲେ ଖଣି ମନ୍ତ୍ରୀ ବିଭୁତି ଜେନା

ବ୍ରହ୍ମପୁର(ସମୃଦ୍ଧଓଡିଶା)କନିଷି ତହସିଲ ଅନ୍ତର୍ଗତ ପଞ୍ଚମା ସ୍ଥିତ ଶ୍ରୀ ଶ୍ରୀ ସିଦ୍ଧ ବିନାୟକ ଗଣେଶ ମନ୍ଦିରର ବିଜେ ପ୍ରତିମା ଠାକୁରଙ୍କ ଭିତର ମନ୍ଦିରର ଉତ୍ତର ପାର୍ଶ୍ବ ଦ୍ଵାର ନିକଟରେ “ଶ୍ରୀଗଣେଶ ମାତୃ

ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ୪୨ତମ ପ୍ରତିଷ୍ଠା ଦିବସ ପାଳନ

ଭୁବନେଶ୍ବର(ସମୃଦ୍ଧଓଡିଶା)ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ୪୨ତମ ପ୍ରତିଷ୍ଠା ଦିବସ ଆଜି ଜୟଦେବ ଭବନରେ ପାଳିତ ହୋଇଯାଇଛି। ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥି ଭାବେ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ

ଦେଶରେ ଆଜି ନିର୍ବାଚନ ହେଲେ ମୂଳପୋଛ ହୋଇଯିବ ବିଜେପି ?

ନୂଆଦିଲ୍ଲୀ(ସମୃଦ୍ଧଓଡିଶା) ଦେଶରେ ଆଜି ନିର୍ବାଚନ ହେଲେ ମୂଳପୋଛ ହୋଇଯିବ ବିଜେପି ଏବଂ  ଦିଲ୍ଲୀରେ ବିଧାନସଭା ନିର୍ବାଚନ ବର୍ତ୍ତମାନ    ହେଲେ ବିଜେପି ମୂଳପୋଛ ହୋଇଯିବ ବୋଲି ଦାବୀ କରିଛି ଆମ

ଶିଳ୍ପର ପ୍ରଗତି ସହିତ ସି.ଏସ୍.ଆର୍ ମାଧ୍ୟମରେ ସମ୍ପୃକ୍ତ ଅଞ୍ଚଳର ବିକାଶକୁ ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ଭୁବନେଶ୍ଵର(ସମୃଦ୍ଧଓଡିଶା) ଓଡିଶା ହେଉଛି ଏକ ସମ୍ଭାବନାର ରାଜ୍ୟ। ଏଠି ସମ୍ଭାବନା ଅଛି, ସୁଯୋଗ ମଧ୍ୟ ଅଛି। ଆମ ପାଖରେ ଖଣିଜ ସମ୍ପଦ ଭରପୁର ଅଛି। ତେଣୁ ନିର୍ମାଣର ବିଭିନ୍ନ କ୍ଷେତ୍ର

ଫିକା ପଡିଲା ନିମାପଡାର ସ୍ୱାୟତ୍ତ ଶାସନ ଦିବସ

ନିମାପଡା(ସମୃଦ୍ଧଓଡିଶା)ସାରା ରାଜ୍ୟରେ ଆଜି ସ୍ୱାୟତ୍ତ ଶାସନ ଦିବସ ପାଳିତ ହୋଇଯାଇ ଥିବା ବେଳେ ନିମାପଡା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି।ପରିଷଦର ଅଧ୍ୟକ୍ଷା ସସ୍ମିତା ସାହୁଙ୍କୁ ବିରୋଧ

ବିଜେପି ଯୁବମୋର୍ଚ୍ଚା ପକ୍ଷରୁ କ୍ଲଷ୍ଟର ସ୍ତରୀୟ ସଦସ୍ୟତା ଅଭିଯାନ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି…

ରିପୋର୍ଟ:ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା ବ୍ରହ୍ମପୁର : ଭାରତୀୟ ଜନତା ଯୁବମୋର୍ଚ୍ଚା ପକ୍ଷରୁ ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ଼ ଏବଂ ଘୁମୁସର ସାଙ୍ଗଠନିକ ଜିଲ୍ଲାର ଯୁବମୋର୍ଚ୍ଚା କାର୍ଯ୍ୟ କର୍ତ୍ତାଙ୍କୁ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନ ସଭା କକ୍ଷରେ ନବ ନିର୍ବାଚିତ ରାଜ୍ୟସଭା ସଦସ୍ୟ ଶ୍ରୀମତୀ ମମତା ମହନ୍ତଙ୍କୁ ଅଭିନନ୍ଦନ ଜଣାଉଛନ୍ତି

ଭୁବନେଶ୍ୱର (ସମୃଦ୍ଧଓଡିଶା)ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଧାନ ସଭା କକ୍ଷରେ ନବ ନିର୍ବାଚିତ ରାଜ୍ୟସଭା ସଦସ୍ୟ ଶ୍ରୀମତୀ ମମତା ମହନ୍ତଙ୍କୁ ଅଭିନନ୍ଦନ ଜଣାଉଛନ୍ତି।

ବିଜେପି ଗୋସାଇଁନୂଆଗାଁମଣ୍ଡଳ ପକ୍ଷରୁ ସଦସ୍ୟତା ଅଭିଯାନ ୨୦୨୪ ପାଇଁ ଅନୁଷ୍ଠିତ ହେଲା କର୍ମଶାଳା

ବ୍ରହ୍ମପୁର(ସମୃଦ୍ଧଓଡିଶା) ଭାରତୀୟ ଜନତା ପାର୍ଟି ଗୋସାଇଁନୂଆଗାଁ ମଣ୍ଡଳ ପକ୍ଷରୁ ମଣ୍ଡଳ ସଭାପତି କୃଷ୍ଣ ଚନ୍ଦ୍ର ଚୌଧୁରୀଙ୍କ ଅଧ୍ୟକ୍ଷତାରେ ଆଜି ମଣ୍ଡଳ ସ୍ତରୀୟ “ସଦସ୍ୟତା ଅଭିଯାନ କର୍ମଶାଳା” ସ୍ଥାନୀୟ ଗୋସାଇଁନୂଆଗାଁ ସ୍ଥିତ

ରାଜନୀତିକୁ ଆସିବାକୁ ଆଗ୍ରହୀ ଥିବା ଯୁବପିଢ଼ିଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗୁରୁମନ୍ତ୍ର

ନୂଆଦିଲ୍ଲୀ(ସମୃଦ୍ଧଓଡିଶା)ରାଜନୀତିକୁ ଆସିବାକୁ ଆଗ୍ରହୀ ଥିବା ଯୁବପିଢ଼ିଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗୁରୁମନ୍ତ୍ର ପ୍ରଦାନ । ଦେଶବାସୀଙ୍କୁ ମନର କଥା କହିଲେ ପ୍ରଧାନମନ୍ତ୍ରୀ। ଆଜି ମନ କି ବାତର ୧୧୩ତମ ସଂସ୍କରଣରେ

ରାଜୀବ ଗାନ୍ଧୀଙ୍କ ୮୦ତମ ଜନ୍ମ ତିଥି ପାଳନ

ରାଜୀବ ଗାନ୍ଧୀ ଯୁବକମାନଙ୍କ ଆଦର୍ଶ ଯାହାକି ଆଜି ଆମେ ୧୮ ବର୍ଷ ବୟସରେ ଯେଉଁ ଭୋଟ ଦେବାର ଅଧିକାର ପାଇଛେ କେବଳ ସେଇ ରାଜୀବ ଗାନ୍ଧୀଙ୍କ ଯୋଗୁ ସମ୍ଭବ ହେଇଛି।

ଚଳିତ ବର୍ଷଠାରୁ ରାଜ୍ୟସ୍ତରୀୟ ସ୍ୱାୟତ୍ତ ଶାସନ ଦିବସ ପାଳନ କରାଯିବ

ଭୁବନେଶ୍‌ର(ସମୃଦ୍ଧଓଡିଶା) ଚଳିତ ବର୍ଷଠାରୁ ରାଜ୍ୟସ୍ତରୀୟ ସ୍ୱାୟତ୍ତ ଶାସନ ଦିବସ ପାଳନ କରାଯିବ । ଏ ବାବଦରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡା. କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ

ଇବ୍‌ନଦୀ ଉପରେ ନୂତନ ପୋଲ ନିର୍ମାଣ ନେଇ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀଙ୍କୁ ପତ୍ର ଲେଖିଲେ ମନ୍ତ୍ରୀ ସୁରେଶ ପୂଜାରୀ

ଭୁବନେଶ୍ୱର(ସମୃଦ୍ଧଓଡିଶା)ଇବ୍‌ନଦୀ ଉପରେ ଜାତୀୟ ରାଜପଥ ୪୯ (ପୁରୁଣା ଜାତୀୟ ରାଜପଥ-୨୦୦)ର ଭଗ୍ନ ଓ ଜରାଜୀର୍ଣ୍ଣ ଅବସ୍ଥାରେ ଥିବା ପୋଲ ବଦଳରେ ଏକ ନୂତନ ପୋଲ ନିର୍ମାଣ ପାଇଁ ୨୦୧୯ରୁ ୨୦୨୪

ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତରେ ୬ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: ୪ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୁଳକ ସହାୟତା

ଭୁବନେଶ୍ୱର(ସମୃଦ୍ଧଓଡିଶା) ଆଜି ରାଜ୍ୟର ୪ଟି ଜିଲ୍ଲାରେ ବଜ୍ରପାତ ଯୋଗୁଁ ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ

କୃଷି କ୍ଷେତ୍ରରେ ଡିଜିଟାଲ ସର୍ବେକ୍ଷଣ ନୀତି ଆପଣେଇବାରେ ଓଡ଼ିଶା ପ୍ରଥମ ରାଜ୍ୟ

ଭୁବନେଶ୍ୱର(ସମୃଦ୍ଧଓଡିଶା) କୃଷି କ୍ଷେତ୍ରରେ ଡିଜିଟାଲ ସର୍ବେକ୍ଷଣ ନୀତି ଆପଣେଇ ଫସଲ ଉତ୍ପାଦନ ଓ ପ୍ରକ୍ରିୟାକରଣକୁ ସହଜ କରିବା ପାଇଁ ଇ-ଚାଷ ଆପ୍‌ ଓ ପୋର୍ଟାଲର ଶୁଭାରମ୍ଭ ଆଜି ଉପମୁଖ୍ୟମନ୍ତ୍ରୀ ତଥା

ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କଲେ ବିଜେପି ନେତା ଜଗନ୍ନାଥ ପ୍ରଧାନ : ୧୦ଜଣ ବିଧାୟକ ପ୍ରସ୍ତାବକ

ଭୁବନେଶ୍ୱର(ସମୃଦ୍ଧଓଡିଶା) ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ନେତା ଜଗନ୍ନାଥ ପ୍ରଧାନ। ସେ ରିଟର୍ଣ୍ଣିଂ ଅଫିସରଙ୍କ ପାଖରେ ନାମାଙ୍କନ ଦାଖଲ କରିଛନ୍ତି। ଦଳ ପକ୍ଷରୁ ତାଙ୍କୁ ରାଜ୍ୟସଭା ପ୍ରାର୍ଥୀ କରାଯାଇ

ସଚିବସ୍ତରୀୟ ବୈଠକ : ଯୋଜନା ଅନୁଯାୟୀ କାର୍ଯ୍ୟକ୍ରମ ତ୍ୱରାନ୍ୱିତ କରି ଖର୍ଚ୍ଚ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ଵର(ସମୃଦ୍ଧଓଡିଶା) ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମସ୍ତ ବିଭାଗୀୟ ସଚିବ ମାନଙ୍କୁ ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରି ଯୋଜନା ଖର୍ଚ୍ଚ ବୃଦ୍ଧି କରିବାକୁ