ଜାତୀୟ ଶିକ୍ଷାନୀତି ପ୍ରଣୟନ ଦ୍ୱାରା ବିଶ୍ୱବିଦ୍ୟାଳୟର ଶୈକ୍ଷିକ ସଂସ୍କୃତି ବଜାୟ ରହିବ : ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ
ଭୁବନେଶ୍ୱର(ସମୃଦ୍ଧଓଡିଶା)ଓଡ଼ିଶାରେ ଉଚ୍ଚଶିକ୍ଷା କ୍ଷେତ୍ରରେ ଜାତୀୟ ଶିକ୍ଷାନୀତିର ପ୍ରଣୟନ ନିମନ୍ତେ ଆଜି ଉତ୍କଳ ବିଶ୍ୱବିଦ୍ୟାଳୟ ଦୀକ୍ଷାନ୍ତ ଭବନ ଠାରେ ଏକ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରାଷ୍ଟ୍ରୀୟ ଶୈକ୍ଷିକ