Category: Top News

+୨ ନବାଗତ ବିଦ୍ୟାର୍ଥିଙ୍କୁ ସମ୍ବର୍ଦ୍ଧନା : ଶିକ୍ଷାର ମୂଳ ତିକ୍ତ, କିନ୍ତୁ ଫଳ ମିଠା ଅଟେ ପରାମର୍ଶ ଦେଲେ କଲେଜ ଅଧ୍ୟକ୍ଷ

ଆସିକା(ସମୃଦ୍ଧଓଡିଶା) ଓଡିଶା ସରକାରଙ୍କ ନିର୍ଦ୍ଦେଶ କ୍ରମେ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ନବାଗତ ବିଦ୍ୟାର୍ଥୀଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରି ଆସିକା ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟକ୍ଷ

୭୮ତମ ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ

ପାରଳାଖେମୁଣ୍ଡି-(ସମୃଦ୍ଧଓଡିଶା)-ଚଳିତ ବର୍ଷର ଜିଲ୍ଲା ସ୍ତରୀୟ ୭୮ତମ ସ୍ଵାଧୀନତା ଦିବସ ଗଜପତି ଷ୍ଟାଡିୟମ୍ ଠାରେ ମହା ସମାରୋହରେ ପାଳିତ ହେବ। ଚଳିତ ବର୍ଷର ସ୍ଵାଧୀନତା ଦିବସଟିକୁ ଉତ୍ସାହ ଓ ଉଦ୍ଦୀପନାର ସହ

ମିଶନ ଶକ୍ତି ବିଭାଗ କାର୍ଯ୍ୟକଳାପର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା : ଏସ୍‌ଏଚଜି ଋଣର ହେବ ତଦାରଖ

ଭୁବନେଶ୍ୱର(ସମୃଦ୍ଧଓଡିଶା) ଗତକାଲି ସନ୍ଧ୍ୟା ଯାଏଁ ଭୁବନେଶ୍ୱର ସ୍ଥିତ ମିଶନ ଶକ୍ତି ଭବନଠାରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ବିଭାଗର ବିଭିନ୍ନ ଯୋଜନା ଏବଂ କାର୍ଯ୍ୟକଳାପର ବିସ୍ତୃତ ସମୀକ୍ଷା କରିଥିଲେ ।

ଗତ ରାତିରେ କ୍ୟାପିଟାଲ ହସ୍ପିଟାଲରେ ମୁଖ୍ୟମନ୍ତ୍ରୀ : ରୋଗୀମାନଙ୍କ ଯତ୍ନ କିପରି ନିଆ ଯାଉଛି ତାର କଲେ ତଦାରଖ

କ୍ୟାପିଟାଲ ହସ୍ପିଟାଲରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରୋଗୀ, ଅସ୍ଥାୟୀ କର୍ମଚାରୀ ଓ ଡାକ୍ତର ମାନଙ୍କ ସହ ଆଲୋଚନା କରୁଛନ୍ତି। ଭୁବନେଶ୍ୱର(ସମୃଦ୍ଧଓଡିଶା) ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ

ଗଣ୍ଡଳା ଗ୍ରାମରେ ବିଜେପିର ବନ୍ଧୁ ମିଳନ ଓ ଆଲୋଚନା ଚକ୍ର

ହିଞ୍ଜିଳିକାଟୁ(ସମୃଦ୍ଧଓଡିଶା)ହିଞ୍ଜିଳିକାଟୁ ବ୍ଳକ୍ ଅନ୍ତର୍ଗତ ଗଣ୍ଡଳା ଗ୍ରାମପଞ୍ଚାୟତ ଅଧିନସ୍ଥ ମା ବୁଢୀ ଠାକୁରାଣୀ ମନ୍ଦିର ପ୍ରାଙ୍ଗଣରେ ଗଣ୍ଡଳା ମଣ୍ଡଳ ସଭାପତି ନାରଣ ଦଳାଇଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଦିନ ଏକ ବନ୍ଧୁ ମିଳନ

ଖରିଫ ଧାନ କ୍ରୟ ପାଇଁ ଚାଷୀ ପଞ୍ଜିକରଣର ପ୍ରଚାର ରଥ ଶୁଭାରମ୍ଭ

ପାରଳାଖେମୁଣ୍ଡି, -(ସମୃଦ୍ଧଓଡିଶା)-ଜିଲ୍ଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ତରଫରୁ ଖରିଫ ଧାନ କ୍ରୟ ପାଇଁ ଚାଷୀ ପଞ୍ଜିକରଣ ପ୍ରକ୍ରିୟା ୧୫ ଜୁଲାଇ ଠାରୁ ଆରମ୍ଭ ହେଉଛି। ଧାନ

ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନପର୍ବତାରୋହୀ ବିଭାରାଣୀଙ୍କ ସାହାସିକତା କାର୍ଯ୍ୟ ଯୁବ ସମାଜ ପାଇଁ ପ୍ରେରଣା କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ସମୃଦ୍ଧଓଡିଶା) ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ପର୍ବତାରୋହୀ ବିଭାରାଣୀ ପାତ୍ର ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ତାଙ୍କର ଆଗାମୀ ପର୍ବତାରୋହଣ ଅଭିଯାନ ପାଇଁ ଆଶୀର୍ବାଦ

ଉଚ୍ଚ ଶିକ୍ଷା, ଓଡ଼ିଆ ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀଙ୍କ ଦିନିକିଆ ହିଞ୍ଜିଳି ଗସ୍ତ : ଆଲୋଚନା ଓ ସମୀକ୍ଷା

ହିଞ୍ଜିଳିକାଟୁ (ସମୃଦ୍ଧଓଡିଶା)ଗଞ୍ଜାମ ଦିନିକିଆ ଗସ୍ତରେ ଉଚ୍ଚଶିକ୍ଷା, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଗୁରୁବାର ହିଞ୍ଜିଳିକାଟୁ ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା ଓ ଆଲୋଚନା

ଗୋଲାମୁଣ୍ଡା ବ୍ଲକ୍‌ ବିଡିଓ ଅକ୍ଷାମିତା କାର୍ତ୍ତିକ ଭିଜିଲାନ୍ସ ଜାଲରେ

ଭୁବନେଶ୍ୱର(ସମୃଦ୍ଧଓଡିଶା)ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବିଡ଼ିଓ ଅକ୍ଷୟମିତା କାର୍ତ୍ତିକ। ଆଜି (ଗୁରୁବାର) ଅପରାହ୍ନରେ ଡିଆରଡିଏ ମିଟିଙ୍ଗ ସାରି ସରକାରୀ ଗାଡିରେ ୪.୯୨ଲକ୍ଷ ଟଙ୍କା ନେଇ ଭବାନୀପାଟଣାରୁ ଗୋଲାମୁଣ୍ଡାକୁ ଆସୁଥିବା

ବାବୁସାନଙ୍କ ଜନ୍ମଦିନ ଧମାକା : ନୂଆ ସିନେମାର ଶୀର୍ଷକ ଘୋଷଣା

କଟକ (ସମୃଦ୍ଧଓଡିଶା) ଓଡ଼ିଆ ଚଳଚ୍ଚିତ୍ରର ସୁପରଷ୍ଟାର ବାବୁସାନ ମହାନ୍ତିଙ୍କ ଜନ୍ମଦିନ ଅବସରରେ ନୂଆ ଚଳଚିତ୍ରର ଶୀର୍ଷକ ଘୋଷଣା ହେଇଯାଇଛି। ବାବୁସାନଙ୍କ ଅସଂଖ୍ୟ ପ୍ରଶଂସକ , ଓଡ଼ିଆ ଚଳଚ୍ଚିତ୍ର ଜଗତର ବହୁ

ବିଜେଡି ଭାଙ୍ଗିବା ଷଡ଼ଯନ୍ତ୍ରରେ ଗଞ୍ଜାମର ଭୂମିକା ନେଇ ସରଗରମ

ଭୁବନେଶ୍ୱର(ସମୃଦ୍ଧଓଡିଶା) ବିଜେଡିର ପୂର୍ବତନ ରାଜ୍ୟ ସଭା ଏମପି ମମତା ମହାନ୍ତଙ୍କ ଇସ୍ତଫାକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇ ଉଠିଛି । ମମତା ରାଜ୍ୟ ସଭା ଏମପି ପଦ ସହ

ବିଶ୍ୱ ସ୍ତନ୍ୟପାନ ସପ୍ତାହ ଶୁଭାରମ୍ଭ : ସବୁ ଅଙ୍ଗନବାଡ଼ି କେନ୍ଦ୍ରରେ ଲାଗିବ ସ୍ତନ୍ୟପାନ ସଚେତନତା ବ୍ୟାନର

ଭୁବନେଶ୍ୱର(ସମୃଦ୍ଧଓଡିଶା) ଆଜି ଭୁବନେଶ୍ୱରସ୍ଥିତ ରାଜ୍ୟ ସମାଜ କଲ୍ୟାଣ ବୋର୍ଡରେ ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ଶୁଭାରମ୍ଭ କରାଯାଇଛି । ଏହି ଶୁଭାରମ୍ଭ କାର୍ଯ୍ୟକ୍ରମରେ

ପଶ୍ଚିମବଙ୍ଗର ମନମୁଖୀ କାର୍ଯ୍ୟ ପ୍ରତିବାଦରେ ଉତ୍ତରପ୍ରଦେଶରୁ ଆସିବ ଆଳୁ : ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି : ଯୋଗାଣ ମନ୍ତ୍ରୀ ଶ୍ରୀ ପାତ୍ର

ଭୁବନେଶ୍ୱର(ସମୃଦ୍ଧଓଡିଶା) ରାଜ୍ୟରେ ଆଳୁ ସଙ୍କଟର ସମାଧାନ ପାଇଁ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏଣିକି ଉତ୍ତରପ୍ରଦେଶରୁ ଓଡ଼ିଶାକୁ ଆଳୁ ଆଣିବା ବ୍ୟବସ୍ଥା କରାଯିବ ।

ଓକିଲ ଲାଇସେନ୍ସ ପାଇଁ ପଞ୍ଜିକରଣ ଫି ବୃଦ୍ଧିକୁ ରୋକ୍ ଲାଗିବା ସ୍ଵାଗତ ଯୋଗ୍ୟ – ପୀତବାସ ପଣ୍ଡା

ବ୍ରହ୍ମପୁର(ସମୃଦ୍ଧଓଡିଶା) ନିକଟରେ ମାନ୍ୟବର ସୁପ୍ରିମକୋର୍ଟ ନୂତନ ଭାବରେ ଆଇନକୁ ପେଶା କରିବାକୁ ଚାହୁଁଥିବା ଆଇନଜୀଵୀ ମାନଙ୍କ ଠାରୁ ବିଭିନ୍ନ ରାଜ୍ୟରେ ବାର୍ କାଉନସିଲ୍ ଭିନ୍ନ ଭିନ୍ନ ଫି ଆଦାୟ କରୁଥିବା

ସାପ୍ତାହିକ, ପାକ୍ଷିକ ଓ ମାସିକ ସମ୍ବାଦପତ୍ରର ସମ୍ପାଦକମାନେ ଭେଟିଲେ ମୁଖ୍ୟମନ୍ତ୍ରୀଙ୍କୁ : ଭଲ ବଜେଟ ପାଇଁ ଅଭିନନ୍ଦନ ଜଣାଇଲେ

ଭୁବନେଶ୍ୱର(ସମୃଦ୍ଧଓଡିଶା) ଆଜି ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ବିଭିନ୍ନ ସାପ୍ତାହିକ, ପାକ୍ଷିକ ଓ ମାସିକ ସମ୍ବାଦପତ୍ରର ସମ୍ପାଦକମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଶୁଭେଚ୍ଛା ଜଣାଇବା ସହିତ ରାଜ୍ୟ ବାସୀଙ୍କ

ରାଜ୍ୟସ୍ତରୀୟ ରଚନା ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କଲେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ତପସ୍ୱିନୀ ବେହେରା

ଭୁବନେଶ୍ୱର(ସମୃଦ୍ଧଓଡିଶା)ରାଜ୍ୟସ୍ତରୀୟ ରଚନା ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କଲେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀ ଛାତ୍ରୀ ତପସ୍ୱିିନୀ ବେହେରା । ଓଡ଼ିଶା ସାହିତ୍ୟ ଏକାଡେମୀ ଆନୁକୂଲ୍ୟରେ ଏହି ରାଜ୍ୟସ୍ତରୀୟ

ଇସ୍ପାତ ଓ ଖଣି ମନ୍ତ୍ରୀ କହିଲେ ‘ପଥର କାରିଗରମାନଙ୍କୁ କଞ୍ଚାମାଲ ଯୋଗାଇ ଦିଆଯିବ’

ଭୁବନେଶ୍ୱର(ସମୃଦ୍ଧଓଡିଶା)ରାଜ୍ୟର ପଥର କାରିଗରମାନଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି କଞ୍ଚାମାଲ ଯୋଗାଇଦେବା ସକାଶେ ସରକାରଙ୍କ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯିବ । ପଥର ଶିଳ୍ପୀମାନଙ୍କ ପାଇଁ ‘ଓଡ଼ିଶା ଆର୍ଟିସାନ୍‌ ଗ୍ରେଡ୍‌ ଷ୍ଟୋନ

୧୫ ହଜାର ଯୁବକ ଯୁବତୀଙ୍କ ପାଇଁ ନିଯୁକ୍ତି ସୁଯୋଗ, ମହିଳାମାନଙ୍କୁ ଅଗ୍ରାଧିକାର ଭିତ୍ତିରେ ନିଯୁକ୍ତି ମିଳିବ : ମନ୍ତ୍ରୀ ସ୍ୱାଇଁ

ଭୁବନେଶ୍ୱର(ସମୃଦ୍ଧଓଡିଶା) ଆଜି ପୂର୍ବାହ୍ନରେ ଶିଳ୍ପମନ୍ତ୍ରୀ ଶ୍ରୀସମ୍ପଦ ଚନ୍ଦ୍ର ସ୍ୱାଇଁ ଡେରାସସ୍ଥିତ ସି-ଫୁଡ୍‌ ପାର୍କ ଶିଳ୍ପାଞ୍ଚଳ ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି । ଏହି ଅବସରରେ ମନ୍ତ୍ରୀ ଶ୍ରୀସ୍ୱାଇଁ

ସଖୀ ୱାନଷ୍ଟପ କେନ୍ଦ୍ରର ୫ମ ବାର୍ଷିକ ଉତ୍ସବ ପାଳନ ଓ ମିଳିତ କ୍ରିୟାନୁଷ୍ଠାନ କମିଟି ବୈଠକ ଅନୁଷ୍ଠିତ

ପାରଳାଖେମୁଣ୍ଡି -(ସମୃଦ୍ଧଓଡିଶା)-ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ରାଜ୍ୟ ସହାୟତା କେନ୍ଦ୍ର / (ଶକ୍ତି ସମ୍ବଳ) ୱାନ୍‌ଷ୍ଟପ କେନ୍ଦ୍ରର ୫ମ ବାର୍ଷିକ ଉତ୍ସବ ଏବଂ ମିଳିତ କ୍ରିୟାନୁଷ୍ଠାନ

ପିରାମଲ୍ ସ୍ଵାସ୍ଥ୍ୟ ଏବଂ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ମିଳିତ ସହଯୋଗରେ ବ୍ଲକ ସ୍ତରୀୟ ଟାସ୍କଫୋର୍ସ ବୈଠକ ଅନୁଷ୍ଠିତ

ଗୁଣପୁର-(ସମୃଦ୍ଧଓଡିଶା)-ଆଜି ସ୍ଥାନୀୟ ପଞ୍ଚାୟତ ସମିତି ବୈଠକ ଗୃହ ଠାରେ ପଞ୍ଚାୟତ ସମିତି ଅଧ୍ୟକ୍ଷା ଝିଲ୍ଲି ଶବର ଙ୍କ ଅଧ୍ୟକ୍ଷତାରେ ବ୍ଲକ୍ ସ୍ତରୀୟ ଟାସ୍କଫୋର୍ସ ବୈଠକ ଅନୁଷ୍ଠିତ ହୋଇ ଯାଇଛି। ଏହି

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଠାରୁ ଜନ୍ମ ଦିନର ଆଶ୍ରିବାଦ ସହ ଶୁଭେଚ୍ଛା ନେଲେ ପାରଳା ବିଧାୟକଙ୍କ ଜ୍ୟେଷ୍ଠ କନ୍ୟା ଧୃତିମୋକ୍ଷ

ପାରଳାଖେମୁଣ୍ଡି(ସମୃଦ୍ଧଓଡିଶା)ଆଜି ପାରଳା ବିଧାୟକ ରୁପେଶ କୁମାର ପାଣିଗ୍ରାହୀଙ୍କ ଜ୍ୟେଷ୍ଠ କନ୍ୟା ଧୃତିମୋକ୍ଷ ପାଣିଗ୍ରାହୀଙ୍କ ଜନ୍ମଦିନ।  ଏହି ଅବସରରେ ବିଧାୟକଙ୍କ ସପରିବାର ପୂର୍ବତନ ମୂଖ୍ୟମନ୍ତ୍ରୀ ତଥା ବିରୋଧି ଦଳ ନେତା ଶ୍ରୀ

ଲେଡି ଲାୟନ ତରଫରୁ ସାୱନ କ୍ୟୁନ୍ ପ୍ରତିଯୋଗିତା …

ରାଉରକେଲା(ସମୃଦ୍ଧଓଡିଶା)ମହିଳା ମାନଙ୍କ ପାଇଁ ଉଦ୍ଦିଷ୍ଟ ସାମାଜିକ ଅନୁଷ୍ଠାନ ଲେଖି ଲାୟନ ତରଫରୁ ସାୱନ କ୍ୟୁନ୍ ପ୍ରତିଯୋଗିତା ସେକ୍ଟର ୬ସ୍ଥିତ ସରୋବର ଉଦ୍ୟାନ ଠାରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ବନ୍ଦିତା

ଅଗ୍ନିଶମ ଡି.ଆଇ.ଜି ବରିଷ୍ଠ ଆଇପିଏସ ଅଫିସର ରାଜେଶ ପଣ୍ଡିତଙ୍କୁ ମୁଖ୍ୟମନ୍ତ୍ରୀ କଲେ ନିଲମ୍ବନ

ଭୁବନେଶ୍ୱର(ସମୃଦ୍ଧଓଡିଶା)୨୦୦୭ ବ୍ୟାଚ ଆଇପିଏସ ପଣ୍ଡିତ ରାଜେଶ ଉତ୍ତମରାଓଙ୍କୁ ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ନିଜ କ୍ଷମତାର ଅପବ୍ୟବହାର କରି ଜଣେ ମହିଳା ଇନ୍ସପେକ୍ଟରଙ୍କୁ ପ୍ରେମ ନିବେଦନ କରିବା ତାଙ୍କୁ

ଓଡ଼ିଶାରେ ବୈଷୟିକଶିକ୍ଷା ଓ ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ଅଗ୍ରାଧିକାର ଦିଆଯାଉଛି : ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ

ଭୁବନେଶ୍ୱର(ସମୃଦ୍ଧଓଡିଶା) ଓଡ଼ିଶାରେ ବୈଷୟିକଶିକ୍ଷା ଓ ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ଆମସରକାରଅଗ୍ରାଧିକାର ଦେଉଛନ୍ତି । ସେଥିପାଇଁସରକାରଗଠନରକିଛିଦିନ ବ୍ୟବଧାନମଧ୍ୟରେ ଏ କ୍ଷେତ୍ରରେ ଅନେକଗୁଡ଼ିଏ କାର୍ଯ୍ୟକ୍ରମ ହାତକୁ ନିଆଯାଇ ସାରିଲାଣି । ଆଜି ରାଜଭବନ

ଲଗାଣ ବର୍ଷା ପ୍ରଭାବରେ ବିଭିନ୍ନ ଜଳଭଣ୍ଡାର ଓ ନଦୀରେ ଜଳପ୍ରବାହ ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର(ସମୃଦ୍ଧଓଡିଶା) ସଂପ୍ରତି ରାଜ୍ୟରେ ଲଘୁଚାପଜନିତ ଲଗାଣ ବର୍ଷାଫଳରେ ହୀରାକୁଦ ସମେତ ବିଭିନ୍ନ ନଦୀ ଅବବାହିକାରେ ଥିବା ଜଳଭଣ୍ଡାରଗୁଡିକର ଜଳସ୍ତର, ବିଭିନ୍ନ ନଦୀରେ ଜଳପ୍ରବାହ  ସ୍ଥିତି ଓ ଏଥି ପାଇଁ  ଜଳସଂପଦ

ସିଭିପିର ୧୫ତମ ବାର୍ଷିକ ମେଧାବୀ ପ୍ରତିଭା ସମ୍ମାନ ଅନୁଷ୍ଠିତ

ନିଆଳୀ -(ସମୃଦ୍ଧଓଡିଶା)ନିଆଳୀ ବ୍ଲକ ଦେବୀ କନ୍ଦଳ ଦ୍ୱିପାଞ୍ଚଳ ଅନ୍ତର୍ଗତ ବଢିଆସାହି ସରସ୍ୱତୀ ଶିଶୁ ମନ୍ଦିର ପରିସରରେ ସ୍ୱେଛାସେବୀ ସଂଗଠନ ଛାତ୍ର ଯୁବ ବିକାଶ ପରିଷଦ (ସିଭିପି)ପକ୍ଷରୁ ୧୫ତମ ବାର୍ଷୀକ ମେଧାବୀ

“ଶିକ୍ଷା ସପ୍ତାହ”ର ଶେଷ କାର୍ଯ୍ୟକ୍ରମ ଦିବସ : ବିଦ୍ୟାଞ୍ଜଳୀ ପୋର୍ଟାଲ ମାଧ୍ୟମରେ ଯୋଡ଼ି ହେବେ ପୁରାତନ ଛାତ୍ରଛାତ୍ରୀ ଓ ଅଭିଭାବକ

ଭୁବନେଶ୍ବର(ସମୃଦ୍ଧଓଡିଶା)ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକରେ ପାଳନ ହେଉଛି ‘ଶିକ୍ଷା ସପ୍ତାହ’ । କେନ୍ଦ୍ର ସରକାରଙ୍କ ଦ୍ବାରା ପ୍ରଣୀତ ଜାତୀୟ ଶିକ୍ଷାନୀତି-୨୦୨୦ର ଗୁରୁତ୍ବପୂର୍ଣ୍ଣ ବିଷୟବସ୍ତୁକୁ ନେଇ ଏହି

ଏନଏସି ଅଧ୍ୟକ୍ଷାଙ୍କୁ ଅନାସ୍ଥା ଡର ?

ଭୁବନେଶ୍ୱର(ସମୃଦ୍ଧଓଡିଶା)ବିଧାନସଭା ନିର୍ବାଚନରେ ରାଜ୍ୟରେ ବିଜେପି ସଫଳତା ହାସଲ କରିବା ସହ ସରକାର ଗଠନ କରିଛି। ପୁରୀ ଜିଲ୍ଲାର ନିମାପଡ଼ା ନିର୍ବାଚନମଣ୍ଡଳୀକୁ ମଧ୍ୟ ବିଜେପି ଦଖଲ କରିଛି। ନିମାପଡ଼ାରେ ବିଜେପିର ବିଜୟ

ମୁଁ ମମତା ବାନାର୍ଜୀଙ୍କ ସହ ଆଲୋଚନା କରିଛି, ପରିସ୍ଥିତି ସ୍ବଭାବିକ ହେଉଛି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର(ସମୃଦ୍ଧଓଡିଶା) ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୪ ଦିନିଆ ନୂଆଦିଲ୍ଲୀ ଗସ୍ତ ଶେଷ କରି ଭୁବନେଶ୍ବରରେ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତର ସଫଳତାରେ ଖୁସିବ୍ୟକ୍ତ କରି ବିମାନ