Category: Top News

ରାଉରକେଲାରେ କଂଗ୍ରେସର ଗ୍ୟାରେଣ୍ଟି କାର୍ଡ ଲୋକାର୍ପଣ…

ରାଉରକେଲା(ସମୃଦ୍ଧଓଡିଶା)ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ଠାରେ କଂଗ୍ରେସ ତରଫରୁ ଗ୍ୟାରେଣ୍ଟି କାର୍ଡ ଲୋକାର୍ପଣ ହୋଇଯାଇଛି। ଦଳର ସଭାପତି ରବି ରାୟ ଙ୍କ ସଭାପତିତ୍ବରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ପ୍ରମୁଖ

ଗିରଫ ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ(ସମୃଦ୍ଧଓଡିଶା)ତଥାକଥିତ ଅବକାରୀ ନୀତି ଦୁର୍ନୀତି ଘଟଣାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ବଡ଼ କଥା କହିଛନ୍ତି। ଗିରଫ ପରେ ତାଙ୍କର ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଦେଶ

ନ୍ୟାସନାଲ ଫୁଲ କଣ୍ଟାକ୍ଟ କରାଟେ ଚମ୍ପିୟାନସିପ ଆସନ୍ତା ମାର୍ଚ୍ଚ ୨୯ ରେ

ରାଉରକେଲା(ସମୃଦ୍ଧଓଡିଶା) ନ୍ୟାସନାଲ ଫୁଲ କଣ୍ଟାକ୍ଟ କରାଟେ ଚମ୍ପିୟାନସିପ ୨୦୨୪ ଆସନ୍ତା ମାର୍ଚ୍ଚ ୨୯ ରୁ ଆରମ୍ଭ ହୋଇ ୩୧ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି। ଆଜି ପୂର୍ବାହ୍ନ

ଜବାହର ଉଚ୍ଚ ବିଦ୍ୟାପୀଠ ବାଳସିଠାରେ ବିଶ୍ୱ ଜଙ୍ଗଲ ଦିବସ ପାଳନ

ଭୂବନେଶ୍ଵର(ସମୃଦ୍ଧଓଡିଶା)ଗତ ଗୁରୁବାର ଦିନ ଜବାହର ଉଚ୍ଚ ବିଦ୍ୟାପୀଠ ବାଳସି ଠାରେ ବିଶ୍ୱ ଜଙ୍ଗଲ ଦିବସ ପାଳନ କରାଯାଇଥିଲା | ଉକ୍ତ ସଭାରେ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଅଭୟ କୁମାର ଦେବତା

ଭାରତ ପରିବାର ଫାଉଂଡେଶନ ଦ୍ୱାରା ଆନ୍ତର୍ଜାତିକ ମହିଳା ଦିବସ୨୦୨୪ ଅବସରରେ ସାରଗର୍ଭକ ଆଲୋଚନା ଚକ୍ର

ଭୁବନେଶ୍ୱର(ସମୃଦ୍ଧଓଡିଶା)ଭାରତ ପରିବାର ଫାଉଂଡେସନ ଦ୍ୱାରା ମହାବୋଧି ସୋସାଇଟି ଭାରତ ଶାଖା ପରିସରରେ ଆନ୍ତର୍ଜାତିକ ମହିଳା ଦିବସ ମହାଆଡମ୍ବରରେ ପାଳିତ ହୋଇ ଯାଇଅଛି| ଏହିବର୍ଷର ମୁଖ୍ୟବିଷୟ Invest in Women and

ପ୍ରକୃତି ଓ ପରିବେଶର ସୁରକ୍ଷା ଓ ସମୃଦ୍ଧି ପାଇଁ ଜଙ୍ଗଲ ଓ ବନ୍ୟଜନ୍ତୁଙ୍କ ସୃଷ୍ଟି ଓ ସୁରକ୍ଷା ଅପରିହାର୍ଯ୍ୟ’

ଭୁବନେଶ୍ୱର(ସମୃଦ୍ଧଓଡିଶା) ପ୍ରକୃତି ଯେତିକି ସମ୍ପଦ ଓଡ଼ିଶାକୁ ଦେଇଛି ସେତିକି ସମ୍ପଦ ଦେଶର ଅନ୍ୟ କୌଣସି ରାଜ୍ୟକୁ ପ୍ରଦାନ କରିନାହିଁ । ତେଣୁ ଓଡ଼ିଶାରେ ଜନ୍ମନେଇ ଆମେମାନେ ଭାଗ୍ୟବାନ । ପ୍ରକୃତି

ଇସ୍ପାତ ସହରରେ ବିଶ୍ୱ ପଖାଳ ଦିବସ ପାଳନ ….

ରାଉରକେଲା(ସମୃଦ୍ଧଓଡିଶା) ଇସ୍ପାତ ସହର ରାଉରକେଲାରେ ବିଶ୍ବ ପଖାଳ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ଵେ ସହରର ବିଭିନ୍ନ ଅନୁଷ୍ଠାନ ତରଫରୁ ବିଭିନ୍ନ ସ୍ଥାନରେ, ବିଭିନ୍ନ ହୋଟେଲରେ ପଖାଳ

ନମୋ ଏଗେଇନ୍ ହଙ୍ଗାମା କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ବ୍ରହ୍ମପୁର(ସମୃଦ୍ଧ ଓଡିଶା)୧୯ ତାରିଖ ମଙ୍ଗଳ ବାର ଦିନ ଭାରତୀୟ ଜନତା ଯୁବମୋର୍ଚ୍ଚା ଗଞ୍ଜାମ ଜିଲ୍ଲା ପକ୍ଷରୁ “ନମୋ ଏଗେଇନ୍ ହଙ୍ଗାମା କ୍ରିକେଟ ଟୁର୍ଣ୍ଣାମେଣ୍ଟ” ପୂର୍ବାହ୍ନରେ ଭାରତୀୟ ଜନତା ଯୁବମୋର୍ଚ୍ଚା ରାଜ୍ୟ

‘ସଂକଳ୍ପ’ର ସାମ୍ପ୍ରତିକ ଓଡ଼ିଆ ନାଟକ ଓ ମାନବିକ ମୁଲ୍ୟବୋଧ ଉପରେ ଆଲୋଚନା : ନାଟକ ଏକ ଶିକ୍ଷଣୀୟ ମାଧ୍ୟମ ଓ ଆମକୁ ସଂସ୍କାରିତ କରେ

ରାଉରକେଲା(ସମୃଦ୍ଧଓଡିଶା)ନାଟକ ଏକ ଶିକ୍ଷଣୀୟ ମାଧ୍ୟମ ଓ ଏହା ଆମକୁ ସଂସ୍କାରିତ କରିଛି। ମାନବିକତା ଉଦଯିପିତ ଥିବା ପର୍ଯ୍ୟନ୍ତ ମୂଲ୍ୟବୋଧ ବଞ୍ଚିରହିବ ବୋଲି ଆଲୋଚକ ମାନେ ମତପ୍ରକାଶ କରିଛନ୍ତି। ଓଡ଼ିଆ ଭାଷା,

ଜାତୀୟ ନାଟକ ମହୋତ୍ସବ ୨୦୨୪ ଆସନ୍ତା ମାର୍ଚ୍ଚ ୨୩ରୁ…

ରାଉରକେଲା(ସମୃଦ୍ଧଓଡିଶା)ରାଉରକେଲା ର ଅଗ୍ରଣୀ ନାଟ୍ୟାନୁଷ୍ଠାନ ‘ସମ୍ପର୍କ’ ପ୍ରତିବର୍ଷ ପରି ଚଳିତ ବର୍ଷ ରାଉରକେଲା ଇସ୍ପାତ କାରଖାନା ସହଯୋଗରେ ବିଶ୍ବନାଟ୍ୟ ଦିବସ ଅବସରରେ ଜାତୀୟ ନାଟକ ମହୋତ୍ସବ ଆସନ୍ତା ମାର୍ଚ୍ଚ ୨୩

ଛାତ୍ର ଆନ୍ଦୋଳନ ଦ୍ୱିତୀୟ ଦିନରେ : ଅଧ୍ୟକ୍ଷାଙ୍କ ସ୍ପଷ୍ଟୀକରଣ ପରେ ସ୍ଥଗିତ ହେଲା ଆନ୍ଦୋଳନ

ନିମାପଡା( ସମୃଦ୍ଧଓଡିଶା) ନିମାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ହୋଇଥିବା ଦୁର୍ନୀତି ବିରୁଦ୍ଧରେ ମଙ୍ଗଳବାର ଠାରୁ ଆରମ୍ଭ ହୋଇଥିବା ଛାତ୍ର ଆନ୍ଦୋଳନ ଆଜି ଦ୍ୱିତୀୟ ଦିନରେ ପହଁଚିଛି l ପ୍ରବଳ ବର୍ଷା ସତ୍ୱେ

ଜରିପାଲ ତଳେ କଟୁଛି ବିଳାଶଙ୍କ ପରିବାର

ଡେଲାଙ୍ଗ(ସମୃଦ୍ଧଓଡିଶା)ଗରିବ ହିତାଧିକାରୀଙ୍କ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ରହିଛି ମାଳମାଳ ଯୋଜନା। ଆଉ ଏଥିପାଇଁ ଖର୍ଚ୍ଚ ହେଉଛି କୋଟି କୋଟି ଟଙ୍କା। କିନ୍ତୁ ବିଭାଗୀୟ ଅଧିକାରୀଙ୍କ ଦାୟିତ୍ୱହିନତା

ବିଜେଡିରେ ଯୋଗ ଦେଲେ ଖଡ଼ିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ

ଭୁବନେଶ୍ବର(ସମୃଦ୍ଧଓଡିଶା)ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ଶଙ୍ଖଭବନରେ ଆୟୋଜିତ ମିଶ୍ରଣ ପର୍ବରେ ଶ୍ରୀ ପାଣିଗ୍ରାହୀ ବିଜେଡିରେ ସାମିଲ ହୋଇଛନ୍ତି।

ସବୁ କଳ୍ପନା ଓ ଜଳ୍ପନା ପରେ ନିମାପଡାରେ ବିଧାୟକ ପାଇଁ ଆଶାୟୀ ପ୍ରାର୍ଥୀଙ୍କ ମଧ୍ୟରେ ଆଗରେ ଜିତୁ ମହାନ୍ତି

ଗୋପ(ସମୃଦ୍ଧଓଡିଶା) ଆଗାମୀ ସାଧାରଣ ନିର୍ବାଚନ କୁ ଆଖି ଆଗରେ ରଖି ଓଡ଼ିଆ ର ସମସ୍ତ ଦଳୀୟ ନେତାମାନେ ଯଦିଓ ନିର୍ବାଚନ କୁ ନେଇ ସେତେ ବ୍ୟସ୍ତ ଥିବା ଜଣାପଡ଼ୁନି l

ଖୋର୍ଦ୍ଧା ଜିଲ୍ଲାରେ ନିର୍ବାଚନକୁ ଅବାଧ, ମୁକ୍ତ ଓ ନିରପେକ୍ଷ ଭାବେ ପରିଚାଳନା ପାଇଁ ଜିଲ୍ଲାପାଳଙ୍କ ପରାମର୍ଶ

ଭୁବନେଶ୍ୱର(ସମୃଦ୍ଧଓଡିଶା)ରାଜ୍ୟରେ ଉଭୟ ଲୋକସଭା ଓ ବିଧାନସଭା ନର୍ବାଚନ ପାଇଁ ଭାରତ ନିର୍ବାଚନ କମିଶନ ଗତକାଲିଠାରୁ ଘୋଷଣା କରିବା ପରେ ଆଦର୍ଶ ଆଚରଣ ବିଧି କଡ଼ାକଡ଼ି ପାଳନ କରିବା ପାଇଁ ଜିଲ୍ଲାପାଳ

ସ୍ୱରାଗିଣୀ ପାଳିଲା ଆନ୍ତର୍ଜାତିକ ମହିଳା ଦିବସ

ରାଉରକେଲା(ସମୃଦ୍ଧଓଡିଶା)ମହିଳାଙ୍କ ଅନୁଷ୍ଠାନ ସ୍ବରାଗିଣୀ ତରଫରୁ ଆନ୍ତର୍ଜାତିକ ମହିଳା ଦିବସ ସେକ୍ଟର ୨୦ସ୍ଥିତ ରାଉରକେଲା କ୍ଲବ୍ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ପ୍ରଫୁଲ୍ଲ ମଙ୍ଗଳ ଙ୍କ ସଭାପତିତ୍ବ ସମ୍ପାଦିକା

ଖ୍ରୀଷ୍ଟିୟାନ ଆଦିବାସୀ ସମ୍ମିଳନୀରେ ଇଂ ରୂପେଶ ପାଣିଗ୍ରାହୀ

ପାରଳାଖେମୁଣ୍ଡି(ସମୃଦ୍ଧଓଡିଶା)ଆଜି ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଅଜୟଗଡ ପଞ୍ଚାଯତର ଲୁଆରା ଗ୍ରାମରେ ଖ୍ରୀଷ୍ଟିଆନ ଆଦିବାସୀ ମାନଙ୍କ ସଭାରେ ଯୋଗ ଦେଲେ ବିଜେଡ଼ି ଯୁବ ନେତା ଇଂ ରୁପେଶ ପାଣିଗ୍ରାହୀ।

୪ଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ ହେବ : ଆଜିଠୁ ଆଦର୍ଶ ଆଚରଣ ବିଧି ଲାଗୁ 

ନୁଆଁଦିଲ୍ଲୀ(ସମୃଦ୍ଧଓଡିଶା)ଓଡ଼ିଶାରେ ଉଭୟ ଲୋକସଭା ଓ ବିଧାନସଭା ଭୋଟ୍ ପାଇଁ ଆଜି ତାରିଖ ଘୋଷଣା ହୋଇଛି। ରାଜ୍ୟରେ ୪ଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ କରାଯିବ। ଆଜି ନିର୍ବାଚନ କମିଶନ ଏହି ତାରିଖ

ପ୍ରଧାନମନ୍ତ୍ରୀଙ୍କ ରୋଡ୍‌ଶୋ’କୁ ମିଳିଲାନି ଅନୁମତି : ମାର୍ଚ୍ଚ ୧୮ ତାରିଖରେ ମୋଦି କରିଥା’ନ୍ତେ ରୋଡ୍‌ ଶୋ’

କୋଇମ୍ବାଟୁର(ସମୃଦ୍ଧଓଡିଶା) ତାମିଲନାଡୁର କୋଏମ୍ବାଟୁରରେ ରୋଡ୍‌ଶୋ’ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମିଳିଲା ନାହିଁ ଅନୁମତି। କିଛି ଜାତୀୟ ଗଣମାଧ୍ୟମରେ ଆଜି ଏହି ଖବର ଆସିଛି। ମାର୍ଚ୍ଚ ୧୮ ତାରିଖରେ କୋଏମ୍ବାଟୁରରେ ଏକ

ଆସନ୍ତାକାଲି ଅପରାହ୍ନରେ ବିଜ୍ଞାନ ଭବନରେ ସାମ୍ବାଦିକ ସମ୍ମିଳନୀରେ ଘୋଷଣା ହେବ ଦେଶର ନିର୍ବାଚନ ତାରିଖ

ନୁଆଁ ଦିଲ୍ଲୀ (ସମୃଦ୍ଧଓଡିଶା )ଆସନ୍ତାକାଲି ପ୍ରକାଶ ପାଇବ ନିର୍ବାଚନ ତାରିଖ। ଲୋକସଭା ଓ କିଛି ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହେବ। ଏନେଇ ଅପରାହ୍ନ ୩ଟାରେ ନିର୍ବାଚନ କମିଶନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

“ଜଣେ ପ୍ରବାସୀର ଦୃଷ୍ଟିରେ ପ୍ରଗତିର ଓଡ଼ିଶା ଓ ବିଜେଡ଼ି” ପୁସ୍ତକ ଉନ୍ମୋଚିତ

ଭୁବନେଶ୍ବର(ସମୃଦ୍ଧଓଡିଶା) ଓଡ଼ିଶା ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ଏବଂ ଏହାର ସଫଳତାର ଅନନ୍ୟ କାହାଣୀକୁ ନେଇ ଝାଡ଼ଖଣ୍ଡରେ ଅବସ୍ଥାନ କରୁଥିବା ବିଶିଷ୍ଟ ସ୍ତମ୍ଭକାର ଶ୍ରୀ ବାଦଲ ଭୂୟାଁ ଦ୍ବାରା ଲିଖିତ

କୋମଳ ମତି ଶିଶୁ ହେଉଛି ମାଟି କଣ୍ଢେଇ,ତାଙ୍କୁ ସୁନ୍ଦର କରି ଗଢିବା ଆମ ଦାୟିତ୍ଵ : ମହାନ୍ ସଂଘ ସଭାପତି ଶ୍ରୀ ସାବତ

ବ୍ରହ୍ମପୁର(ସମୃଦ୍ଧଓଡିଶା)କୋମଳ ମତି ଶିଶୁ ମାନେ କଞ୍ଚା ମାଟି ସଦୃଶ୍ୟ, କୁମ୍ଭାର କଞ୍ଚା ମାଟି କୁ ନିଜ ହାତରେ ଯେମିତି ଯତ୍ନରେ ସୁନ୍ଦର ଭାବେ ଗଢେ ସେମିତି ଶିଶୁ ମାନଙ୍କୁ ଯତ୍ନ

ଭାରତୀୟ ମୂଲ୍ୟବୋଧ ଓ ପରମ୍ପରାକୁ ନିତିଦିନ ଶିକ୍ଷାରେ ସଂଯୋଜିତ କରାଯିବା ଆବଶ୍ୟକ: ସୁନୀତି ମୁଣ୍ଡ୍‌‌

ଭୁବନେଶ୍ୱର(ସମୃଦ୍ଧଓଡିଶା)ଭାରତର ଶିକ୍ଷା, ସଂସ୍କୃତି ଓ ମୂଲ୍ୟବୋଧ ଅତି ମହାନ୍‌‌। ଯେଉଁଥିପାଇଁ ଅନେକ ବିଦେଶୀ ଛାତ୍ରଛାତ୍ରୀ ଓ ଗବେଷକ ଭାରତର ଶିକ୍ଷା, ସଭ୍ୟତା, ସଂସ୍କୃତି ପ୍ରତି ଆଗ୍ରହ ପ୍ରକାଶ କରୁଛନ୍ତି ଏବଂ

ଉତ୍କଳ ସିନେ ଚାମ୍ବର ଅଫ କମର୍ସ ର ରକ୍ତଦାନ ଶିବିର

ଭୁବନେଶ୍ୱର(ସମୃଦ୍ଧଓଡିଶା)ଉତ୍କଳ ସିନେ ଚାମ୍ବର୍ସ ଅଫ କମର୍ସ ତରଫରୁ ଏକ ବଡ଼ ଧରଣର ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା l ଅନୁଷ୍ଠାନର ସମସ୍ତ ସଭ୍ୟ ଏହି ଶିବିର ରେ ଯୋଗଦାନ କରିଥିଲେ

ଡେଲାଙ୍ଗ ବ୍ଲକରେ ନୂତନ ଯୁବ ଭୋଟର ସଚେତନତା ଶିବିର ଅନୁଷ୍ଠିତ

ଡେଲାଙ୍ଗ:(ସମୃଦ୍ଧଓଡିଶା)ଭାରତ ସରକାରଙ୍କ ର କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ଦ୍ବାରା ପରିଚାଳିତ ନେହେରୁ ଯୁବ କେନ୍ଦ୍ର, ପୁରୀ ସହାୟତାରେ ଏବଂ ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ଆକ୍ସନ ଆଣ୍ଡେ

ଡେଲାଙ୍ଗରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଡେଲାଙ୍ଗ (ସମୃଦ୍ଧଓଡିଶା)ନେହୁରୁ ଯୁବ କେନ୍ଦ୍ର,ପୁରୀ ଓ ଇଣ୍ଟେଲେକଚୁଆଲ କ୍ଳବ, ଘୋରଡ଼ିଆ, ଡେଲାଙ୍ଗ ଆନୁକୂଲ୍ୟରେ ଆନ୍ତର୍ଜାତୀୟ ମହିଳା ଦିବସ ଡେଲାଙ୍ଗ ଷ୍ଟେସନ ବଜାର ସନ୍ନିକଟ ଆଞ୍ଚଳିକ ଦକ୍ଷତା ବିକାଶ ପ୍ରତିଷ୍ଠାନ ପରିସରରେ

ମହିଳା ମାନଙ୍କର ଲୋହିତ ରକ୍ତ କଣିକାର ପରୀକ୍ଷା ଅନୁଷ୍ଠିତ

ଭୁବନେଶ୍ୱର(ସମୃଦ୍ଧଓଡିଶା)ସତ୍ୟନଗର ଲେଡିଜ୍ ଫୋରମ୍ ତରଫରୁ ଆଜି ମହିଳା ମାନଙ୍କର ଲୋହିତ ରକ୍ତ କଣିକାର ପରୀକ୍ଷା ମଲ୍ଲିକ କମ୍ପେଲସ୍ ଠାରେ ଅନୁଷ୍ଠିତ ହୋଇଯାଇଅଛି, ଏଥିରେ ପ୍ରାୟ ୧୦୦ ରୁ ଉର୍ଦ୍ଧ୍ବ ମହିଳାଙ୍କର

ଖାନନଗର ପଞ୍ଚାୟତରେ ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ଅନୁଷ୍ଠିତ

ଦଶରଥପୁର(ସମୃଦ୍ଧଓଡିଶା) ଦଶରଥପୁର ବ୍ଲକସ୍ତ ଖାନନଗର ପଞ୍ଚାୟତରେ ଆଜି ବିଯୁଜନତା ଦଳ ପକ୍ଷରୁ ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ଏହି ପରିପ୍ରେକ୍ଷୀରେ ଆଜି ଅପରାହ୍ନରେ ଖାନନଗର ସୁନାମୁଖୀ