Category: Top News

ରପ୍ତାନୀ ଓ ଇ-କମର୍ସ ସମ୍ପର୍କିତ କର୍ମଶାଳା : ମହୁଲ ଫୁଲ, କୋଳଥ ଡାଲି, ଶାଳ ମଞ୍ଜି ଆଦିର ସମ୍ଭାବ୍ୟ ପ୍ରକ୍ରିୟାକରଣ ଉପରେ ସ୍ୱତନ୍ତ୍ର ଆଲୋଚନା

ଭୁବନେଶ୍ୱର(ସମୃଦ୍ଧଓଡିଶା) ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗ ଅଧୀନରେ ଥିବା ଓର୍‌ମାସ୍‌ (ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ଓ ବିପଣନ ସମିତି) ଦ୍ୱାରା ଆୟୋଜିତ ଦୁଇଦିନିଆ ରପ୍ତାନୀ ଓ ଇ-କମର୍ସ କର୍ମଶାଳା

ପିଏମ କିଷାନ ଯୋଜନାରେ ରାଜ୍ୟର ସମସ୍ତ ଯୋଗ୍ୟ ଚାଷୀଙ୍କୁ ଅନ୍ତର୍ଭୁକ୍ତ କରିବା ଆମର ଲକ୍ଷ୍ୟ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ସମୃଦ୍ଧଓଡିଶା) ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ୱାସିମଠାରେ ପିଏମ କିଷାନ ସମ୍ମାନନିଧିର ୧୮ତମ କିସ୍ତି ପ୍ରଦାନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଦେଶର ୯କୋଟି ୪୦ ଲକ୍ଷ କୃଷକଙ୍କୁ

ଦକ୍ଷିଣ ଓଡ଼ିଶାର ରେଳ ଭିତ୍ତିଭୂମିକୁ ନେଇ ବ୍ରହ୍ମପୁର ସାଂସଦଙ୍କ ଦାବୀକୁ ମିଳିତ କ୍ରିୟାନୁଷ୍ଠାନ କମିଟିର ସ୍ୱାଗତ

ଭୁବନେଶ୍ୱର(ସମୃଦ୍ଧଓଡିଶା)ବ୍ରହ୍ମପୁର ସାଂସଦ ଡଃ. ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ପ୍ରତିଶ୍ରୁତିକୁ ସାକାର କରିବା ପାଇଁ ଯେଉଁ ପଦକ୍ଷେପ ନେଇଛନ୍ତି, ମିଳିତ କ୍ରିୟାନୁଷ୍ଠାନ କମିଟି ସେଥିଲାଗି କୃତଜ୍ଞତା ଏବଂ ଅଭିନନ୍ଦନ ଜଣାଇଛନ୍ତି ସାଂସଦ

ବିକଶିତ ଓଡ଼ିଶା- ୨୦୩୬ ଓ ବିକଶିତ ଭାରତ- ୨୦୪୭ ନିମନ୍ତେ ସଂସ୍କୃତି ବିଭାଗର ପରାମର୍ଶ ବୈଠକ

ଭୁବନେଶ୍ୱର, (ସମୃଦ୍ଧଓଡିଶା) : ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟର ଠାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଆଜି “ବିକଶିତ ଓଡ଼ିଶା-୨୦୩୬ ଓ ବିକାଶିତ ଭାରତ-୨୦୪୭ :

ସହରାଞ୍ଚଳରେ ରାସ୍ତାଘାଟ ଓ ଜଳଯୋଗାଣ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ : ତ୍ୱରିତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର(ସମୃଦ୍ଧଓଡିଶା) ଆଜି ଲୋକସେବା ଭବନସ୍ଥିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ସମ୍ମିଳନୀ କକ୍ଷରେ ଏକ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ତଥା କୃଷି

ନିଯୁକ୍ତି ପାଇବେ ୧୬,୦୦୯ ଜଣ କନିଷ୍ଠ ଶିକ୍ଷକ ଶିକ୍ଷୟତ୍ରୀ : ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର(ସମୃଦ୍ଧଓଡିଶା) ରାଜ୍ୟର ବିଭିନ୍ନ ପ୍ରାଥମିକ ତଥା ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡିକରେ ୧୬,୦୦୯ ଜଣ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀ (Schematic) ଙ୍କୁ ଶନିବାର ନିଯୁକ୍ତି ପତ୍ର ପ୍ରଦାନ କରିବେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହନିର୍ମାଣ ପାଇଁ ଭୂମିହୀନମାନଙ୍କୁ ଜାଗା ଯୋଗାଇ ଦିଆଯିବ ବୋଲି ସରକାରଙ୍କ ଘୋଷଣା

ଭୁବନେଶ୍ୱର(ସମୃଦ୍ଧଓଡିଶା) ଭୂମିହୀନମାନଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହନିର୍ମାଣ ପାଇଁ ଜାଗା ଯୋଗାଇ ଦେବା ପ୍ରକ୍ରିୟାକୁ ସୁନିଶ୍ଚିତ କରିବା ପାଇଁ ଆଜି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ

ଓଡ଼ିଶା ପ୍ରସିକ୍ୟୁସନ ସର୍ଭିସ ଆସୋସିଏସନ (ଓପ୍ସା)ର ନିର୍ବାଚନ ଫଳାଫଳ ଘୋଷିତ

ଭୁବନେଶ୍ୱର(ସମୃଦ୍ଧଓଡିଶା)ଓଡ଼ିଶା ପ୍ରସିକ୍ୟୁସନ ସର୍ଭିସ ଆସୋସିଏସନର ନିର୍ବାଚନ ଆଜି ତା ୦୪-୧୦-୨୦୨୪ରିଖ ଭୁବନେଶ୍ୱର ସ୍ଥିତ ଆଇ.ସି.ଏମ.ଆର.ର ଅଡିଟୋରିଅମରେ ସକାଳ ୧୦ମିନିଟରେ ଆୟୋଜିତ ହୋଇଥିଲା । ପୂର୍ବରୁ ଗୃହ ବିଭାଗ ତରଫରୁ ସମସ୍ତ

ରାମନଗର ଦୁର୍ଗାପୂଜା ପ୍ରସ୍ତୁତି ବୈଠକ

ଫୁଲନଖରା(ସମୃଦ୍ଧଓଡିଶା) କଟକ ମହାନଗର ନିଗମର ୫୯ ନମ୍ବର ୱାର୍ଡ ଅନ୍ତର୍ଗତ ରାମନଗର ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଗ୍ରାମ୍ୟ କମିଟି ର ସମ୍ପାଦକ ଲକ୍ଷ୍ମୀଧର ସେଠିଙ୍କ ସଭାପତିତ୍ବ ରେ ଅନୁଷ୍ଠିତ

କୁଳାଙ୍ଗ ଶାସନ ପଞ୍ଚାୟତରେ ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ

ଫୁଲନଖରା(ସମୃଦ୍ଧଓଡିଶା) ବାରଙ୍ଗ ବ୍ଲକ ଅନ୍ତର୍ଗତ କୁରାଙ୍ଗ ଶାସନ ଗ୍ରାମପଞ୍ଚାୟତ ରେ ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ବିଡିଓ ଧର୍ମରଞ୍ଜନ ପଣ୍ଡାଙ୍କ ନିର୍ଦ୍ଦେଶ କ୍ରମେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

ଯୋଗାଣ ବିଭାଗ ଉଚ୍ଚସ୍ତରୀୟ ଟିମ୍‌ର ଛତିଶଗଡ଼ ଗସ୍ତ : ସୁଷମ ବଣ୍ଟନ, ଧାନସଂଗ୍ରହ ଓ ଗୋଦାମ ପରିଚାଳନା କ୍ଷେତ୍ର ପରିଦର୍ଶନ

ଭୁବନେଶ୍ୱର(ସମୃଦ୍ଧଓଡିଶା) ରାଜ୍ୟରେ ଚାଷୀମାନଙ୍କଠାରୁ ଧାନ ସଂଗ୍ରହ ପ୍ରକ୍ରିୟା ବ୍ୟବସ୍ଥାରେ ଉନ୍ନତିକରଣ ଓ ଚାଷୀ ମାନଙ୍କ ପ୍ରଗତି ନିମନ୍ତେ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି । ଧାନର ସର୍ବନିମ୍ନ ସହାୟକ

ଯୋଗାଣ ମନ୍ତ୍ରୀଙ୍କ ବୌଦ୍ଧ ଓ ସୋନପୁର ଗସ୍ତ : ଅଚାନକ ଯାଞ୍ଚ କଲେ ବିଭିନ୍ନ ମିଲ୍‌ ଓ ଗୋଦାମ

ଭୁବନେଶ୍ୱର(ସମୃଦ୍ଧଓଡିଶା) ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ବୌଦ୍ଧ ଓ ସୋନପୁର ଜିଲ୍ଲା ଗସ୍ତ କରି ବିଭିନ୍ନ ଗୋଦାମ ଓ ମିଲ୍‌କୁ ଅଚାନକ ପରିଦର୍ଶନ

ନବରାତ୍ର ଉପଲକ୍ଷେ ଶିବାଳୟରେ ବିଶେଷ ସତସଙ୍ଗ ଓ ଯୋଗ ଭଟ୍ଟି

କଟକ(ସମୃଦ୍ଧଓଡିଶା)ଗାୟତ୍ରୀ ଦେବୀ ଙ୍କ ଆରାଧନା ଉପଲକ୍ଷେ ନବରାତ୍ର ୨ୟ ଦିବସରେ ବେପାରୀ ସାହି ବ୍ରହ୍ମା କୁମାରୀ ଇଶ୍ୱରିୟ ବିଶ୍ଵ ବିଦ୍ୟାଳୟରେ ସ୍ଵତନ୍ତ୍ର ସାମୁହିକ ଧ୍ୟାନ ସାଙ୍ଗକୁ ସତସଙ୍ଗ ସଭା ଅନୁଷ୍ଠିତ

ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ

ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ବିଧାନସଭା ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି ରାଜ୍ୟପାଳ ଶ୍ରୀ ରଘୁବର ଦାସ, ବାଚସ୍ପତି ଶ୍ରୀମତୀ ସୁରମା

କୁଆଁସ ମଙ୍ଗଳା ପୀଠରେ ବିଜୁ ଜନତା ଦଳ ପକ୍ଷରୁ ଜନସମ୍ପର୍କ ପଦଯାତ୍ରାର ଶୁଭାରମ୍ଭ

ଦଶରଥପୁର(ସମୃଦ୍ଧଓଡିଶା) ଗାନ୍ଧୀ ଜୟନ୍ତୀ ଅବସରରେ ଯାଜପୁର ନିର୍ବାଚନ ମଣ୍ଡଳୀ ପକ୍ଷରୁ ଆଜି ଜନସମ୍ପର୍କ ପଦଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ଦଶରଥପୁର ବ୍ଲକ ଡାହାଣହତା ପଞ୍ଚାୟତସ୍ତ ମା କୁଆଁସ ମଙ୍ଗଳା

ଉପମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉନ୍ନୟନ ମୂଳକ ପ୍ରକଳ୍ପର ସମୀକ୍ଷା

ନିମାପଡା(ସମୃଦ୍ଧଓଡିଶା) ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଉନ୍ନୟନ ପ୍ରକଳ୍ପ ଗୁଡିକୁ ବୁଲି ଦେଖିଛନ୍ତି l ପୂର୍ବନିର୍ଧାରିତ କାର୍ଯ୍ୟସୂଚୀ ଅନୁଯାଇ ସୋମବାର ଦିନ ସକାଳୁ ସକାଳଲୁ ଶ୍ରୀମତୀ ପରିଡା ଏନଏସି ଅଧିନରେ

ଗାନ୍ଧୀଜୀଙ୍କ ପାଖରେ ମନୁଷ୍ୟତ୍ୱ ଓ ଦିବ୍ୟତ୍ୱ ଏକାକାର ହୋଇଯାଇଥିଲା- ମୁଖ୍ୟମନ୍ତ୍ରୀ

କଟକ(ସମୃଦ୍ଧଓଡିଶା)ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କଟକ ଜିଲ୍ଲା ତେଲେଙ୍ଗାପେଣ୍ଠରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ଉତ୍ସବ ପାଳନରେ ଯୋଗଦେଇ କହିଛନ୍ତି ଯେ ଗାନ୍ଧୀଜୀଙ୍କ ପାଖରେ ମନୁଷ୍ୟତ୍ୱ ଓ

ସଫେଇ ଅଭିଯାନରେ ସମସ୍ତେ ସାମିଲ ହୋଇ ଏହାକୁ ଏକ ଜନ ଆନ୍ଦୋଳନରେ ପରିଣତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ଭୁବନେଶ୍ୱର(ସମୃଦ୍ଧଓଡିଶା) ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ବରର ମହାନଗର ନିଗମର ସଫେଇ କର୍ମଚାରୀ ମାନଙ୍କ ଉପରେ ପୁଷ୍ପ ବୃଷ୍ଟି କରି ସେମାନଙ୍କୁ ସମ୍ମାନିତ କରିଛନ୍ତି। ମହାତ୍ମା ଗାନ୍ଧିଙ୍କ

ଆଲୋକ ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳନ

ଭୁବନେଶ୍ୱର(ସମୃଦ୍ଧଓଡିଶା) ଭୁବନେଶ୍ୱର ୟୁନିଟ-୩ ଖାରବେଳ ନଗର ସ୍ଥିତ ଆଲୋକ ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ମହା ସମାରୋହରେ ପାଳିତ ହୋଇଯାଇଛି l ଉକ୍ତ ଉତ୍ସବରେ ବିଦ୍ୟାଳୟର ପ୍ରତିଷ୍ଠାତ୍ରୀ ଚାରୁବାଳା

ଅନ୍ତର୍ଜାତୀୟ ବୟୋଜ୍ୟେଷ୍ଠ ଦିବସ ପାଳିତ

ଭୁବନେଶ୍ବର(ସମୃଦ୍ଧଓଡିଶା)ସ୍ଥାନିୟ ରୋଟାରି ଓ ଇନର ହୁଇଲ କ୍ଲବ ଆନୁକୁଲ୍ଯରେ ଖୋର୍ଦ୍ଧା ସ୍ଥିତ ଜୀବନ ଧାରା ବୃଦ୍ଧାଶ୍ରମ ଠାରେ ବାର୍ଷିକ କାର୍ଯ୍ୟକ୍ରମ ଆୟୋଜନ ଅନ୍ତର୍ଜାତିକ ବୟୋଜ୍ୟେଷ୍ଠ ଦିବସ ଅବସରରେ କରାଯାଇଥିଲା। ଏହି

‘ଯୁବପିଢ଼ି ଗାନ୍ଧୀଜୀଙ୍କ ପ୍ରଦର୍ଶିତ ମାର୍ଗ ଅନୁସରଣ କରି ରାଷ୍ଟ୍ରଗଠନରେ ବ୍ରତୀ ହୁଅନ୍ତୁ’: ଆଇନ ମନ୍ତ୍ରୀ ଶ୍ରୀ ହରିଚନ୍ଦନ

ଭୁବନେଶ୍ୱର(ସମୃଦ୍ଧଓଡିଶା) ଗାନ୍ଧୀଜୀ କେବଳ ଏକ ନାମ ନୁହେଁ, ଏହା ଜୀବନ ଓ ଦର୍ଶନର ଏକ ମହାନ ମାର୍ଗ । ଗାନ୍ଧୀଜୀ କେବଳ ଦେଶକୁ ସ୍ୱାଧୀନ କରି ନଥିଲେ, ଦେଶ ତଥା

ବ୍ରହ୍ମାକୁମାରୀ କେନ୍ଦ୍ରରେ ନବରାତ୍ର ଉପଲକ୍ଷେ ନଅ ଦିନ ଧ୍ୟାନ ଶିବିର

କଟକ(ସମୃଦ୍ଧଓଡିଶା) ତା ୨-୧୦: ଦଶହରା ନବରାତ୍ର ଉପଲକ୍ଷେ ନଅଦିନ ବ୍ୟାପୀ ଯୋଗ ଭଟ୍ଟି ଶିବିର ବକ୍ସି ବଜାର ବ୍ରହ୍ମା କୁମାରୀ ଇଶ୍ୱରିୟ ବିଶ୍ଵ ବିଦ୍ୟାଳୟରେ ପ୍ରଦୀପ ପ୍ରଜ୍ବଳନ କରି ଶୁଭାରମ୍ଭ

ଆଜିଠୁଁ ବିଜେଡିର ଜନସମ୍ପର୍କ ଯାତ୍ରା ଆରମ୍ଭ

ପାରଳାଖେମୁଣ୍ଡି -(ସମୃଦ୍ଧଓଡିଶା)-ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅକ୍ଟୋବର ଦୁଇ ତାରିଖ ଗାନ୍ଧୀ ଜୟନ୍ତୀ ଠାରୁ ବିଜୁ ଜନତା ଦଳ ପକ୍ଷରୁ ଜନସଂପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଗଜପତି

ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ଜାତୀୟ ଆଲୋଚନାଚକ୍ର ଅନୁଷ୍ଠିତ

ଭୁବନେଶ୍ୱର(ସମୃଦ୍ଧଓଡିଶା) ଉତ୍କଳ ସଂସ୍କୃତି ବିଶ୍ଵବିଦ୍ୟାଳୟ ଜୈନ ଚେୟାର ଆନୁକୂଲ୍ୟରେ ଆଜି “ଅହିଂସା : ସାମ୍ପ୍ରତିକ ସମୟର ଆବଶ୍ୟକତା” ଶୀର୍ଷକ ଏକ ଜାତୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଆଜିର ଉଦ୍‌ଘାଟନୀ ସମାରୋହରେ

ତୃଣମୂଳସ୍ତରର କର୍ମକର୍ତ୍ତା ହେବେ ପୋଷଣ ଅଭିଯାନର ଯୋଦ୍ଧା : ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର(ସମୃଦ୍ଧଓଡିଶା) ଆଜି ଭୁବନେଶ୍ୱରସ୍ଥିତ ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନରେ ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ପୋଷଣ ମାସ- ୨୦୨୪ ଉତ୍ସବ ଆୟୋଜିତ ହୋଇଯାଇଛି

ଓଡ଼ିଶା ରାଜ୍ୟ ଅଭିଲେଖାଗାରରେ ସଂସ୍କୃତି ଚର୍ଚ୍ଚା ସମାରୋହ ଅନୁଷ୍ଠିତ

ଭୁବନେଶ୍ୱର(ସମୃଦ୍ଧଓଡିଶା)ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଆଜି ଓଡ଼ିଶା ରାଜ୍ୟ ଅଭିଲେଖାଗାରଠାରେ “ଦକ୍ଷତା ବିକାଶ : ଓଡ଼ିଶାର ଯୁବ ସମାଜ ଏବଂ ଓଡ଼ିଆ ଅସ୍ମିତା” ଶୀର୍ଷକ ସଂସ୍କୃତି

ଅକ୍ଟୋବର ୫ ସୁଦ୍ଧା କଟକ-ଭୁବନେଶ୍ୱର ଦୈତ ନଗରୀର ସମସ୍ତ ରାସ୍ତାକାମ ଶେଷ କରିବାକୁ ପୂର୍ତ୍ତ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର(ସମୃଦ୍ଧଓଡିଶା) ଆଗାମୀ ଅକ୍ଟୋବର ୫ ତାରିଖ ସୁଦ୍ଧା କଟକ ଓ ଭୁବନେଶ୍ୱର ସହରର ସମସ୍ତ ରାସ୍ତା ନିର୍ମାଣ ଓ ମରାମତି କାର୍ଯ୍ୟ ଶେଷ କରିବା ନେଇ ରାଜ୍ୟ  ଆଇନ, ପୂର୍ତ୍ତ

ବଡ଼ବିଲ ପୌରପରିଷଦ ପକ୍ଷରୁ ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

ବଡ଼ବିଲ(ସମୃଦ୍ଧଓଡିଶା) କେନ୍ଦୁଝର ଜିଲ୍ଲା ବଡ଼ବିଲ ପୌରପରିଷଦ ପକ୍ଷରୁ ଆଜି ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବଡ଼ବିଲ ନଗରପାଳ ଲକ୍ଷ୍ମଣ ମହାନ୍ତଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ