ନିର୍ବାଚନ ସମୟରେ ମୁଖ୍ୟମନ୍ତ୍ରୀ ଚାଷୀମାନଙ୍କୁ ଦେଇଥିବା ପ୍ରତିଶୃତି ଆଜି ପାଣିର ଗାର ପାଲଟିଛି
ଭୁବନେଶ୍ୱର (ସମୃଦ୍ଧ ଓଡିଶା) ରାଜ୍ୟସରକାର ଗଣତାନ୍ତ୍ରିକ ଉପାୟରେ ନିଜର କଥା ରଖିବା ପାଇଁ ଆସୁଥିବା ଚାଷୀମାନଙ୍କର କଣ୍ଠରୋଧ କରିବା ପାଇଁ ଅପଚେଷ୍ଟା କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ । ଚାଷୀମାନଙ୍କ ସମସ୍ୟାର