

ଚିକିଟି (ସମୃଦ୍ଧ ଓଡିଶା) ଆକାଶବାଣୀ ବ୍ରହ୍ମପୁର କେନ୍ଦ୍ର ଓ ବାହୁଦା ସାହିତ୍ୟ ସଂସଦର ମିଳିତ ଅନୁକୁଲ୍ୟରେ ଆୟୋଜିତ ଚିକିଟିର କଳା, ସାହିତ୍ୟ, ସଂସ୍କୃତି, ପରମ୍ପରା ଓ ଐତିହ୍ୟକୁ ନେଇ ଅନୁଷ୍ଠିତ କାର୍ଯ୍ୟକ୍ରମ ‘ଟିକିଟିର ସ୍ୱର’ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବହୁ ମାନ୍ୟଗଣ ବ୍ୟକ୍ତି ଯୋଗ ଦେଇଛନ୍ତି ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା