
ଗଞ୍ଜାମ (ସମୃଦ୍ଧ ଓଡିଶା) ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେପି ବିଧାୟକ ପ୍ରାର୍ଥୀଙ୍କୁ ପୋଲିସ ଗିରଫ କରିଛି । ଗତକାଲି ଦ୍ଵିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ବେଳେ ଗଞ୍ଜାମ ଜିଲ୍ଲା ସୋରଡ଼ାରେ ଇଭିଏମ ଭଙ୍ଗାରୁଜା ଘଟଣାକୁ ନେଇ ବିଧାୟକ ପ୍ରାର୍ଥୀ ନୀଳମଣି ବିଶୋୟୀଙ୍କୁ ପୋଲିସ ଗିରଫ କରିଥିବା ସୂଚନା ମିଳିଛି ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା