

ଢେଙ୍କାନାଳ (ସମୃଦ୍ଧ ଓଡିଶା) ମନ୍ତ୍ରୀ ପ୍ରଫୁଲ କୁମାର ମଲ୍ଲିକ ଢେଙ୍କାନାଳ ଜିଲ୍ଲାରେ କରୋନା ଭୁତାଣୁ ସଂକ୍ରମଣର ସ୍ଥିତି କିଭଳି ରହିଛି ସେ ସମ୍ପର୍କରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦେଶକଙ୍କ ସହିତ ସମୀକ୍ଷା କରିଛନ୍ତି । ଏହାସହ ସଦର ବ୍ଲକରେ ବିଡ଼ିଓ ଓ ସରପଞ୍ଚମାନଙ୍କ ସହିତ ମଧ୍ୟ ଆଲୋଚନା କରିଛନ୍ତି ।
ରିପୋର୍ଟ : ସଞ୍ଜୟ କୁମାର ପଣ୍ଡା
