

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ବୁଗୁଡା଼ ବ୍ଲକ ଅନ୍ତର୍ଗତ ବୁଦ୍ଧଖୋଲ ମହୋତ୍ସବ ପଡିଆଠାରେ କଳା ଓ ସଂସ୍କୃତିର ପର୍ବ, ବୁଦ୍ଧଖୋଲ ମହୋତ୍ସବ-୨୦୧୯ର ଅନ୍ତିମ ଦିବସରେ ଉଦଘାଟକ ଭାବେ ପୁର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀଯୁକ୍ତ ଚନ୍ଦ୍ର ଶେଖର ସାହୁ, ମୁଖ୍ୟ ଅତିଥି ଭାବେ ରାଜ୍ୟ ସାଧାରଣ ସମ୍ପାଦକ ବିଜେଡି ଶ୍ରୀଯୁକ୍ତ ବିକ୍ରମ କୁମାର ପଣ୍ଡା ଓ ବୁଦ୍ଧଖୋଲ ଉନ୍ନୟନ କମିଟିର ସଭାପତି ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଯୋଗ ଦେଇଥିଲେ । ଏହି ଅବସରରେ ବୁଗୁଡା ତହସିଲଦାର, ବୁଗୁଡା ବ୍ଲକ ଅଧକ୍ଷା, ଜିଲ୍ଲା ପରିଷଦ ଓ ବୁଦ୍ଧଖୋଲ ମହୋତ୍ସବର କମିଟି ବୃନ୍ଦ ତଥା ବହୁ ମାନ୍ୟଗଣ ବ୍ୟକ୍ତି ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା


