

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅଧିନସ୍ଥ ଗଂଜୁ ଗ୍ରାମପଞ୍ଚାୟତରେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିରେ ହୋଇଥିଲା । ଏଥିରେ ଗଞ୍ଜାମଜିଲ୍ଲା ବିଜେଡି ସଭାପତି ତଥା ଗୋପାଳପୁର ବିଧାୟକ ଡ଼. ପ୍ରଦୀପ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥି ରୂପେ ଯୋଗଦେଇ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଉଦଘାଟନ କରିବା ସହ ବିଭିନ୍ନ କୃତି କଳାକାର ମାନଙ୍କୁ ସମ୍ମନିତ କରିଥିଲେ ।
ରିପୋର୍ଟ : ନିମାଇଁ ଚରଣ ପଣ୍ଡା