

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ନିଆରା ପଦକ୍ଷେପ ଗ୍ରହଣ କରାଯାଇଥିବା ଦେଖିବାକୁ ମିଳିଛି । ବ୍ରହ୍ମପୁର ଏମ୍ କେସିଜି ମେଡିକାଲ କାଜୁଆଲଟିରେ ରୋଗୀ ଓ ରୋଗୀ ସଂପର୍କୀୟଙ୍କୁ ପାଣି ଓ ଆର୍ ଏସ୍ କିଟ୍ ବଣ୍ଟନ କରାଯାଇଛି । ଆଜି ଠାରୁ ଏଭଳି ପଦକ୍ଷେପ ଆରମ୍ଭ କରିଛନ୍ତି ଜିଲ୍ଲା ପ୍ରଶାସନ । ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ ଉପସ୍ଥିତିରେ ଏହାର ଶୁଭାରମ୍ଭ କରାଯାଇଥିବା ଜଣାପଡିଛି ।
