

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ବ୍ଲକ ଅନ୍ତର୍ଗତ ବୁଡ଼େଇଶୁଣି ଗ୍ରାମରେ ଦୁଇ ଗୋଟି ଘର ପୋଡି ପାଉଁଶ ହୋଇଯାଇଥିବା ଜଣାପଡିଛି । ଏହି ଖବର ପାଇ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ତୁରନ୍ତ ସେହି ଗ୍ରାମକୁ ଯାଇ ପ୍ରତ୍ୟେକ ପରିବାରକୁ ୧୦୦୦ ଟଙ୍କା ସହାୟତା ପ୍ରଦାନ କରିବା ସହ ସରକାରଙ୍କ ସହାୟତା ଶିଘ୍ର ଯୋଗାଇ ଦେବା ପାଇଁ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଥିବା ସୂଚନା ମିଳିଛି ।
ରିପୋର୍ଟ : ଆଶୁତୋଷ ପଟ୍ଟନାୟକ
