ଛତ୍ରପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟଠାରେ ନୂତନ ଭିଡିଓ କନଫେରେନ୍ସ ହଲର ଉଦଘାଟନ ହୋଇଯାଇଛି….

ଛତ୍ରପୁର(ସମୃଦ୍ଧ ଓଡିଶା)ଛତ୍ରପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟଠାରେ ନୂତନ ଭିଡିଓ କନଫେରେନ୍ସ ହଲର ଉଦଘାଟନ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆନୁଷ୍ଠାନିକ ଭାବେ ଭିଡ଼ିଓ କନଫେରନ୍ସ ମାଧ୍ୟମରେ ଲୋକାର୍ପଣ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଛତ୍ରପୁର ବିଧାୟକ ପ୍ରିୟାଂଶୁ ପ୍ରଧାନ, ଜିଲ୍ଲା ପରିଷଦ ପ୍ରେସିଡେଣ୍ଟ ସୁବାଷ ଚନ୍ଦ୍ର ବେହେରା ଉପପସ୍ଥିତ ଥିଲେ ।

ରିପୋର୍ଟ:ନିମାଇଁ ଚରଣ ପଣ୍ଡା