

ଭଞ୍ଜନଗର (ସମୃଦ୍ଧ ଓଡିଶା) ଗଞ୍ଜାମ ଜିଲ୍ଲାପାଳ ବିଜୟା ଅବୃତ କୁଲାଙ୍ଗେ ଆଜି ମଧ୍ୟାହ୍ନ ସମୟରେ ଭଞ୍ଜନଗର ବ୍ଳକ ଗ୍ରସ୍ତରେ ଆସି ବଜ୍ୟବସ୍ତୁ ପ୍ରକ୍ରିୟାକରଣ ପ୍ରକଳ୍ପର ସ୍ଥିତି ଅନୁଧ୍ୟାନ କରିବା ସହ ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ । ଏହି ଗ୍ରସ୍ତ ସମୟରେ ଉପଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜ, ଭଞ୍ଜନଗର ବିଡ଼ିଓ ଅନିଲ କୁମାର ସେଠୀ, ଉପଖଣ୍ଡ ପଂଚାୟତ ଅଧିକାରୀ ପ୍ରହଲ୍ଲାଦ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ।
ରିପୋର୍ଟ : ନିଲୁ ବିଷୋୟୀ

